Posted inଜାତୀୟ

କଶ୍ମୀର-ବାବରି-ଜେହାଦକୁ ନେଇ ଅଲ୍‌କାଇଦାର ଆତଙ୍କବାଦ ଜହର,ନୂଆ ଭିଡିଓ ଜାରି…

ନୂଆଦିଲ୍ଲୀ,୧୨।୧୦: ଆତଙ୍କବାଦୀ ସଂଗଠନ ଅଲ୍‌ କାଇଦା ପକ୍ଷରୁ ଏବେ ଏକ ନୂଆ ଭିଡ଼ିଓ ଜାରି ହୋଇଛି। ଏଥିରେ କଶ୍ମୀର-ବାବରୀ-ଜେହାଦକୁ ନେଇ ଆତଙ୍କବାଦ ଜହର ଓଗାଳିଛି ଏହି ସଂଗଠନ। ଅଲ୍‌ କାଏଦାର ମିଡ଼ିଆ ଶାଖା ଆଜ୍‌ ଶାହାବ ପକ୍ଷରୁ ଏହି ବିଦ୍ୱେଷ ସୃଷ୍ଟିକାରୀ ଭିଡିଓ ଜାରି ହୋଇଥିବା ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ କୁହାଯାଇଛି।

ଭିଡ଼ିଓରେ ୫ ଜଣ ଆତଙ୍କବାଦୀ ବିଭିନ୍ନ ଅସ୍ତ୍ରଶସ୍ତ୍ର ଧରିଥିବାର ଦେଖିବାକୁ ମିଳୁଛି। ଏଥିରେ ଅଲକାଇଦା ମୁଖ୍ୟ ଅଲ୍‌ ଜବାହିରଙ୍କ ଅଡ଼ିଓ ଶୁଣିବାକୁ ମିଳୁଛି। ଜଣେ ଆତଙ୍କବାଦୀ ନିଜ ନାମ ମୀର୍‌ ମହିବୁଲ୍ଲା ବୋଲି କହୁଛନ୍ତି। ସେ କଶ୍ମୀର ସହିତ ଜଡ଼ିତ ଥିବା ପ୍ରକାଶ କରିଛନ୍ତି। ଏହା ସହିତ କଶ୍ମୀରରେ ଜେହାଦ୍‌ ସମ୍ପର୍କରେ ସେ ଭିଡ଼ିଓରେ କହୁଥିବାର ଦେଖିବାକୁ ମିଳୁଛି। ୧ ମିନିଟ୍‌ ୩୦ ସେକେଣ୍ଡର ଏହି ଭିଡିଓରେ ଭାରତ ସରକାରଙ୍କ ବିରୋଧୀ ମନ୍ତବ୍ୟ ଦିଆଯାଇଛି। ଭିଡ଼ିଓକୁ ଦେଇ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟରେ ବସ୍‌ ଓଲଟି ୨୧ ମୃତ

ଅହମଦାବାଦ,୧ା୧୦: ଗୁଜରାଟର ବନସକଣ୍ଠା ଜିଲାରେ ସୋମବାର ଏକ ବସ୍‌ ଓଲଟିପଡ଼ିବାରୁ ୨୧ ଜଣଙ୍କ ମୃତ୍ୟୁ ହେବା ସହ ୫୦ ଆହତ ହୋଇଛନ୍ତି। ଅମ୍ବାଜି ସହର ନିକଟବର୍ତ୍ତୀ...

ଭାଜପା ଟଙ୍କା ଦେଲେ ନେଇଯାଅ ହେଲେ ଭୋଟ ଦିଅନି: କମଲନାଥ

ଭୋପାଳ,୧ ।୧୧: ମଧ୍ୟପ୍ରଦେଶ ବିଧାନସଭା ପାଇଁ ନଭେମ୍ବର ୩ରେ ଭୋଟ ଗ୍ରହଣ କରାଯିବ । ରବିବାର ହେଉଛି ପ୍ରଚାରର ଶେଷ ଦିନ । ଏହାପରେ ଶାସକ...

ଦ୍ୱିତୀୟ ଇନିଂସ୍‌ର ଦ୍ୱିତୀୟ ମନ୍‌ କି ବାତ୍‌ କାର୍ଯ୍ୟକ୍ରମ: ଜଳ ସଂରକ୍ଷଣକୁ ଗୁରୁତ୍ୱ ଦେଲେ ମୋଦି

ନୂଆଦିଲ୍ଲୀ,୨୮।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ଦ୍ୱିତୀୟ ଇନିଂସ୍‌ର ଦ୍ୱିତୀୟ ମନ୍‌ କି ବାତ୍‌ କାର୍ଯ୍ୟକ୍ରମରେ ଜଳ ସଂରକ୍ଷଣକୁ ଗୁରୁତ୍ୱ ଦେଇଛନ୍ତି। ସରକାର ଦେଶର ସମସ୍ତ...

ପନ୍ତଙ୍କ ଆଶୁ ଆରୋଗ୍ୟ କାମନା କଲେ ମୋଦି

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ଷ୍ଟାର କ୍ରିକେଟର ଋଷଭ ପନ୍ତ ଶୁକ୍ରବାର ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି। ଏହି ଦୁର୍ଘଟଣା ହରିଦ୍ୱାରା ଜିଲାର ମଙ୍ଗଲୋରରେ ଘଟିଛି। ଶୁକ୍ରବାର...

ସରକାରୀ ସ୍କୁଲର ଶ୍ରେଣୀଗୃହକୁ ୧୫ ହଜାରରେ ବିକିଦେଲେ ଶିକ୍ଷକ

ମୋରଦାବାଦ,୫।୮: ଉତ୍ତରପ୍ରଦେଶ ମୋରାଦାବାଦର କୁଣ୍ଡାର୍କି ବିକାଶ ବ୍ଲକ ଅଞ୍ଚଳର ପିଟପୁର ନାୟାକୋଡା ଗାଁର ପ୍ରାଥମିକ ବିଦ୍ୟାଳୟର ଏକ କୋଠରୀକୁ ଜଣେ ଶିକ୍ଷକ ବିକ୍ରି କରିଦେଇଛନ୍ତି। ଶିକ୍ଷକ...

ପୋଲିସ-ପ୍ରବାସୀ ଶ୍ରମିକ ମୁହାଁମୁହିଁ

ଅହମଦାବାଦ,୧୮।୫: ଥମୁନି ପ୍ରବାସୀ ଶ୍ରମିକଙ୍କ ଦୁର୍ଦ୍ଦଶା। ଲକ୍ଷ ଲକ୍ଷ ପ୍ରବାସୀ ଶ୍ରମିକ ନିଜ ନିଜ ରାଜ୍ୟରେ ପହଞ୍ଚିଥିବା ବେଳେ ଏବେବି ଆହୁରି ଅନେକ ବାହାର ରାଜ୍ୟରେ...

ଉତ୍ତରାଖଣ୍ଡରେ ଲଗାଣ ବର୍ଷା: ଭାଙ୍ଗିଲା ପୋଲ, ଭାସିଗଲା ଗାଡି

ଡେରାଡୁନ,୨୭ ।୮: ଉତ୍ତରାଖଣ୍ଡରେ ଲଗାଣ ବର୍ଷା ଫଳରେ ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ବର୍ଷା ଯୋଗୁଁ ଜାତୀୟ ରାଜପଥ ସହ ଅନ୍ୟ ସଡ଼କ ବି...

ତେଜସ୍ବୀ ଯାଦବଙ୍କ ପାଇଁ ମାଛ ନେଇ ପହଞ୍ଚିଥିଲେ ସମର୍ଥକ

ପାଟନା,୧୦।୧୧: ବିହାର ବିଧାନସଭା ନିର୍ବାଚନର ଫଳାଫଳ ମଙ୍ଗଳବାର ସନ୍ଧ୍ୟା ପୂର୍ବରୁ ସ୍ପଷ୍ଟ ହୋଇଯିବ। ଏବେ ଭୋଟ ଗଣତି ଆରମ୍ଭ ହୋଇଯାଇଛି। ପ୍ରାରମ୍ଭିକ ଗଣତି ଅନୁଯାୟୀ, ନୀତିଶ...

Advertisement
Archives

Model This Week