Posted inଖେଳ

ଅକ୍ଷୟଙ୍କ ଭବିଷ୍ୟବାଣୀ, ଆଇପିଏଲ ୨୦୨୪ର ପ୍ଲେ ଅଫରେ ରହିବେ ଏହି ୪ଟିମ

ନୂଆଦିଲ୍ଲୀ,୯।୪: ଆଇପିଏଲ ୨୦୨୪ର ଉତ୍ସାହ ଏହାର ଶିଖର ଛୁଇଁଛି। ଅଦ୍ୟାବଧି ଏହି ଟୁର୍ଣ୍ଣାମେଣ୍ଟରେ ବ୍ୟାଟ୍ସ ମ୍ୟାନମାନେ ପ୍ରାଧାନ୍ୟ ବିସ୍ତାର କରିଛନ୍ତି ଏବଂ ଚୌକା ଛକାର ପ୍ରବଳ ବର୍ଷା ହୋଇଛି। ରାଜସ୍ଥାନର ପ୍ରଦର୍ଶନ ସମ୍ପୂର୍ଣ୍ଣ ରୟାଲ ହୋଇଥିବାବେଳେ ମୁମ୍ବାଇ ଇଣ୍ଡିଆନ୍ସ ଚଳିତ ସିଜନରେ ଏପର୍ଯ୍ୟନ୍ତ ମୁହଁ ତଳକୁ ହୋଇ ପଡିଛି। ଏଭଳି ପରିସ୍ଥିତିରେ ଇଣ୍ଡିଆନ ପ୍ରିମିୟର ଲିଗ ର ୧୭ତମ ସିଜନରେ କେଉଁ ଚାରିଟି ଦଳ ପ୍ଲେ ଅଫ ପ୍ରବେଶ କରିବେ ତାହା କହିବା ବର୍ତ୍ତମାନ କଷ୍ଟକର।

ତେବେ ବଲିଉଡ ଅଭିନେତା ଅକ୍ଷୟ କୁମାର ଆଇପିଏଲ ୨୦୨୪ ବିଷୟରେ ଏକ ବଡ଼ ଭବିଷ୍ୟବାଣୀ କରିଛନ୍ତି। ଅକ୍ଷୟ ଏହି ଚାରିଟି ଦଳର ନାମ ଦେଇଛନ୍ତି ଯାହା ଚଳିତ ସିଜନରେ ଫାଇନାଲ ଚାରିରେ ପହଞ୍ଚିପାରିବ।
ଷ୍ଟାର୍‌ ସ୍ପୋର୍ଟସ ସହିତ କଥାବାର୍ତ୍ତା କରୁଥିବାବେଳେ ଅକ୍ଷୟ କୁମାର ଏହି ଚାରିଟି ଦଳର ନାମ ଦେଇଛନ୍ତି ଯାହା ଏହି ସିଜନରେ ପ୍ଲେ ଅଫ ପ୍ରବେଶ କରିପାରିବ। ଅକ୍ଷୟ ପଞ୍ଜାବ କିଙ୍ଗସ ଏବଂ ଆରସିବିର ନାମ ନେଇଥିଲେ। ଏହା ସହିତ ବଲିଉଡ ଷ୍ଟାର ଅଭିନେତା ପାଞ୍ଚ ଥର ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ୁପରେ ବାଜି ଲଗାଇଥିଲେ। ତେବେ ଅକ୍ଷୟଙ୍କ ଅନୁଯାୟୀ ଡିଫେଣ୍ଡିଂ ଚାମ୍ପିଅନ ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ଗତ ସିଜିନର ଫିନିଶର ଗୁଜୁରାଟ ଟାଇଟାନ୍ସ ଏଥର ଶେଷ ଚାରିଟିରେ ପ୍ରବେଶ କରିପାରିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…

ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି...

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ବୋଲର, ବ୍ୟାଟରଙ୍କ ଖରାପ ପ୍ରଦର୍ଶନ: ଦ୍ୱିତୀୟ T20ରେ ଭାରତର ଶୋଚନୀୟ ପରାଜୟ

ମୁଲାନପୁର,୧୧ା୧୨: ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଦକ୍ଷିଣ ଆଫ୍ରିକାଠାରୁ ଭାରତ ୫୧ ରନରେ ଶୋଚନୀୟ ଭାବେ ପରାସ୍ତ ହୋଇଛି। ପ୍ରଥମେ ବୋଲର ଏବଂ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ T20I: ଡି’ କକ୍‌ଙ୍କ ବିସ୍ଫୋରକ ଇନିଂସ୍; ଭାରତ ଆଗରେ ବିଶାଳ ଲକ୍ଷ୍ୟ

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20Iରେ ଦକ୍ଷିଣ ଆଫ୍ରିକାର ବ୍ୟାଟ୍ସମ୍ୟାନ୍ କ୍ୱିଣ୍ଟନ୍ ଡି’ କକ୍‌ଙ୍କ ବିସ୍ଫୋରକ ବ୍ୟାଟିଂ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri