ବିଓଆଇ ପକ୍ଷରୁ ସତର୍କତା ସଚେତନତା ସପ୍ତାହ

ଭୁବନେଶ୍ୱର,୮।୧୧: ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ବିଓଆଇ)ର ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ଗତ ୩୧ ଅକ୍ଟୋବର ୨୦୨୨ରିଖଠାରୁ ଚଳିତ ମାସ ୬ ତାରିଖ ପର୍ଯ୍ୟନ୍ତ ସତର୍କତା ସଚେତନତା ସପ୍ତାହ ପାଳିତ ହୋଇଯାଇଛି। ଏହି ଅବସରରେ ବ୍ୟାଙ୍କର କର୍ମଚାରୀ ଓ ଗ୍ରାହକମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ନିମନ୍ତେ ବ୍ୟାଙ୍କ ପକ୍ଷରୁ ବିଭିନ୍ନ ପ୍ରକାର କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ବ୍ୟାଙ୍କ ପକ୍ଷରୁ ସତର୍କତା ସଚେତନତା ଉପରେ ଶପଥ ପାଠ, ମାନବଶୃଙ୍ଖଳ, କର୍ମଚାରୀ ଓ ଗ୍ରାହକମାନଙ୍କ ପାଇଁ ୱାର୍କଶପ୍‌ ଓ କର୍ମଚାରୀ ଏବଂ ବିଭିନ୍ନ ସ୍କୁଲ ଛାତ୍ରୀଛାତ୍ରଙ୍କ ମଧ୍ୟରେ ପ୍ରତିଯୋଗିତା ଆଦି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି କାର୍ଯ୍ୟକ୍ରମ ଅତିଥି ବକ୍ତା ରୂପେ ଯୋଗ ଦେଇଥିବା ସିବିଆଇ ଓ ପୋଲିସ ଅଧିକାରୀଙ୍କ ଉପସ୍ଥିତିରେ ଆୟୋଜନ କରାଯାଇଥିଲା। ବ୍ୟାଙ୍କର ଆଞ୍ଚଳିକ ପ୍ରବନ୍ଧକ ମଳୟ ଦାସ ଏସ୍‌ ଓ ଉପ-ଆଞ୍ଚଳିକ ପ୍ରବନ୍ଧକ ଅଶୋକ କୁମାର ଜେନା ସମସ୍ତଙ୍କୁ ସମ୍ବୋଧନ କରିଥିଲେ। ଏଥିରେ ବ୍ୟାଙ୍କର ବରିଷ୍ଠ ଅଧିକାରୀଗଣ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୩,୩୮୭ କନିଷ୍ଠ ଶିକ୍ଷକଙ୍କୁ ପଦୋନ୍ନତି: ଖୁବ୍‌ଶୀଘ୍ର ପ୍ରଧାନଶିକ୍ଷକ ଭାବେ ଦିଆଯିବ ନିଯୁକ୍ତି

ଭୁବନେଶ୍ୱର,୧୧ା୨ (ସୁଚିସ୍ମିତା ସାହୁ):ରାଜ୍ୟ ସରକାରଙ୍କ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ୨୩,୩୮୭ ଜଣ କନିଷ୍ଠ ଶିକ୍ଷକଙ୍କୁ ବରିଷ୍ଠ (ଏସ୍‌ଇଏସ୍‌) ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ସୋମବାର ପ୍ରକାଶିତ ଏହି…

ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି ଭାଲୁ: ବେଲସୁନ୍ଦରୀରେ ଆତଙ୍କ

ଆନନ୍ଦପୁର,୧୧।୨(ସୁଶାନ୍ତ କୁମାର ସାହୁ): ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି  ଭାଲୁ ପଲ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଆନନ୍ଦପୁର ବନ୍ୟପ୍ରାଣୀ ବନଖଣ୍ତ ଅଧୀନ ବରାଙ୍ଗ ସଂରକ୍ଷିତ…

ଚଳନ୍ତା କଣ୍ଟେନରକୁ ପଛପଟୁ ଧକ୍କା ଦେଲା କାର: ଆଉ ତା’ପରେ…

ବାହାନଗା, ୧୧।୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ତଳନଗରଠାରେ ଏକ ଚଳନ୍ତା କଣ୍ଟେନର ପଛକୁ ଏକ କାର ଧକ୍କା…

ଖେଳାଳିଙ୍କ ପ୍ରତି କଠୋର ହେଲା BCCI: ଏହି ସର୍ତ୍ତ ପୂରଣ କରିବାକୁ କଲା ମନା

ନୂଆଦିଲ୍ଲୀ,୧୧।୨: ICC ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ, BCCI ଟିମ ଇଣ୍ଡିଆର ଖେଳାଳିମାନଙ୍କ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ବୋର୍ଡ ସ୍ପଷ୍ଟ ଭାବରେ କହିଛି,…

ପାକିସ୍ତାନ ବିପକ୍ଷ ବଡ଼ ମ୍ୟାଚ ପୂର୍ବରୁ ଭାରତକୁ ଝଟ୍‌କା, ଟି-୨୦ ବିଶ୍ୱକପ ମଧ୍ୟରେ ହସ୍ପିଟାଲରେ ଭର୍ତ୍ତି ହେଲେ…

ନୂଆଦିଲ୍ଲୀ,୧୧।୨: ଟି-୨୦ ବିଶ୍ୱକପ ମଧ୍ୟରେ ଟିମ ଇଣ୍ଡିଆର ସମସ୍ୟା ବଢ଼ିଛି। ଷ୍ଟାର ଓପନର ଅଭିଷେକ ଶର୍ମା ଅସୁସ୍ଥ ଅଛନ୍ତି। ଟିମ ମ୍ୟାନେଜମେଣ୍ଟ ଏହା ଘୋଷଣା କରିଛି। ଶର୍ମା…

ଭାଇର ମୃତ୍ୟୁ ଖବର ଶୁଣି ଟଳିପଡିଲେ ବଡ଼ ଭାଇ, ଜଳିବ ଦୁଇ ଭାଇଙ୍କ ଜୁଇ, ଦୁଃଖରେ ଭାଙ୍ଗିପଡିଛି ପରିବାର

ମୋରଡା,୧୧।୨(ସ୍ମାରକ ମାଜୀ): ଜଳିବ ଦୁଇ ଭାଇଙ୍କ ଜୁଇ। ଦିନେ ହାତ ଧରା ଧରି ଛୋଟରୁ ବଡ଼ ହୋଇଥିଲେ। ଦୁହେଁ ଦୁହିଁଙ୍କୁ ନ ଦେଖିଲେ ରହି ପାରୁନଥିଲେ। ଦୁଇ…

୧୫ ଦିନ ତଳେ କିଣିଥିଲେ ବ୍ୟାଟେରୀ ସ୍କୁଟି, ରାତିରେ ହୁତୁହୁତୁ ହୋଇ ଜଳିଗଲା…

ରାୟଗଡ଼ା,୧୧।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ମହକୁମା ଠାରୁ ମାତ୍ର ୩ କିମି ଦୂରରେ ଅବସ୍ଥିତ ପିତାମହଲ ଗ୍ରାମ ବାସିନ୍ଦା ତଥା ବରିଷ୍ଠ ଆଇନଜୀବୀ ବିଭୁ ପ୍ରଧାନଙ୍କ…

ନ୍ୟୁଜିଲାଣ୍ଡକୁ ବଡ଼ ଝଟକା: ଟି-୨୦ ବିଶ୍ୱକପରୁ ବାହାରିଲେ ଏହି ବଡ଼ ଖେଳାଳି

ନୂଆଦିଲ୍ଲୀ,୧୧।୨: ନ୍ୟୁଜିଲାଣ୍ଡ ICC ଟି-୨୦ ବିଶ୍ୱକପ ୨୦୨୬ରେ ଲଗାତାର ଦୁଇଟି ମ୍ୟାଚ ଜିତି ଏକ ଦୃଢ଼ ଆରମ୍ଭ କରିଥିଲା, କିନ୍ତୁ କିୱି ଦଳ ଚଳିତ ଟୁର୍ନାମେଣ୍ଟରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri