ଶ୍ରୀମନ୍ଦିରରେ ଆଜିଠୁ ଅଣସର ନୀତି, ଦର୍ଶନ ପାଇଁ ଅଲାରନାଥ ପୀଠରେ ଭିଡ଼

ପୁରୀ ଅଫିସ,୧୫।୬: ଶ୍ରୀମନ୍ଦିରରେ ଆଜିଠୁ ଆରମ୍ଭ ହୋଇଛି ଅଣସର ନୀତି। ଏହି ସମୟରେ ସାଧାରଣ ଦର୍ଶନ ବନ୍ଦ ଥିବାରୁ ଦର୍ଶନ ପାଇଁ ବ୍ରହ୍ମଗିରି ସ୍ଥିତ ଶ୍ରୀ ଅଲାରନାଥ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଛି। ପରମ୍ପରା ଅନୁଯାୟୀ ରାତି ପ୍ରାୟ ସାଢ଼େ ତିନିଟାରୁ ଦ୍ୱାର ଖୋଲାଯାଇ ମଙ୍ଗଳ ଆଳତି, ତଡ଼ପ ଲାଗି, ଅବକାଶ ବେଶ କରାଯାଇଛି। ସକାଳ ପ୍ରାୟ ସାଢ଼େ ପାଞ୍ଚଟାରୁ ସର୍ବସାଧାରଣ ଦର୍ଶନ ଆରମ୍ଭ ହୋଇଛି। ତେବେ ଭିଡ଼କୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ଏଥିପାଇଁ ବ୍ୟାରିକେଡ କରାଯିବା ସହ ବ୍ୟାପକ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତେଜିଲା ଆନ୍ଦୋଳନ, ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ

ଭୋଗରାଇ,୧୯ ।୬(ଡି.ଏନ.ଏ.): ମାଟି ହେଉଛି ପ୍ରକୃତିର ଦାନ। ଏହି ମାଟିରେ ଆମେ ବହୁ ଲହୁ ଲୁହ ଦେଇ ଜୀବନ ନିର୍ବାହ କରୁଛୁ। ଧୂ ଧୂ ବାଲିପନ୍ତାରେ ଖରାବର୍ଷାକୁ...

ତାରାତାରିଣୀଙ୍କ ଚୈତ୍ର ଯାତ୍ରା ନେଇ ପ୍ରଶାସନର ପ୍ରସ୍ତୁତି

ପୁରୁଷୋତ୍ତମପୁର,୧୦।୩(ଡି.ଏନ୍‌.ଏ.): ଆସନ୍ତା ୧୪ ତାରିଖରୁ ଆରମ୍ଭ ହେଉଛି ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମାଁ ତାରାତାରିଣୀଙ୍କ ପ୍ରସିଦ୍ଧ ଚୈତ୍ର ମଙ୍ଗଳବାର ଯାତ୍ରା। ଏହାକୁ ମାତ୍ର ଆଉ...

ବଲାଙ୍ଗୀର ଜିଲାର ସଂକ୍ରମିତ ଦୁଇ ଯୁବକଙ୍କ ସଂସ୍ପର୍ଶରେ ଆସିଥିବା ୫୩ ଜଣଙ୍କ ସ୍ବାବ ନେଗେଟିଭ

ବଲାଙ୍ଗୀର ଅଫିସ, ୪ା୫: ବଲାଙ୍ଗୀର ଜିଲା ଲିଖିରିଆ ଗାଁର ୨ ଯୁବକ କରୋନା ପଜିଟିଭ ଜଣାପଡିବା ପରେ ପ୍ରଶାସନ ଓ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଉଭୟଙ୍କ...

ରେଗୁଲାର ପରୀକ୍ଷାର୍ଥୀଙ୍କୁ ଏକ୍ସ-ରେଗୁଲାର ପ୍ରଶ୍ନପତ୍ର

କଟକ ଅଫିସ,୪ା୮:କଟକ ସେକେଣ୍ଡାରି ବୋର୍ଡ ହାଇସ୍କୁଲରେ ମାଟ୍ରିକ୍‌ ଅଫ୍‌ଲାଇନ ପରୀକ୍ଷା ପ୍ରଶ୍ନପତ୍ରକୁ ନେଇ ମଙ୍ଗଳବାର ବିଭ୍ରାଟ ଦେଖିବାକୁ ମିଳିଥିଲା। ଏହି ପରୀକ୍ଷା କେନ୍ଦ୍ରରେ ରେଗୁଲାର ପରୀକ୍ଷାର୍ଥୀଙ୍କୁ...

ପାଠକଙ୍କୁ ବାନ୍ଧିରଖେ କବିତାର ଭାଷାବିନ୍ୟାସ

ବାଲେଶ୍ୱର ଅଫିସ, ୧୪।୧୦-ବାଲେଶ୍ୱରର ଏକ ଘରୋଇ ହୋଟେଲ ପରିସରରେ ମାସିକ ସାହିତ୍ୟ ପତ୍ରିକା ‘ସାଗରିକା’ର ୫୦ତମ ମାସିକ ସାହିତ୍ୟ ଆସର ଅନୁଷ୍ଠିତ ହୋଇଛି। ଏଥିରେ ବହୁ...

ପ୍ରକାଶ ପାଇଲା ପିଜି ପ୍ରବେଶିକା ପରୀକ୍ଷା ପାଇଁ ବିଜ୍ଞପ୍ତି

ଭୁବନେଶ୍ବର,୨୦।୫(ବ୍ୟୁରୋ): ଆସନ୍ତା ଜୁନ୍‌ ୨୭ତାରିଖରୁ ପିଜି ପ୍ରବେଶିକା ପରୀକ୍ଷା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ଏ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୋମବାର ବିଜ୍ଞପ୍ତି...

ମୁଖ୍ୟ ସଚିବ, ଡିଜିପିଙ୍କୁ ଏନ୍‌ଏଚ୍‌ଆର୍‌ସି ନୋଟିସ

ନୂଆଦିଲ୍ଲୀ/ ପୁରୀ ଅଫିସ, ୨୧। ୧୧: ପୁରୀ ପୋଲିସ ହେପାଜତରେ ମୃତ୍ୟୁ ମାମଲାକୁ ନେଇ ଜାତୀୟ ମାନବ ଅଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) ଅସନ୍ତୋଷ ପ୍ରକାଶ କରିଛନ୍ତି।...

ବାଲିଚୁଆ ପାଣି ଭରସାରେ ଗ୍ରାମବାସୀ

ନୂଆପଡା ଅଫିସ,୨୪।୪: ବିଶୁଦ୍ଧ ପାନୀୟ ଯୋଗାଣ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରି ଯୋଜାନା ଉପରେ ଯୋଜନା କରୁଛନ୍ତି।...

Advertisement
Archives

Model This Week