ଆଲାପ୍‌ ଆପ୍‌ ଲୋକାର୍ପଣ

ଭୁବନେଶ୍ୱର,୩୧।୧:  ଭାରତୀୟ ଟେକ୍ନୋଲୋଜିରେ ନିର୍ମିତ ସୋସିଆଲ ମିଡିଆ ଆପ୍‌ ‘ଆଲାପ୍‌’ର ଲୋକାର୍ପଣ ଉତ୍ସବ ସ୍ଥାନୀୟ ଝାରପଡା ଅଞ୍ଚଳର ଏକ ହୋଟେଲ ପରିସରରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ‘ଆଲାପ୍‌’ର ସିଇଓ ଲୋକନାଥ ରେଡ୍ଡୀ, କୋ-ଫାଉଣ୍ଡର ଅମିତ କୁମାର ମିଶ୍ର ଏବଂ ଓଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିଲେ। ଯାହାର ‘ବିଟା’ ଭର୍ସନ ବର୍ତ୍ତମାନ ଗୁଗଲ ପ୍ଲେ ଷ୍ଟୋରରେ ଉପଲବ୍ଧ। ଏହି ଆପ୍‌ରେ ହାଇସିକ୍ୟୁରିଟି ପଲିସି, ଜବରଦସ୍ତ ଫିଚର୍‌, ଚାଟିଙ୍ଗ ଅପଶନ୍‌ ଓ ଆକର୍ଷଣୀୟ ଇଣ୍ଟରଫେସ ୟୁଜର୍ସଙ୍କୁ ପସନ୍ଦ ଆସିବ ବୋଲି ରେଡ୍ଡୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାତିରୁ ମିଳିଲା ତ୍ରାହି; ରାଜଧାନୀରେ ଘଡ଼ଘଡ଼ି ସହ କୁଆପଥର ବର୍ଷା

ଭୁବନେଶ୍ବର,୨୬ା୩: ଭୁବନେଶ୍ବରରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ପବନ, ଘଡ଼ଘଡ଼ି ସହିତ କୁଆପଥର ବର୍ଷା ହୋଇଛି । ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ମାଡ଼ ଯୋଗୁ…

କଟକ ବାରବାଟୀରେ ମୁହାଁମୁହିଁ ହେବେ ଭାରତ-ଶ୍ରୀଲଙ୍କା, ଏହି ଦିନ ହେବ ମ୍ୟାଚ୍

କଟକ,୨୬ା୩: ବିସିସିଆଇ ୨୦୨୬-୨୭ ଘରୋଇ ସିଜିନ୍ ପାଇଁ ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀ ଘୋଷଣା କରିଛି। ଏହି ସିଜିନ୍ ମଧ୍ୟରେ, ଭାରତୀୟ ଦଳ ମୋଟ ୨୨ଟି ମ୍ୟାଚ୍ ଖେଳିବ,…

ଫେକ୍‌ ଆକାଉଣ୍ଟ ଥିଲେ ସାବଧାନ! ଏହି କାମ ନ କଲେ ଆଉ ଚାଲିବନି ଫେସବୁକ-ଇନଷ୍ଟାଗ୍ରାମ!

ନୂଆଦିଲ୍ଲୀ,୨୬।୩: ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି, କିନ୍ତୁ ଏହା ସହିତ ଜଡିତ ସମସ୍ୟାଗୁଡ଼ିକ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନକଲି…

ଏହିସବୁ ବ୍ୟକ୍ତିଙ୍କୁ ମିଳିବ ମାଗଣା ରେଳ ସେବା: ରେଳ ବିଭାଗର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୩: ପ୍ରତିରକ୍ଷା ସାହସିକତା ପୁରସ୍କାର ବିଜେତା ଓ ପରିବାରଙ୍କ ପାଇଁ ଖୁସିଖବର। ରେଳ ବିଭାଗ ପକ୍ଷରୁ ଗୁରୁବାର ଏକ ବଡ଼ ଘୋଷଣା କରାଯାଇଛି। ସାହସିକତା ପୁରସ୍କାର ପ୍ରାପ୍ତଙ୍କୁ…

ଯୁଦ୍ଧ ଭିତରେ ଭାରତକୁ ବଡ଼ ଝଟ୍‌କା, ବଢିଗଲା ପେଟ୍ରୋଲ ଦର; ଜାଣନ୍ତୁ ଆଜିର ରେଟ୍‌…

ନୂଆଦିଲ୍ଲୀ,୨୬।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଥିବାବେଳେ, ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଦେଶର ଏକ ପ୍ରମୁଖ ଘରୋଇ ଇନ୍ଧନ ଖୁଚୁରା ବ୍ୟବସାୟୀ ନାୟାରା ଏନର୍ଜି ଗୁରୁବାର ପେଟ୍ରୋଲ…

ନୂଆ ଅବକାରୀ ନୀତି ଘୋଷଣା କଲେ ରାଜ୍ୟ ସରକାର: ଆଉ ଖୋଲିବନି ନୂଆ ମଦ ଦୋକାନ! ବଢିଲା…

ଭୁବନେଶ୍ୱର,୨୬।୩: ଆସିଲା ନୂଆ ଅବକାରୀ ନୀତି ୨୦୨୬-୨୯। ଓଡ଼ିଶା ସରକାର ୧ ଏପ୍ରିଲ ୨୦୨୬ରୁ ୩୧ ମାର୍ଚ୍ଚ ୨୦୨୯ ଅବଧି ନିମନ୍ତେ ଏକ ତ୍ରୈବାର୍ଷିକ ଅବକାରୀ ନୀତି…

ଭୟଭୀତ ଇରାନ: ଖୋଲାଖୋଲି କଥା ହେବାକୁ…

ଓ୍ବାଶିଂଟନ୍‌,୨୬।୩: ମଧ୍ୟପ୍ରାଚ୍ୟରେ ଆମେରିକା-ଇସ୍ରାଏଲ ମେଣ୍ଟ ଏବଂ ଇରାନ ମଧ୍ୟରେ ଶତ୍ରୁତା ଆରମ୍ଭ ହେବାର ୨୬ ଦିନ ବିତିଗଲାଣି ଏବଂ ଉଭୟ ପକ୍ଷରୁ ଆକ୍ରମଣ ଦିନକୁ ଦିନ ବୃଦ୍ଧି…

ହର୍ମୁଜ ସଙ୍କଟ ନ ଯାଉଣୁ ପୁଣି ରାସ୍ତାରେ କଣ୍ଟା ବିଛାଇଲା ଇରାନ, ଏବେ ଛଟପଟ ହେବେ ସାରା ଦେଶ

ନୂଆଦିଲ୍ଲୀ,୨୬।୩: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ, ହର୍ମୁଜ ପ୍ରଣାଳୀ ସବୁଠାରୁ ଚର୍ଚ୍ଚିତ ବିଷୟ ହୋଇଆସିଛି। ଏହାର ଗୁରୁତ୍ୱ ଏହି ଯେ ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri