ଅଲ କାଏଦାର ନୂଆ ମୁଖ୍ୟ ସୈଫ୍‌ ଆଦେଲ ଇରାନରେ ଲୁଚି ରହିଛନ୍ତି: ଆମେରିକା…

ଓ୍ବାଶିଂଟନ,୧୬।୨ : ସାରା ବିଶ୍ୱରେ ଆତଙ୍କ ବିସ୍ତାର କରୁଥିବା ଆତଙ୍କବାଦୀ ସଂଗଠନ ଅଲ-କାଏଦା ଏହାର ନୂତନ ମୁଖ୍ୟ ଚୟନ କରିଛି। ଗତ ବର୍ଷ ଜୁଲାଇରେ ଆମେରିକା ଦ୍ୱାରା ଡ୍ରୋନ ଷ୍ଟ୍ରାଇକରେ ଅଲ-କାଏଦା ମୁଖ୍ୟ ଆୟମାନ ଅଲ-ଜାବାହିରିଙ୍କୁ ହତ୍ୟା କରାଯିବା ପରେ ସୈଫ ଅଲ-ଆଦେଲଙ୍କୁ ନୂତନ ଦାୟିତ୍ୱ ଦିଆଯାଇଛି। ଆମେରିକାର ବୈଦେଶିକ ବିଭାଗ ଏ ସମ୍ପର୍କରେ ସୂଚନା ଦେଇଛି। ସୈଫ ଇରାନରେ ଲୁଚି ରହିଛି ଆତଙ୍କବାଦୀ କାର୍ଯ୍ୟକଳାପ ଜାରି ରଖିଛନ୍ତି। ମିଳିତ ଜାତିସଂଘ ପକ୍ଷରୁ ମଧ୍ୟ ଏ ସମ୍ପର୍କରେ ଏକ ରିପୋର୍ଟ ଜାରି କରାଯାଇଛି।

ସେ ୩୦ ବର୍ଷ ବୟସ୍କ ଥିବା ସମୟରେ ସୋମାଲିଆର ମୋଗାଦିସୁରେ ୧୯୯୩ରେ ଅପରେଶନ ବ୍ଲାକ ହକ ଡାଉନ କରିଥିଲେ। ଏହି ଅପରେଶନରେ ୧୯ ଜଣ ଆମେରିକୀୟ ସୈନିକ ନିହତ ହୋଇଥିଲେ। ଏହା ପରେ ସୈନିକମାନଙ୍କ ମୃତଦେହକୁ ରାସ୍ତାରେ ଟାଣି ନିଆଯାଇଥିଲା। ୨୦୧୧ ରେ ଓସାମା ବିନ ଲାଡେନଙ୍କ ହତ୍ୟା ପରଠାରୁ ସୈଫ ଅଲ-କାଏଦା ମଧ୍ୟରେ ଏକ ପ୍ରମୁଖ ରଣନୀତିଜ୍ଞ ହୋଇପାରିଥିବା ଗୁପ୍ତଚର ସଂସ୍ଥା ରିପୋର୍ଟରେ ଦର୍ଶାଯାଇଛି।

ସେ ମିଶରର ସେନାର ଜଣେ ପୂର୍ବତନ ଅଧିକାରୀ ଭାବରେ କାର୍ଯ୍ୟ କରିଛନ୍ତି। ସେ ନିଜକୁ ‘ନ୍ୟାୟର ଖଣ୍ଡା’ ବୋଲି ମଧ୍ୟ କହିଥାନ୍ତି। ଏଫବିଆଇ ତାଙ୍କୁ ମୋଷ୍ଟ ୱାଣ୍ଟେଡ ତାଲିକାରେ ରଖିଛି ଏବଂ ତାଙ୍କ ମୁଣ୍ଡ ଉପରେ ୧୦ ମିଲିୟନ ଡଲାରର ପୁରସ୍କାର ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାଙ୍କଡ଼ ୮୦, ଗାଜର କିଲୋ ୧୨୦ ଟଙ୍କା : ବର୍ଷା ଋତୁରେ ବଢୁଛି ପନିପରିବା ଦର

କେସିଙ୍ଗା,୨୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଆଖ ପାଖ ଅଞ୍ଚଳରେ ପନିପରିବା ଚାଷ କମ ପରିମାଣରେ ବଜାରକୁ ଆସୁଅଛି। କିନ୍ତୁ ବ୍ୟବସାୟୀମାନେ ରାୟପୁର ଯାଇ ସେଠାରୁ…

ବରଗଡ଼ରେ ଆଲୋଡ଼ନ: ବିଚ୍‌ ରାସ୍ତାରେ ଯୁବତୀଙ୍କୁ ରୋଡ ରୋମିଓଙ୍କ ଅସଦାଚରଣ, ଦେଖନ୍ତୁ VIDEO

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ): ଆଜିକାଲି ସୋସିଆଲ ମିଡିଆରେ ବରଗଡ଼ର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ବିଚ୍‌ ରାସ୍ତା ଉପରେ ଜଣେ ଯୁବତୀଙ୍କୁ ଅନ୍ୟଜଣେ ଯୁବକ ଅସଦାଚରଣ…

ଲଗାଣ ବର୍ଷାରେ ବେହାଲ ବାଲେଶ୍ୱର, ବୁଡ଼ିଲା ଚାଷଜମି

ବାଲେଶ୍ୱର,୨୮।୭(ବାଞ୍ଛାନିଧି ଦେ ): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀର ଜଳସ୍ତର ମଙ୍ଗଳବାର ବିପଦ ସଂକେତ ଉପରେ ପ୍ରବାହିତ ହେଉଛି । ମଥାନୀ…

ଲଗାଣ ବର୍ଷାରେ ରାସ୍ତା ବେହାଲ୍‌: ଭାଙ୍ଗିଲା ଝାଟିମାଟି ଘର

କେସିଙ୍ଗା,୨୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପଥ ର୍ଲା ଗ୍ରାମ ପଞ୍ଚାୟତ ଅଧୀନସ୍ଥ ମାଲପଡାର ଜିତେନ ଚଣ୍ଡୀଙ୍କ ଏକ ଝାଟିମାଟି ଘର ଲଗାଣ ବର୍ଷାରେ ଗତକାଲି…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର, ଅଗଷ୍ଟ ୧ରୁ ବଦଳିବ ତତ୍କାଳ ଟିକେଟ୍ ବୁକିଂ ନିୟମ

ନୂଆଦିଲ୍ଲୀ,୨୮ା୭: ଆସନ୍ତା ଅଗଷ୍ଟ ୧ତାରିଖରୁ ବଦଳିବ ତତକାଳ ଟିକେଟ ବୁକିଂ ନିୟମ । ଭାରତୀୟ ରେଳବାଇ କାଉଣ୍ଟରରେ ତତକାଳ ଟିକେଟ୍ ବୁକ୍ କରିବା ପାଇଁ ଏକ ନୂତନ…

ଅଗଷ୍ଟ ୧୩ରେ ଚାମେଲୀଙ୍କ ବିରୋଧରେ ଆସିବ ଅନାସ୍ଥା ପ୍ରସ୍ତାବ: ୨୨ ୱାର୍ଡସଭ୍ୟଙ୍କ ମଧ୍ୟରୁ ୨୧ ସଭ୍ୟାସଭ୍ୟ…

କେନ୍ଦ୍ରାପଡ଼ା/ମହାକାଳପଡ଼ା,୨୮ା୭ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ତିଖିରୀ ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ଆସନ୍ତା ଅଗଷ୍ଟ ୧୩ରେ ଅନାସ୍ଥା ପ୍ରସ୍ତାବ ଆସିବ। ଗତ…

ଲଗାଣ ବର୍ଷା, କେନ୍ଦୁଝରରେ ଆଜି ସମସ୍ତ ସ୍କୁଲ ଛୁଟି

ବଞ୍ଚୋ/କେନ୍ଦୁଝର,୨୮।୭(ପ୍ରଦୋଷ ବିଶ୍ୱାଳ /ନରେଶ ପଟ୍ଟନାୟକ ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଏବଂ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ ଛୁଟି ଘୋଷଣା କରାଯାଇଛି । ଜିଲାପାଳ…

ସ୍ପଷ୍ଟ ଦିବାଲୋକରେ ଯୁବକଙ୍କୁ ହାଣିବା ଘଟଣା, ୨୪ଘଣ୍ଟାରେ ଧରିଲା ପୋଲିସ

ପୁରୁଷୋତ୍ତମପୁର,୨୮।୭( ସବିତାମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର କାଳୀମନ୍ଦିର ଛକ ନିକଟରେ ସ୍ବଷ୍ଚ ଦିବାଲୋକରେ ଜଣେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ ହୋଇଥିଲା ।ନିର୍ମମଭାବରେ ହାଣି ହତ୍ଯାଉଦ୍ଯମ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri