Posted inଜାତୀୟ

ଅଲ୍‌-କାଏଦା ଲିଙ୍କ୍‌: ମଦ୍ରାସା ଭଙ୍ଗାଗଲା

ଗୁଆହାଟୀ,୧।୯: ଆତଙ୍କବାଦୀ ସଂଗଠନ ଅଲ୍‌-କାଏଦା ସହ ସମ୍ପର୍କ ରଖିଥିବା ଆସାମର ବୋଙ୍ଗାଇଗାଁଓ ଜିଲାର ଏକ ମଦ୍ରାସାକୁ ରାଜ୍ୟ ସରକାର ବୁଧବାର ଭାଙ୍ଗି ଦେଇଛନ୍ତି। ଏହି ମଦ୍ରାସାଗୁଡ଼ିକ ଆତଙ୍କବାଦ କାର୍ଯ୍ୟକଳାପର କେନ୍ଦ୍ର ପାଲଟିଥିବା ପୋଲିସ ତଦନ୍ତରୁ ଜଣାପଡ଼ିବା ପରେ ମାସକ ମଧ୍ୟରେ ଆସାମ ସରକାର ଏହାକୁ ମିଶାଇ ୩ଟି ମଦ୍ରାସା ଭାଙ୍ଗିଲେଣି। ଜିଲାର କବଇତରିଠାରେ ଥିବା ଦୁଇ ମହଲା ବିଶିଷ୍ଟ ମର୍କାଜୁଲ୍‌ ମାରିଫ୍‌ କାରିଆନା ମଦ୍ରାସାକୁ ଭାଙ୍ଗିବା ଲାଗି ୮ଟି ବୁଲ୍‌ଡୋଜରକୁ କାମରେ ଲଗାଯାଇଥିଲା। ଏହା ପୂର୍ବରୁ ଗତ ଶୁକ୍ରବାର ମଦ୍ରାସାର ଶିକ୍ଷକ ମୁଫ୍‌ତି ହଫିଜୁର ରହମାନଙ୍କୁ ଅଲ-କାଏଦା ସହ ସମ୍ପୃକ୍ତ ଅଭିଯୋଗରେ ଗିରଫ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାରେ ସଂକ୍ରମଣର କେନ୍ଦ୍ରସ୍ଥଳ ପାଲଟିଛି ନ୍ୟୁୟର୍କ

ନୂଆଦିଲ୍ଲୀ/ଓ୍ବାଶିଂଟନ,୧୦।୪: କରୋନା ସଂକ୍ରମଣ ନେଇ ଆମେରିକାରେ ଆତଙ୍କ ଦେଖାଦେଇଛି। ଏଠାରେ କରୋନା ସଂକ୍ରମଣ ଯୋଗୁ ୧୧ ଜଣ ଭାରତୀୟଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରୁ ଅଧିକାଂଶ...

ମୁଖ୍ୟମନ୍ତ୍ରୀ କମଲନାଥଙ୍କ ଭଣଜା ଗିରଫ

ନୂଆଦିଲ୍ଲୀ,୨୦।୮: ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ କମଲନାଥଙ୍କ ଭଣଜା ରତୁଲ ପୁରୀଙ୍କୁ ମଙ୍ଗଳବାର ସକାଳେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି। ୩୫୪ କୋଟି ଟଙ୍କାର ବ୍ୟାଙ୍କ ଦୁର୍ନୀତି...

ପୁଲଓ୍ବାମା ଆକ୍ରମଣ ଏକ ରାଜନୈତିକ ଷଡଯନ୍ତ୍ର: ଶିବସେନା

ପୁଣେ,୨୨।୧: ରିପବ୍ଲିକ ଟିଭିର ମୁଖ୍ୟ ଅର୍ନବ ଗୋସ୍ବାମୀଙ୍କ ହ୍ବାଟ୍ସଆନ୍‌ ଚାଟ୍‌ ଭାଇରାଲ ହେବା ପରେ ଭାଜପା ଉପରେ ବର୍ଷିଛି ଶିବସେନା। ଏହାର ମୁଖପତ୍ର ସାମ୍‌ନାରେ କୁହାଯାଇଛି...

ଶୀତରେ ଥରୁଛି ଉତ୍ତର ଭାରତ: ହିମାଚଳରେ ବିଯୁକ୍ତ ୧୩ ଡିଗ୍ରୀ

ନୂଆଦିଲ୍ଲୀ/ଶିମ୍‌ଲା,୧୯।୧୨(ପି.ଟି.): ପ୍ରବଳ ଶୀତଳ ଲହରିରେ ସମଗ୍ର ଉତ୍ତର ଭାରତ ଥରୁଛି। ହିମାଚଳପ୍ରଦେଶର ମନାଲି, ସୁନ୍ଦରନଗର, ଭୁନ୍ତର ଏବଂ କଳ୍ପାରେ ତାପମାତ୍ରା ଶୂନ ଡିଗ୍ରୀ ସେଲ୍‌ସିୟସ ତଳେ...

ଦିନକରେ ୪୭ ହଜାର ଟପିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୨୪।୩: ଦେଶରେ କରୋନାର ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛିି। ପ୍ରତିଦିନ ଲଗାତାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪...

ଫେବୃୟାରୀ ପ୍ରଥମ ସପ୍ତାହରେ ବର୍ଷା ସହ ତୁଷାରପାତ

ନୂଆଦିଲ୍ଲୀ,୨୯ ।୧: ରାଜଧାନୀ ଦିଲ୍ଲୀ ସମେତ କିଛି ରାଜ୍ୟରେ ଘନ କୁହୂଡି, ବର୍ଷା ଓ ଶୀତ ଲହରୀ ଜାରି ରହିଛି । ପାଣପାଗ ବିଭାଗର ସୂଚନା...

୩ ମାସ ତଳେ ଭାଜପାରେ ଯୋଗଦେଇଥିବା କଂଗ୍ରେସ ନେତାଙ୍କୁ ମନ୍ତ୍ରୀ ପଦ

ଲକ୍ଷ୍ନୌ, ୨୫।୯: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନକୁ କିଛି ମାସ ବାକି ଥିବାବେଳେ ଜାତି ଏବଂ ଆଞ୍ଚଳିକତାରେ ସନ୍ତୁଳନ ଆଣିବା ଲାଗି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରବିବାର...

ଉତ୍ତରକାଶୀରେ ହିମସ୍ଖଳନ: ପ୍ରଶିକ୍ଷକଙ୍କ ମୃତଦେହ ଉଦ୍ଧାର, ୩୨ ଜଣଙ୍କ ସନ୍ଧାନ ଜାରି, ପ୍ରତିରକ୍ଷାମନ୍ତ୍ରୀଙ୍କ ସହାୟତା ଲୋଡିଲେ ମୁଖ୍ୟମନ୍ତ୍ରୀ…

ଡେରାଡୁନ,୪।୧୦ : ଉତ୍ତରାଖଣ୍ଡର ଉତ୍ତରକାଶୀ ଜିଲାର ଡୋକ୍ରାନି ବମାକ ଗ୍ଳାସିୟରରେ ମଙ୍ଗଳବାର ହିମସ୍ଖଳନ ଘଟିଛି। ସୂଚନାନୁସାରେ, ନେହେରୁ ପର୍ବତାରୋହଣ ପ୍ରତିଷ୍ଠାନ (ଏନଆଇଏମ)ର ୩୪ ଜଣ ପର୍ବତାରୋହୀ...

Advertisement
Archives

Model This Week