୭ମ ଥର ମାତାପିତା ହେବାକୁ ଯାଉନ୍ତି ଏହି ଷ୍ଟାର ଦମ୍ପତି

ହଲିଉଡ ଅଭିନେତା ଆଲେକ ବାଲ୍ଡୱିନ ଖୁବ ଶୀଘ୍ର ପିତା ହେବାକୁ ଯାଉଛନ୍ତି। ତାଙ୍କ ସ୍ତ୍ରୀ ହିଲେରିଆ ଥୋମାସ ସପ୍ତମ ଥର ପାଇଁ ଏକ ମା’ ହେବାକୁ ଯାଉଛନ୍ତି। ସେ ଏହି ସୂଚନା ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି। ହିଲାରିଆ ଇନଷ୍ଟାଗ୍ରାମରେ ଲେଖିଛନ୍ତି, ବର୍ଷ ବର୍ଷ ଧରି ଅନେକ ଉତ୍ଥାନ-ପତନ ପରେ ଆମର ରୋମାଞ୍ଚକର ଖବର ଅଛି। ଆଉ ଏକ ବାଲ୍ଡୱିନ ଆସୁଛି। ସେ ଏକ ଭିଡିଓ ମଧ୍ୟ ଶେୟାର କରିଛନ୍ତି। ଭିଡିଓରେ ଉଭୟ ନିଜ ୬ ପିଲାମାନଙ୍କ ସହିତ ଖେଳୁଥିବାର ନଜର ଆସିଛନ୍ତି।
୬୩ ବର୍ଷିୟ ଆଲେକ ବାଲ୍ଡୱିନ ୨୦୧୨ ରେ ଦ୍ୱିତୀୟ ଥର ପାଇଁ ହିଲାରିଆଙ୍କୁ ବିବାହ କରିଥିଲେ। ଆଲେକ ଏବଂ ହିଲାରିଆଙ୍କ ମଧ୍ୟରେ ବୟସ ପାର୍ଥକ୍ୟ ୨୫ ବର୍ଷ। ନିକଟରେ ଆଲେକ ସେଟ ଉପରେ ଷୁଟିଂ ବିଷୟରେ ଆଲୋଚନା କରିଥିଲେ। ଗତ କିଛିଦିନ ତଳେ ଆଲେକ ହଠାତ୍‌ ଫିଲ୍ମ ସେଠ୍‌ ଉପରେ ଗୁଳି ଚଳାଇଥିଲେ। ଫିଲ୍ମ ‘ରଷ୍ଟ’ର ସେଟ ଉପରେ ଏହି ଘଟଣା ଘଟିଥିଲେ। ଏଥିରେ ଫିଲ୍ମର ସିନେମାଟୋଗ୍ରାଫର ହଲିନା ହୁଚିନ୍ସଙ୍କ ମୃତ୍ୟୁ ଘଟିଥିବା ବେଳେ ଏହି ଘଟଣାରେ ଫିଲ୍ମ ନିର୍ଦ୍ଦେଶକ ମଧ୍ୟ ଆହତ ହୋଇଥିଲେ। ପରେ ଆଲେକଙ୍କ ବିରୋଧରେ ମଧ୍ୟ ଏକ ମାମଲା ରୁଜୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନବ ନିର୍ମାଣ କୃଷକ ସଂଗଠନ ପରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ, ଏହି ଦିନ…

ଭୁବନେଶ୍ବର,୨୯।୯: ଆସନ୍ତା ଅକ୍ଟୋବର ୮ ତାରିଖରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ଏନେଇ ଘୋଷଣା କଲେ ପିସିସି ସଭାପତି ଭକ୍ତ ଚରଣ ଦାସ…

ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

ସଭା କଲେ ନାଁ ନେଲେନି

ଭୁବନେଶ୍ୱର, ୨୯।୯(ସୁନିତ୍‌ ମିଶ୍ର): ଏମ୍‌ଏମ୍‌ଡିଆର୍‌ ସଂଶୋଧନ ବିଲ୍‌ ଏକ ସାଧାରଣ କଥା ନୁହେଁ। ରାଜ୍ୟର ଅଧିକାର ସହିତ ଏହି ବିଲ୍‌ ଜଡ଼ିତ। ଓଡ଼ିଶାର ଖଣି, ଜମି ଉପରେ…

ଗୋବିନ୍ଦା-କୋମଲ ରାଣୀଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା; ପୁଣି ମୁହଁ ଖୋଲିଲେ ସୁନିତା, କହିଲେ ସେ ଖୁସିରେ…

ମୁମ୍ବାଇ,୨୯।୯: ବଲିଉଡ୍‌ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବିବାହିତ ଜୀବନକୁ ନେଇ କିଛି ସମୟ ଧରି ବିଭିନ୍ନ ଚର୍ଚ୍ଚା ହେଉଛି। ଏହାରି ମଧ୍ୟରେ…

ବିଦା ହେଲେ ପ୍ରେମିକା! ଏଥର ସୁନିତା ଆହୁଜାଙ୍କ ହାତ ଧରିଥିବା ନଜର ଆସିଲେ ଗୋବିନ୍ଦା; ୟୁଜର୍ସ କହିଲେ…

ମୁମ୍ବାଇ,୨୯।୯: ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କ ବ୍ୟକ୍ତିଗତ ଜୀବନ କିଛି ସମୟ ଧରି କ୍ରମାଗତ ଭାବେ ଚର୍ଚ୍ଚାର ବିଷୟ ପାଲଟିଛି। ସୋସିଆଲ ମିଡିଆ ଏବଂ ମନୋରଞ୍ଜନ ଜଗତରେ…

ଶେଷ ହେବ ଅପେକ୍ଷା, ଏହିଦିନ ଘୋଷଣା ହେବ 2027 ODI World Cupର କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୯।୯: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏବଂ କ୍ରିକେଟ ସାଉଥ ଆଫ୍ରିକା (CSA) ଗୁରୁବାର କେପ ଟାଉନରେ ୨୦୨୭ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା କରିବେ। ଏହି କାର୍ଯ୍ୟକ୍ରମ…

OSSTET ସ୍ଥଗିତ ଚର୍ଚ୍ଚା ଭିତରେ ସ୍ପଷ୍ଟ କଲା BSE, ଏହି ଦିନ ହେବ…

ଭୁବନେଶ୍ବର,୨୯।୯: ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (OSSTET-୨୦୨୬) ସ୍ଥଗିତ ହେବା ନେଇ ଚର୍ଚ୍ଚା ଜୋର ଧରିଥିଲା । ଏହାରି ଭିତରେ ମାଧ୍ୟମିକ ଶିକ୍ଷା ବୋର୍ଡ…

ବିରାଟ କୋହଲିଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ରୋହିତ ଶର୍ମା, କହିଲେ,‘ଏହି କାରଣରୁ କମିଯାଇଛି ଯୋଗାଯୋଗ’

ନୂଆଦିଲ୍ଲୀ,୨୯।୯: ପ୍ରଥମ ଦିନିକିଆ ମ୍ୟାଚରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଆଠ ୱିକେଟର ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଦ୍ୱିତୀୟ ମ୍ୟାଚ ପାଇଁ ପ୍ରସ୍ତୁତି ଚଳାଇଛି। ବୁଧବାର ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?