ମୋଗାଦିସୁର ହୟାତ ହୋଟେଲରେ ଆତଙ୍କବାଦୀ ସଙ୍ଗଠନ ଅଲ-ଶବାବର ଆକ୍ରମଣ

ମୋଗାଦିସୁ,୨୦ ।୮: ସୋମାଲିଆର ମୋଗାଦିସୁରେ ଆତଙ୍କବାଦୀ ସଙ୍ଗଠନ ଅଲ-ଶବାବର ବନ୍ଧୁକଧାରୀମାନେ ଏକ ହୋଟେଲ ଉପରେ ଆକ୍ରମଣ କରିଛନ୍ତି । ଏଥିରେ ୨ ଜଣ ସୁରକ୍ଷା ଅଧିକାରୀ ଆହତ ହୋଇଥିବା ସୂଚନା ମିଳିଛି । ଏହାସହ କେତେଜଣଙ୍କ ମୃତ୍ୟୁ ହୋଇଥିବା ଆଶଙ୍କା କରାଯାଉଛି । ଗଣମାଧ୍ୟମ ସୂଚନା ଅନୁଯାୟୀ, ଆକ୍ରମଣ ସୋମାଲିଆର ରାଜଧାନୀ ମୋଗାଦିସୁର ହୟାତ ହୋଟେଲରେ ହୋଇଛି । ସୁରକ୍ଷା ସୂତ୍ର ଓ ପ୍ରତ୍ୟେକ୍ଷଦର୍ଶୀଙ୍କ କହିବା କଥା ଅଲ-ଶବାବର ଆତଙ୍କବାଦୀମାନେ ଶୁକ୍ରବାର ସୋମାଲିଆର ରାଜଧାନୀ ମୋଗାଦିସୁର ହୟାତ ହୋଟେଲରେ ଗୁଳି ଚଳାଇବା ସହ ବିସ୍ଫୋରଣ କରିଥିଲେ । ଯେଉଁଥିରେ କେତେଜଣ ଲୋକଙ୍କ ମୃତ୍ୟୁ ହେବା ସହ କେତେକ ଆହତ ହୋଇଥାଇ ପାରନ୍ତି ବୋଲି କୁହାଯାଉଛି । ସୂଚନାଯୋଗ୍ୟ, ଅଲ-କାଏଦା ସହ ସମ୍ପର୍କ ଥିବା ଅଲ-ଶବାବର ସଦସ୍ୟ ଜୋର ଜବରଦସ୍ତ ହୋଟେଲରେ ପଶି ଯାଇଥିଲେ ଓ ବେପରୁଆ ଭାବେ ଲୋକଙ୍କ ମଧ୍ୟରେ ଗୁଳି ବର୍ଷଣ ଆରମ୍ଭ କରି ଦେଇଥିଲ ।


Enter your email to get our daily news in your inbox.

All Right Reserved By Dharitri.Com

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri