Posted inଖେଳ

ମଦର ସୌକୀନ ଏହି ୩ ଭାରତୀୟ କ୍ରିକେଟର, ଅହରହ ପିଅନ୍ତି ଆଲକହଲ

ନୂଆଦିଲ୍ଲୀ,୨।୨: ଟିମ୍‌ ଇଣ୍ଡିଆର ଖେଳାଳୀମାନେ ସେମାନଙ୍କ ବିଳାସମୟ ଜୀବନଯାପନ ପାଇଁ ବେଶ୍‌ ପରିଚିତ। କେବଳ ଖେଳ ନୁହେଁ ସେମାନଙ୍କ ବିନ୍ଦାସ ବ୍ୟବହାର ଓ ମେଳାପୀ ସ୍ବଭାବ ପାଇଁ ସାରା ବିଶ୍ୱରେ ସେମାନେ ବେଶ୍‌ ପରିଚିତ। ଏଥିପାଇଁ ଯୁବପିଢି ସେମାନଙ୍କ ଉପରେ ବେଶୀ ପ୍ରଭାବିତ ହୁଅନ୍ତି। କିନ୍ତୁ ଆମେ ଆଜି ୨ଜଣ ଖେଳାଳୀଙ୍କ ବିଷୟରେ କହିବାକୁ ଯାଉଛୁ ଯେଉଁମାନେ ଗୋଟିଏ ଦିନ ବି ମଦ ନି ପିଇ ରହିପାରନ୍ତିନି।

ଲୋକପ୍ରିୟ ଖେଳାଳୀ ଯୁବରାଜ ସିଂ କେବଳ ଦେଶରେ ନୁହେଁ ସାରା ବିଶ୍ୱରେ ପରିଚିତ। ୨୦୦୭ ଓ ୨୦୨୧ରେ ସେ ଦଳକୁ ବିଶ୍ୱ ଚାମ୍ପିଆନ କରିବାରେ ପ୍ରମୁଖ ଭୂମିକା ନିର୍ବାହ କରିଥିଲେ। ତେବେ ଅନେକ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ ଷ୍ଟାର ଯୁବରାଜ ଆଲକହଲ ପିଇବାରେ ଅଭ୍ୟସ୍ତ। ଏହି ତାଲିକାର ଦ୍ୱିତୀୟରେ ଅଛନ୍ତି ରବି ଶାସ୍ତ୍ରୀ। ଯିଏକି ଟିମ୍‌ ଇଣ୍ଡିଆର ପୂର୍ବତନ କ୍ରିକେଟର ସହ ପୂର୍ବତନ କୋଚ୍‌ ମଧ୍ୟ। ଜାଣି ଆଶ୍ଚର୍ଯ୍ୟ ହେବେ ଶାସ୍ତ୍ରୀଜୀ ମଧ୍ୟ ମଦ ପିଇବାର ବହୁତ ସୌକିନ ଅଟନ୍ତି। ନାମୀଦାମୀ ବ୍ରାଣ୍ଡର ମଦ ପିଇବାକୁ ତାଙ୍କୁ ଭଲଲାଗେ। ପଛକୁ ରହିଛନ୍ତି ଭାରତୀୟ କ୍ରିକେଟର ତଥା ସଚ୍ଚିନ ତେନ୍ଦୁଲକରଙ୍କର ଘନିଷ୍ଠ ବନ୍ଧୁ ବିନୋଦ କାମ୍ବଲି। କାମ୍ବଲି ପ୍ରତିଦିନ ମଦ ପିଇଥାନ୍ତି। ଏପରିକି ନିଶାରେ ଚୁର ହୋ ସେ ତାଙ୍କ ସ୍ତ୍ରୀଙ୍କୁ ଆକ୍ରମଣ କରିଥିବା ମଧ୍ୟ ଅନେକ ଖବର ପ୍ରକାଶିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?