ଆଜିଠୁ ଅଲାରନାଥଙ୍କ ଅନବସର ଦର୍ଶନ

ବ୍ରହ୍ମଗିରି,୨୫।୬(ଡି.ଏନ୍‌.ଏ.): ସ୍ନାନପୂର୍ଣ୍ଣିମାରେ ଚତୁର୍ଦ୍ଧାମୂର୍ତ୍ତି ସ୍ନାନ କରି ଅଣସର ପିଣ୍ଡିରେ ବିଜେ କରିଛନ୍ତି। ଏହି ଅବସରରେ ଶୁକ୍ରବାରଠାରୁ ବ୍ରହ୍ମଗିରିସ୍ଥିତ ଅଲାରନାଥଙ୍କ ପୀଠରେ ଅନବସର ଦର୍ଶନ ଆରମ୍ଭ ହେବ। କିନ୍ତୁ ଚଳିତବର୍ଷ କରୋନା କଟକଣା ଯୋଗୁ ଭକ୍ତମାନେ ଏହି ଦର୍ଶନରୁ ବଞ୍ଚତ୍ତ ହେବେ। ଜିଲା ପ୍ରଶାସନ ମନ୍ଦିର ଚତୁଃପାଶର୍‌ବକୁ ସିଲ କରିବା ସହିତ ଗୁରୁବାର ମଧ୍ୟରାତ୍ରରୁ ନବଯୌବନ ଦର୍ଶନ ପର୍ଯ୍ୟନ୍ତ ୧୪୪ ଧାରା ଲାଗୁ କରିଛି। ପ୍ରତିଦିନ ସୀମିତ ସଂଖ୍ୟକ ପାଳିଆଙ୍କୁ ନେଇ ନୀତିକାନ୍ତି ହେବ ବୋଲି ବ୍ରହ୍ମଗିରି ତହସିଲଦାର କାହ୍ନୁଚରଣ ଘଡ଼େଇ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଜିଲା: ଟ୍ରାଫିକ ନିୟମ ଉଲ୍ଲଂଘନ, ମେ ସୁଦ୍ଧା ୯୦୫ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ

ଛତ୍ରପୁର,୧୬ା୬(ଡି.ଏନ.ଏ.)-ଗଞ୍ଜାମ ଜିଲାରେ ଟ୍ରାଫିକ ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଉଭୟ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ, ଗଞ୍ଜାମ ଓ ବ୍ରହ୍ମପୁର ପୋଲିସ ଜିଲା ଅଧୀନ...

ନୀରବତା ସନ୍ଦେହ ସୃଷ୍ଟି କରୁଛି

ତାଳଚେର,୬ା୩ (ନି.ପ୍ର.) ମାର୍ଚ୍ଚ ୩୧ ତାରିଖ ପରେ ତାଳଚେର ଥର୍ମାଲ ପାଓ୍ବାର ଷ୍ଟେଶନ (ଟିଟିପିଏସ୍‌) ଚଳାଇବାକୁ ଏନ୍‌ଟିପିସି କର୍ତ୍ତୃପକ୍ଷଙ୍କ ନିକଟରେ ଆବଶ୍ୟକ ଅନୁମତି ନାହିଁ। ଏ...

ଆଦିବାସୀ ପିନ୍ଧୁଛନ୍ତି ଶାଳପତ୍ରରେ ତିଆରି ମାସ୍କ

ପାପଡାହାଣ୍ଡି,୩୦ା୩,(ଡି.ଏନ୍‌.ଏ.): ମହାମାରୀ କରୋନାକୁ ପ୍ରତିହତ କରିବା ପାଇଁ ସରକାର ଏବଂ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଲୋକଙ୍କୁ ସଚେତନ କରାଯାଉଛି। ମାସ୍କ ପିନ୍ଧିବା, ବାରମ୍ବାର ହାତ ଧୋଇବା...

ଅଜଣା ଗାଡ଼ି ଧକ୍କାରେ ପରିବା ଦୋକାନୀ ମୃତ: ମୃତଦେହ ରଖି ରାସ୍ତାରୋକୋ

ବନ୍ତ,୯।୧(ଡି.ଏନ୍‌.ଏ): ଭଦ୍ରକ-ଆନନ୍ଦପୁର ରାଜ୍ୟ ରାଜପଥର ବନ୍ତ ଲକ୍ଷ୍ମୀବଜାରଠାରେ ସୋମବାର ଭୋର ସମୟରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ପରିବା ଦୋକାନୀଙ୍କ ମୃତ୍ୟୁ ଘଟିଛି। ମୃତକ...

ମହିଳାଙ୍କୁ ଧକ୍କାଦେଲା ଜନନୀ ଏକ୍ସପ୍ରେସ: ସିଡିଏମ୍‌ଓ କହିଲେ ତଦନ୍ତ କରି ନେବେ ପଦକ୍ଷେପ

ନୟାଗଡ ଅଫିସ/ଖଣ୍ଡପଡ଼ା,୨୧ା୨(ସ୍ବ.ପ୍ର.): ନୟାଗଡ଼ ଜିଲାର କଣ୍ଟିଲୋ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଛକ ନିକଟରେ ଗୁରୁବାର ଭୋର ୫ଟାରେ ଜଣେ ଅପରିଚିତା ମହିଳାଙ୍କୁ ୧୦୨ ଆମ୍ବୁଲାନ୍ସ (ଜନନୀ ଏକ୍ସପ୍ରେସ)...

ଅଲୋଡ଼ା ହୋଇଛି ୨ ଭେଣ୍ଡିଂ ଜୋନ୍‌

ବ୍ରହ୍ମପୁର ଅଫିସ,୯।୧୧:ବ୍ରହ୍ମପୁର ମହାନଗର ନିଗମ (ବିଏମ୍‌ସି)ପକ୍ଷରୁ ବହୁ ଉନ୍ନୟନମୂଳକ ପଦକ୍ଷେପ ଗ୍ରହଣ କରାଯାଉଛି। ଯାହାଦ୍ୱାରା ସହରବାସୀ ଅନେକ କ୍ଷେତ୍ରରେ ଉପକୃତ ହୋଇପାରୁଛନ୍ତି। କିନ୍ତୁ ବିଏମ୍‌ସି ଦ୍ୱାରା...

ଅନ୍ଧାରରେ ରୋଗୀ, ପ୍ରତିକାର ନାହିଁ

ଚମ୍ପୁଆ,୩ା୬(ଡି.ଏନ.ଏ)- କେନ୍ଦୁଝର ଜିଲା ଚମ୍ପୁଆ ଉପଖଣ୍ଡ ଚିକିତ୍ସାଳୟରେ ଡିଜି ଓ ଇନ୍‌ଭର୍ଟର ଥିଲେ ମଧ୍ୟ ବିଦ୍ୟୁତ୍‌ କାଟ୍‌ ସମୟରେ ରୋଗୀମାନେ ଅନ୍ଧାରରେ ରହୁଛନ୍ତି। ଅସହ୍ୟ ଗରମ...

ପ୍ରଥମ ଦିନରେ ୩୪୭୭ଙ୍କୁ ଟିକା

ଅନୁଗୋଳ ଅଫିସ,୪ ।୨ ଅନୁଗୋଳ ଜିଲାରେ ସୋମବାରଠାରୁ ୧୫ରୁ ୧୮ ବର୍ଷର ପିଲାଙ୍କ ଟିକାକରଣ ଆରମ୍ଭ ହୋଇଛି। ଜିଲା ପ୍ରଶାସନ ପକ୍ଷରୁ ମୋଟ୍‌ ୨୪ଟି ଟିକାକରଣ...

Advertisement
Archives

Model This Week