ଆସନ୍ତାକାଲି ଭୀଷଣ ବାତ୍ୟାର ରୂପ ନେବ ଅକ୍ବାନ: ଓଡ଼ିଶାରେ ପ୍ରବଳ ବର୍ଷା! ୧୯ ତାରିଖରେ…

ଭୁବନେଶ୍ୱର,୧୬।୧୧: ବାତ୍ୟାରେ ପରିଣତ ହେଲା ଗଭୀର ଅବପାତ। ଘଣ୍ଟା ପ୍ରତି ୧୦କିମି ବେଗରେ ଆଗକୁ ବଢୁଛି। ବିଶାଖାପାଟଣା ଠାରୁ ୬୭୦ କିମି ଏବଂ ଗୋପାଳପୁରଠାରୁ ଦକ୍ଷିଣରେ ୭୯୦ କିମି ଦୂରରେ ରହିଛି ବାତ୍ୟା। ଆସନ୍ତାକାଲି ସନ୍ଧ୍ୟାରେ ଭୀଷଣ ବାତ୍ୟାର ରୂପ ନେବ। ୧୯ ତାରିଖ ସକାଳ ବେଳକୁ ଅତି ଭୀଷଣ ବାତ୍ୟା ରୂପ ନେବ। ୨୦ ମଧ୍ୟାହ୍ନ ସୁଦ୍ଧା ନେଲୋର-ଟୁନି ମଧ୍ୟରେ ଲ୍ୟାଣ୍ଡଫଲ କରିବା ନେଇ ଆକଳନ କରିଛି ପାଣିପାଗ ବିଭାଗ।

ଆଇଏମ୍‌ଡିର ପୂର୍ବାନୁମାନ ଅନୁଯାୟୀ, ୧୯ ତାରିଖ ରାତିରେ ଏହା ଏକ ଭେରି ସିଭିୟର୍‌ ସାଇକ୍ଲୋନିକ ଷ୍ଟ୍ରମ ବା ଅତି ଭୀଷଣ ଘୂର୍ଣ୍ଣିବାତ୍ୟା ଭାବେ ଆନ୍ଧ୍ର ପ୍ରଦେଶ ଉପକୂଳ ନିକଟ ସମୁଦ୍ରରେ ପହଞ୍ଚିବ। ତା’ ପରଦିନ ଅର୍ଥାତ ୨୦ ତାରିଖ ମଧ୍ୟାହ୍ନ ପାଖାପାଖି ଏହା ନେଲୋର୍‌ ଓ ଟୁନି ମଧ୍ୟରେ ସ୍ଥଳଭାଗ ଅତିକ୍ରମ କରିବାର ସମ୍ଭାବନା ରହିଛି। ସେତେବେଳକୁ ପବନର ବେଗ ଘଣ୍ଟାପ୍ରତି ୧୨୦ରୁ ୧୩୦ କିମି, ଝଟକା ପବନ ୧୪୫ କିଲୋମିଟର ରହିପାରେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସଂସଦ ଭବନରେ ଗୁଞ୍ଜିଲା କଳାହାଣ୍ଡିର ଢାପ ନୃତ୍ୟ: କଳାକାରଙ୍କଠୁ ରାମକାଠି ନେଇ ବଜାଇଲେ ମୋଦି

ଭବାନୀପାଟଣା,୧୬।୧୧(ଉତ୍ତମ କୁମାର ଦାଶ): ଦିଲ୍ଲୀ ସଂସଦ ଭବନରେ ଜାତୀୟ ମଞ୍ଚରେ ଝଲସିଲା କଳାହାଣ୍ଡିର ପାରମ୍ପରିକ ଢାପ ନୃତ୍ୟ। ଜନଜାତୀୟ ଗୌରବ ଦିବସ ଅବସରରେ ଭବାନୀପାଟଣାର ପ୍ରତିଭା ଅନୁଷ୍ଠାନର…

ସୋରଡ଼ା ବ୍ଲକରେ ୩୫୦ରୁ ଊର୍ଦ୍ଧ୍ୱ କମ୍ୟୁନିଟି ସପୋର୍ଟ ଷ୍ଟାଫ୍‌ଙ୍କ ସମୂହ ଇସ୍ତଫା:ଦରମା ପାଇଁ ଲାଞ୍ଚ ମଗାଯାଉଥିବା ଅଭିଯୋଗ ଆଣିଲେ କର୍ମଚାରୀ

ଛତ୍ରପୁର, ୧୬/୧୧(ଦିଲ୍ଲୀପ ସାମଲ ): ଗଞ୍ଜାମ ଜିଲାର ସୋରଡ଼ା ବ୍ଲକରେ କାର୍ଯ୍ୟରତ ୨୬ଟି ପଞ୍ଚାୟତର ୩୫୦ରୁ ଊର୍ଦ୍ଧ୍ୱ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ସମୂହ ଇସ୍ତଫା ଦେଇଛନ୍ତି। କାର୍ଯ୍ୟକ୍ଷେତ୍ରରେ…

ଭୂସ୍ଖଳନ ଆଶଙ୍କା ଥିବା ଅଞ୍ଚଳରୁ ହେବ ଲୋକଙ୍କୁ ସ୍ଥାନାନ୍ତର: ବାତ୍ୟା ମୁକାବିଲା ପାଇଁ ସଜାଗ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୧୬।୧୧: ସମ୍ଭାବ୍ୟ ବାତ୍ୟାର ମୁକାବିଲା ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ଆଗୁଆ ପ୍ରସ୍ତୁତି ଆରମ୍ଭ ହୋଇଛି। ଏ ନେଇ ଅନୁଷ୍ଠିତ ସମୀକ୍ଷା ବୈଠକ ପରେ ରାଜସ୍ୱ…

ବରିଷ୍ଠ ଆଇନଜୀବୀ ଦୁର୍ଗା ପ୍ରସାଦ ମଣିପାତ୍ରଙ୍କ ବିୟୋଗରେ ଗୁଣପୁର ଓକିଲ ସଂଘର ଶୋକସଭା

ଗୁଣପୁର, ୧୬।୧୧ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଓକିଲ ସଂଘର ବରିଷ୍ଠ ଆଇନଜୀବୀ ଦୁର୍ଗା ପ୍ରସାଦ ମଣିପାତ୍ରଙ୍କ ୭୫ ବର୍ଷ ବୟସରେ ଶନିବାର ପରଲୋକ ଘଟିଥିଲା।…

କେନ୍ଦୁଝରରେ ଚାଞ୍ଚଲ୍ୟ: ଜୀବନ ଯୁଦ୍ଧରେ ହାରିଗଲେ ବଳାତ୍କାର ପୀଡିତା, ଅଭିଯୁକ୍ତଙ୍କୁ ଖୋଜୁଛି ପୋଲିସ…

କେନ୍ଦୁଝର,୧୬।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ତେଲକୋଇ ଥାନା ଅଞ୍ଚଳରେ ଜଣେ ୪୫ ବର୍ଷୀୟା ଜୁଆଙ୍ଗ ଆଦିମ ଜନଜାତି ବିଧବା ମହିଳା ବଳାତ୍କାରର ଶିକାର ହୋଇଥିଲେ। ଗୁରୁତର…

CM ବିଜୟଙ୍କୁ ଷ୍ଟାଲିନଙ୍କ ଟାର୍ଗେଟ, କହିଲେ ମୋତେ ମୁଖ୍ୟମନ୍ତ୍ରୀ….

ଚେନ୍ନାଇ,୧୬।୧୧: ତାମିଲନାଡୁ ରାଜନୀତିରେ ପୁଣି ଚର୍ଚ୍ଚାରେ ଡିଏମ୍‌କେ ଅଧ୍ୟକ୍ଷ ତଥା ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ଏମ୍‌.କେ. ଷ୍ଟାଲିନ । ତାଙ୍କୁ ଏବେ ବି ଲୋକେ ‘ମୁଖ୍ୟମନ୍ତ୍ରୀ’ ବୋଲି…

କର୍ଲାମୁଣ୍ଡା ବ୍ଲକ୍‌ର ରିଷିଡ଼ାରେ ଜଳ ସଙ୍କଟ: ୧୨ ଦିନ ହେଲା ପାଇପ୍‌ ଯୋଗେ ପାଣି ଯୋଗାଣ ବନ୍ଦ

ରିଷିଡ଼ା, ୧୬/୧୧ (ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ୍‌ର ଜନବହୁଳ ରିଷିଡ଼ା ଗ୍ରାମରେ ଗତ ୧୨ ଦିନ ହେଲା ପାନୀୟ ଜଳ ଯୋଗାଣ ସମ୍ପୂର୍ଣ୍ଣ ବ୍ୟାହତ ହୋଇଛି। ତେଲ…

ପୂର୍ବତନ ପ୍ରଧାନ ଶିକ୍ଷକଙ୍କୁ ଝୁରୁଛି ଗାଁ ମାଟି: ଶିକ୍ଷକତା ପରେ କାହଁକି ନେଲେ ଏଭଳି ଚରମ ନିଷ୍ପତ୍ତି

ବରୀ, ୧୬।୧୧ (ମହେନ୍ଦ୍ର ସ୍ୱାଇଁ): ବରୀ ଶିକ୍ଷାମଣ୍ଡଳ ଅନ୍ତର୍ଗତ ଅରଙ୍ଗାବାଦ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ପ୍ରଧାନ ଶିକ୍ଷକ ସୁରେନ୍ଦ୍ର ପ୍ରଧାନଙ୍କ ମୃତ୍ୟୁ ଘଟିଛି। ପାରିବାରିକ କଳହକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?