ବର୍ଷା ଲାଗି ଟ୍ବିନ୍‌ ସିଟିରେ ଆଲର୍ଟ

ଭୁବନେଶ୍ୱର,୧୬ା୭(ବ୍ୟୁରୋ): ସାରା ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିଛି। ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଲାଗି ରହିଥିବାରୁ ଟ୍ବିନ୍‌ ସିଟିରେ ଆଲର୍ଟ ଜାରି କରାଯାଇଛି।
ବର୍ଷା ଓ ଘଡ଼ଘଡ଼ି ପାଇଁ କଟକ ଓ ଭୁବନେଶ୍ୱର ଲୋକଙ୍କୁ ସତର୍କ କରାଯାଇଛି। ଜଳବନ୍ଦୀ ସମସ୍ୟା ପୂର୍ବରୁ ଜଳ ନିଷ୍କାସନ ବ୍ୟବସ୍ଥା ପାଇଁ ବିଭାଗୀୟ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।
କୌଣସି ଜରୁରୀ କାମ ନ ଥିଲେ ବାହାରକୁ ନ ବାହାରିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

ଚେକ୍‌ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍‌ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…

ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍‌ଏଫ୍‌ସି କୋର୍ଟରେ ଏକ ଚେକ୍‌ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ…

ପ୍ରସ୍ତୁତ କରୁଥିଲେ ଦେଶୀ ମଦ, ୨ ଜଣଙ୍କୁ ବାନ୍ଧି କୋର୍ଟ ପଠାଇଲା ଅବକାରୀ ପୋଲିସ

କେସିଙ୍ଗା,୪ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାର ଉପନିରୀକ୍ଷକ ମଳୟ କୁମାର ପ୍ରଧାନଙ୍କ ନେତୃତ୍ୱରେ ବ୍ଲକର କୁଣ୍ଢାବନ୍ଧ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ ପାଟ୍ରୋଲିଂ କରୁଥିବା ସମୟରେ…

ଅପହଞ୍ଚ ଗାଁରେ ଆଶାର କିରଣ: ସ୍ୱାବଲମ୍ବୀ ହେବେ ସାନ୍ତାଳୀ ମହିଳା, ମିଶନ ଶକ୍ତିରେ ଯୋଡ଼ି ହୋଇ…

ମହାକାଳପଡ଼ା,୪ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ସମୁଦ୍ର ତଟରେ ଅବସ୍ଥିତ ଅପହଞ୍ଚ ସାନ୍ତାଳୀ ଗ୍ରାମ ‘ପାଣିଖିଆ’। ଅନାଦି କାଳରୁ ଏହି ଗ୍ରାମର ସାନ୍ତାଳୀ…

ଆଗକୁ ପଞ୍ଚାୟତ ନିର୍ବାଚନ: ଜିତିବା ପାଇଁ ଭାଜପା କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ

ଭୁବନେଶ୍ୱର,୪ା୧୦: ରାଜ୍ୟରେ ଆଗକୁ ଆସୁଛି ପଞ୍ଚାୟତ ନିର୍ବାଚନ। ଗ୍ରାମାଞ୍ଚଳରେ ଦଳର ସଂଗଠନକୁ ଆହୁରି ସୁଦୃଢ଼ କରିବା ଏବଂ ନିର୍ବାଚନୀ ମଇଦାନରେ ସଫଳତା ହାସଲ କରିବା ପାଇଁ ଭାରତୀୟ…

ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଲା: ପେଶାଦାର ଅପରାଧୀଙ୍କୁ ହତ୍ୟା

ବ୍ରହ୍ମପୁର, ୪/୧୦ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଛି। ଘଟଣାଟି ନିମଖଣ୍ଡି ଗାଁ ମୁଣ୍ଡରେ ଘଟିଛି। ଜଣେ ପେଶାଦାର ଅଭିଯୁକ୍ତଙ୍କ ବେକ କାଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?