Posted inଜାତୀୟ

ଚାମୋଲି ହୀମସ୍ଖଳନ ପରେ ଉତ୍ତରପ୍ରଦେଶରେ ହାଇଆଲର୍ଟ

ଲକ୍ଷ୍ନୌ,୭ ।୨: ଉତ୍ତରାଖଣ୍ଡର ଚାମୋଲି ଜିଲାରେ ଋଷିଗଙ୍ଗାନଦୀ ଉପରେ ପାୱାର ପ୍ରୋଜେକ୍ଟର ବନ୍ଧ ଭାଙ୍ଗିଯିବା ଫଳରେ ଅକଳାନନ୍ଦା ନଦୀର ଜଳସ୍ତର ବୃଦ୍ଧି ହୋଇଛି । ଏହି ଘଟଣାରେ ପ୍ରାୟ ୧୫୦ ଜଣ ନିଖୋଜ ଥିବା କୁହାଯାଉଛି । ଏମିତି ସୂଚନା ମିଳିବା ପରେ ଉତ୍ତରପ୍ରଦେଶର ଗଙ୍ଗା କୂଳରେ ଥିବା ଗାଁ ଓ ସହରରେ ହାଇ ଆଲର୍ଟ ଜାରି କରାଯାଇଛି । ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ନିର୍ଦ୍ଦେଶ ଅନୁଯାୟୀ ସମସ୍ତ ଜିଲାପାଳ ହାଇ ଆଲର୍ଟରେ ଅଛନ୍ତି । ଏହାସହ ମୁଖ୍ୟମନ୍ତ୍ରୀ କହିଛନ୍ତି ଦେବଭୂମୀ ଉତ୍ତରାଖଣ୍ଡରେ ସୃଷ୍ଟି ହୋଇଥିବା ଏହା ପ୍ରାକୃତିକ ବିପତ୍ତି ପାଇଁ ସରକାର ଯଥା ସମ୍ଭବ ସହାୟତା ଯୋଗାଇ ଦେବେ । ଲଗାତାର ଭାବେ ସେ ଘଟଣା ଉପରେ ନଜର ରଖିଥିବା ବେଳେ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ତ୍ରିଭେନ୍ଦ୍ର ସିଂ ରାୱତଙ୍କ ସହ କଥା ବି ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ ବର୍ଷ ପରେ ନୂଆ ଆଧାର ମନା, ମୁଖ୍ୟମନ୍ତ୍ରୀ କହିଲେ…

ଗୁଆହାଟୀ,୧୩ା୬(ପି.ଟି.): ବେଆଇନ ଆପ୍ରବାସୀମାନେ ଯେପରି ଆଧାର କାର୍ଡ ହାସଲ ନ କରନ୍ତି, ସେଥିପାଇଁ ଆସାମରେ ୧୮ ବର୍ଷ ବୟସରୁ ଊର୍ଦ୍ଧ୍ୱଙ୍କୁ ଆଉ ନୂଆ ଆଧାର କାର୍ଡ ଜାରି…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri