Posted inଜାତୀୟ

ରାମବନରୁ ଅଲ୍‌କାଏଦାର ଜଣେ ଆତଙ୍କବାଦୀ ଗିରଫ: ମିଳିଲା ଚାଇନା ନିର୍ମିତ ଗ୍ରେନେଡ୍‌

ରାମବନ,୭।୧୧: ଜମ୍ମୁ ଡିଭିଜନର ରାମବାନ ଜିଲାରେ ସୋମବାର ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏହି ସମୟରେ ସୁରକ୍ଷାକର୍ମୀ ଜଣେ ଅଲ୍‌କାଏଦା ଆତଙ୍କବାଦୀଙ୍କ ଗିରଫ କରିବାରେ ସଫଳ ହୋଇଛନ୍ତି। ଏଥିସହ ତାଙ୍କଠାରୁ ଏକ ଚାଇନା ଗ୍ରେନେଡ୍‌ ଜବତ କରାଯାଇଛି। ଗିରଫ ଆତଙ୍କବାଦୀ ଅମିରୁଦ୍ଦିନ ଖାନ୍‌ ହୋଇଥିବା ବେଳେ ସେ ପଶ୍ଚିମବଙ୍ଗର ମଶିତା ହାଓରାର ବାସିନ୍ଦା ବୋଲି ଜଣାପଡ଼ିଛି। ସେ ଆତଙ୍କବାଦୀ ସଂଗଠନ ଅଲ୍‌କାଏଦା ସହ ଜଡିତ। ପୋଲିସ ତାଙ୍କ ବିରୋଧରେ ଏକ ମାମଲା ରୁଜୁ କରି ଅଧିକ ତଦନ୍ତ ଆରମ୍ଭ କରିଛି। ସୂଚନାଯୋଗ୍ୟ, ରାମବାନରେ କିଛି ଆତଙ୍କବାଦୀ ଲୁଚି ରହିଥିବା ଖବର ପାଇ ସ୍ଥାନୀୟ ପୋଲିସ ଓ ସୁରକ୍ଷାକର୍ମୀ ମିଳିତ ଭାବେ ଉକ୍ତ ସ୍ଥାନରେ ସର୍ଚ୍ଚ ଅପରେଶନ୍‌ ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

ଗୁରୁବାର ଭାରତ ବନ୍ଦ ଡାକରା: କ’ଣ ରହିବ ଖୋଲା, କ’ଣ ବନ୍ଦ, ଜାଣନ୍ତୁ…

ନୂଆଦିଲ୍ଲୀ,୯।୨: କେନ୍ଦ୍ରୀୟ ଟ୍ରେଡ ୟୁନିଅନ ଦ୍ୱାରା କୃଷକ ସଂଗଠନଗୁଡ଼ିକର ଦୃଢ଼ ସମର୍ଥନ ସହିତ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଫେବୃଆରୀ ୧୨ ତାରିଖ ଅର୍ଥାତ୍‌ ଗୁରୁବାର ଭାରତରେ…

ଏପ୍ରିଲ ୧ରୁ ଲାଗୁ ହେବାକୁ ଯାଉଛି ନୂଆ ଆୟକର ଆଇନ, ଜାଣନ୍ତୁ କରଦାତାଙ୍କ ପାଇଁ କ’ଣ ହେବ ପରିବର୍ତ୍ତନ…

ନୂଆଦିଲ୍ଲୀ,୯।୨: ଦେଶର ଆୟକର ବ୍ୟବସ୍ଥାରେ ୧ ଏପ୍ରିଲ, ୨୦୨୬ରୁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri