ଆଉନାହାନ୍ତି ଆଲ୍‌ବମ୍‌ କୁଇନ୍‌ ଦୀପା ସାହୁ

ଭୁବନେଶ୍ୱର,୨୭।୭(ବ୍ୟୁରୋ): ଲୋକପ୍ରିୟ ଆଲ୍‌ବମ୍‌ ଅଭିନେତ୍ରୀ ଦୀପା ସାହୁଙ୍କ ସୋମବାର ପରଲୋକ ହୋଇଛି। ଚିକିତ୍ସାଧୀନ ଅବସ୍ଥାରେ ଏକ ଘରୋଇ ହସ୍ପିଟାଲରେ ଦୀପାଙ୍କ ମୃତ୍ୟୁ ଘଟିଛି। ଦୀର୍ଘ ଦିନ କ୍ୟାନ୍‌ସରରେ ପୀଡ଼ିତ ହୋଇ ସେ ଚିକିତ୍ସାଧୀନ ଥିଲେ । ଦୀପାଙ୍କ ଦେହାନ୍ତ ନେଇ ସ୍ବାମୀ ମନୀନ୍ଦ୍ର ଦତ୍ତ ସୂଚନା ଦେଇଛନ୍ତି। ଶତାଧିକ ଆଲ୍‌ବମ୍‌ରେ ଅଭିନୟ କରିବା ସହ ଓଡ଼ିଆ ସିନେମା, ଧାରାବାହିକରେ ମଧ୍ୟ ସେ ତାଙ୍କ ଅଭିନୟର ଯାଦୁ ଦେଖାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖାଇବାକୁ ଦିଆଯାଇ ନ ଥିବା ଅଭିଯୋଗ: ୧୬ନଂ ଜାତୀୟ ରାଜପଥ ଅବରୋଧ କଲେ ପ୍ରବାସୀ ଓଡ଼ିଆ

ଭଦ୍ରକ ଅଫିସ,୧୬।୫ – ଶନିବାର ପୂର୍ବାହ୍ନରେ ୧୬ନଂ ଜାତୀୟ ରାଜପଥ ରିଲାଏନ୍ସ ପେଟ୍ରୋଲ ପମ୍ପ ନିକଟରେ ପ୍ରବାସୀମାନେ ଶନିବାର ରାସ୍ତା ଅବରୋଧ କରିଥିବା ସୂଚନା ମିଳିଛି।...

କୁଳପତିମାନଙ୍କ ସହ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବୈଠକ : ଚଳିତ ଶିକ୍ଷାବର୍ଷରୁ ଏକକ ସିଲାବସ୍‌

ଭୁବନେଶ୍ୱର,୧୪।୬(ବ୍ୟୁରୋ) : ଉଚ୍ଚଶିକ୍ଷାର ଗୁଣାତ୍ମକ ବିକାଶ ତଥା ଆଧୁନିକୀକରଣ ନିମନ୍ତେ ଗୁରୁବାର ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ରାଜ୍ୟ ବିଶ୍ୱବିଦ୍ୟାଳୟ କୁଳପତିମାନଙ୍କ ସହ ଆଲୋଚନା...

କାଲିଠାରୁ କଟକ- ଭୁବନେଶ୍ୱରରେ ଗଡିବ ମୋ ବସ୍‌

ଭୁବନେଶ୍ୱର,୨୫।୫(ବ୍ୟୁରୋ)-ଆସନ୍ତା କାଲିଠାରୁ ଭୁବନେଶ୍ୱର ଓ କଟକରେ ଗଡ଼ିବ ମୋ ବସ। ପ୍ରଥମ ପର୍ଯ୍ୟାୟରେ ୭ଟି ରୁଟରେ ଅଣ ଶୀତତାପ ନିୟନ୍ତ୍ରିତ ବସ ଚଳାଚଳ କରିବ। ସକାଳ...

ରିୟାଙ୍କୁ ମେସେଜ୍‌ କରିଥିଲେ ସୁଶାନ୍ତଙ୍କ ବାପା, ଜାଣନ୍ତୁ କ’ଣ କହିଥିଲେ

ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ମାମଲାରେ କ୍ରମାଗତ ଭାବରେ ନୂଆ ତଥ୍ୟ ପ୍ରକାଶ କରାଯାଉଛି। ମାମଲାର ଅନୁସନ୍ଧାନରେ ସିବିଆଇ ଏବଂ ଇଡି କରୁଛନ୍ତି। ଏବେ କିଛି...

ଆରମ୍ଭ ହେଲା ସିଲ୍କ ଇଣ୍ଡିଆ ଏକ୍ସପୋ

ଭୁବନେଶ୍ୱର,୧୦ା୮:ହସ୍ତଶିଳ୍ପୀ ଆର୍ଟିଜାନ୍ସ ଏବଂ ଓ୍ବେଭର୍ସ ଓ୍ବେଲଫେୟାର ଆସୋସିଏଶନ ପକ୍ଷ ରୁ ସ୍ଥାନୀୟ ହୋଟେଲ ନ୍ୟୁ ମ୍ୟାରିୟନଠାରେ ସିଲ୍କ ଇଣ୍ଡିଆ ଏକ୍ସପୋ ଆରମ୍ଭ ହୋଇଛି। କାର୍ଯ୍ୟକ୍ରମକୁ ଏକ୍ସପୋର...

ଭାରତ ଫେରିବାକୁ ପ୍ରସ୍ତୁତ ହେଉଛନ୍ତି ରିଷି

ମୁମ୍ବାଇ: ବଲିଉଡ୍‌ ନାୟକ ରିଷି କପୁର ୨୦୧୮ ମସିହାରୁ ନ୍ୟୁୟର୍କରେ ଚିକିତ୍ସିତ ହେଉଛନ୍ତି। ହେଲେ ସେଠାରେ ସେ କେଉଁ ରୋଗ ଚିକିତ୍ସା କରାଉଛନ୍ତି ତାହା ତାଙ୍କ...

ପ୍ରଶାନ୍ତି ବିହାର ଦୁର୍ଗାପୂଜା କମିଟି : ମା’ଙ୍କ ମଥାରେ ଝଟକିବ ଚାନ୍ଦି ମୁକୁଟ

ଭୁବନେଶ୍ୱର,୩୦।୯(ବ୍ୟୁରୋ) : ଭୁବନେଶ୍ୱରର ଓ୍ବାର୍ଡ ନଂ. ୧ ଅନ୍ତର୍ଗତ ପ୍ରଶାନ୍ତିବିହାର ଦୁର୍ଗାପୂଜା କମିଟି ଚଳିତ ବର୍ଷ ସ୍ବତନ୍ତ୍ର ଭାବେ ପୂଜା ଆୟୋଜନ କରୁଛି। ୨୦ ବର୍ଷ...

ଜୁଲାଇ ୩୧ ପର୍ଯ୍ୟନ୍ତ ୪ ଭବନକୁ ମନା

ଭୁବନେଶ୍ୱର,୩।୭(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କିଛିଦିନ ମଧ୍ୟରେ ୩ଗୁଣ ବୃଦ୍ଧି ପାଇ ପାଖାପାଖି ୮ ହଜାରରେ ପହଞ୍ଚିଲାଣି। ସରକାରୀ କାର୍ଯ୍ୟାଳୟରେ ଯେପରି ସଂକ୍ରମଣ ନ...

Coronavirus Update


Archives

Model This Week

Why Dharitri