Posted inଖେଳ

ଏନ୍‌ସିବିର ପ୍ରତ୍ୟେକ୍ଷଦର୍ଶୀଙ୍କ ପାଇଁ ଲୁକଆଉଟ୍‌

ପୁଣେ,୧୪।୧୦: କ୍ରୁଜ ଯାହଜରୁ ଡ୍ରଗ୍ସ ଜବତ ମାମଲାରେ ନାର୍କୋଟିକ୍‌ କଣ୍ଟ୍ରୋଲ ବ୍ୟୁରୋ (ଏନ୍‌ସିବି)ର ଅନ୍ୟତମ ସ୍ବାଧୀନ ପ୍ରତ୍ୟେକ୍ଷଦର୍ଶୀ କେ ପି ଗୋସାବିଙ୍କୁ ଖୋଜୁଛି ପୁଣେ ପୋଲିସ। ତାଙ୍କ ପାଇଁ ବୁଧବାର ଲୁକ୍‌ଆଉଟ୍‌ ଜାରି କରାଯାଇଛି। ଏହାର ଅର୍ଥ ସେ ବିମାନ ବନ୍ଦର ଦେଇ ଦେଶ ଛାଡ଼ି ପାରିବେ ନାହିଁ। ୨୦୧୮ଠାରୁ ୩ ଲକ୍ଷ ଟଙ୍କାର ଠକେଇ ମାମଲାରେ ଗୋସାବିଙ୍କୁ ଖୋଜୁଛି ପୁଣେ ପୋଲିସ।

ଉଲ୍ଲେଖଯୋଗ୍ୟ, କ୍ରୁଜ୍‌ ଯାହଜ ଉପରେ ହୋଇଥିବା ଏନ୍‌ସିବି ଚଢ଼ାଉର ୯ ଜଣ ସାକ୍ଷୀଙ୍କ ମଧ୍ୟରୁ ଗୋସାବି ଜଣେ ସ୍ବାଧୀନ ପ୍ରତ୍ୟେକ୍ଷଦର୍ଶୀ। ଏହି ମାମଲାରେ ଗିରଫ ହୋଇଥିଲେ ବଲିଉଡ ଷ୍ଟାର ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ। ଗୋସାବି ଶାହରୁଖଙ୍କ ପୁଅ ସହ ସେଲ୍‌ଫି ନେଇ ସୋସିଆଲ ମିଡିଆରେ ଶେୟାର କରିଥିଲେ। ଆର୍ଯ୍ୟନ ଗିରଫ ହେବା ଖବର ପ୍ରସାରିତ ହେବା ପରେ ଉକ୍ତ ଫଟୋ ଭାଇରାଲ ହୋଇ ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ୟୁଟି ସାରି ଘରକୁ ଫେରୁଥିବା ବେଳେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଅପହରଣ: ୮୦ ହଜାର ଟଙ୍କା ନେଇଗଲେ…

ବଲାଙ୍ଗୀର, ୨୬।୫ (ସୁନିଲ କୁମାର ମହାନ୍ତି): ଜଣେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଅପହରଣ କରି ତାଙ୍କ ଠାରୁ ସ୍କୁଟି ସହ ୮୦ ହଜାର ଟଙ୍କା ଲୁଟିନେଇଥିବା ଅଭିଯୋଗ…

IPL ପରେ MI ଛାଡି ଏହି ଟିମ୍‌କୁ ଯିବେ ପାଣ୍ଡ୍ୟା! ଏହି ଖେଳାଳିଙ୍କ ବଡ଼ ସଙ୍କେତ ପରେ କ୍ରିକେଟଜଗତରେ ହଇଚଇ

ନୂଆଦିଲ୍ଲୀ, ୨୬।୫: ଆଇପିଏଲ (IPL) ୨୦୨୬ରେ ମୁମ୍ବାଇ ଇଣ୍ଡିଆନ୍ସର ପ୍ରଦର୍ଶନ ଭଲ ରହିନାହିଁ ଏବଂ ଏହା ପରଠାରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱ ଉପରେ ପ୍ରଶ୍ନବାଚୀ ସୃଷ୍ଟି ହେବାରେ…

ବରଗଡ଼ ଏମ୍‌ପିଙ୍କ ବଡ଼ ଘୋଷଣା: ଲିପସିତ୍ , ପ୍ରୀତମଙ୍କୁ ଗୁରୁଦାୟିତ୍ବ

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକସଭା ସାଂସଦ (MP) ପ୍ରଦୀପ କୁମାର ପୁରୋହିତ ସୋମବାର ବରଗଡ଼ ଜିଲାର ବରଗଡ଼ ଓ ପଦ୍ମପୁର ଉପଖଣ୍ଡ ପାଇଁ ତାଙ୍କ ପ୍ରତିନିଧି (NOMINEE)…

ଏହି ବଡ଼ ସହରରେ ଆଜିଠୁ ୧୪ ଦିନିଆ ‘କର୍ଫ୍ୟୁ’: କଣ ଖୋଲା, କଣ ବନ୍ଦ? ଲାଗିଲା କଡ଼ା କଟକଣା

ନୂଆଦିଲ୍ଲୀ,୨୬।୫: ମହାରାଷ୍ଟ୍ରର ପୁଣେ ସହରରେ ୧୪ ଦିନ ପାଇଁ କର୍ଫ୍ୟୁ ଲାଗୁ କରାଯାଉଛି। ଏହି ସମୟ ମଧ୍ୟରେ ଅନେକ କଟକଣା ବଳବତ୍ତର ରହିବ। ମେ ୨୬ ତାରିଖ…

କ୍ୱାଲିଫାୟର-୧: ହୋଇପାରେ ହାଇସ୍କୋରିଂ ମ୍ୟାଚ୍‌

ଧର୍ମଶାଳା,୨୬ା୫; ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏସନ ଷ୍ଟାଡିୟମ ଧର୍ମଶାଳାରେ ମଙ୍ଗଳବାର କ୍ୱାଲିଫାୟର-୧ ମ୍ୟାଚ୍‌ ଖେଳାଯିବ। ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ମାତ୍ର ୫ ଟଙ୍କାରେ ମିଳିବ ମାଛ-ଭାତ, ପଶ୍ଚିମବଙ୍ଗ ସରକାରଙ୍କ ବଡ଼ ଘୋଷଣା

କୋଲକାତା,୨୬।୫: ପଶ୍ଚିମବଙ୍ଗର ସାଧାରଣ ଜନତା ଏବଂ ଗରିବ ଶ୍ରେଣୀର ଲୋକଙ୍କ ପାଇଁ ଏକ ବଡ଼ ଖୁସି ଖବର। ରାଜ୍ୟ ସରକାର ଜନସାଧାରଣଙ୍କୁ ଶସ୍ତାରେ ପୁଷ୍ଟିକର ଖାଦ୍ୟ ଯୋଗାଇଦେବା…

ଟ୍ରମ୍ପଙ୍କୁ ଆଖି ଦେଖାଇଲା ପାକିସ୍ତାନ: ଚୁକ୍ତି ସ୍ବାକ୍ଷର କରିବାକୁ ସିଧା ସିଧା କଲା ମନା

ଇସଲାମାବାଦ୍‌,୨୬।୫: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ଏବଂ ସେନା ଅଧ୍ୟକ୍ଷ ଅସୀମ ମୁନିର ଆମେରିକା ପ୍ରତି ଯେତେ ପ୍ରେମ ଦେଖାଉଥିଲେ ମଧ୍ୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାହାକୁ…

ଘରକୁ ଫେରୁଥିବା ବେଳେ ଟଳିପଡିଲେ ବୁଦ୍ଧଦେବ, ଅଂଶୁଘାତ….

ପାଟଣା,୨୬।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡା ବ୍ଲକ ତେଣ୍ଡରା ପଞ୍ଚାୟତ ଖିଲାରିପାଟ୍ ନୂଆଗାଁ ଗ୍ରାମରେ ଜେ ଯୁବକଙ୍କର ମୃତ୍ୟୁ ହୋଇଛି । ୩୫ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri