୨୧ ଜିଲାକୁ ସତର୍କ

ଭୁବନେଶ୍ବର ୨୮।୪(ବ୍ୟୁରୋ): ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷା ଜାରି ରହିବ । ଶୁକ୍ରବାର ପାଇଁ ୨୧ ଜିଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ନିଂ ଜାରି କରିଛି । ସେହିସବୁ ଜିଲାଗୁଡ଼ିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢ଼େଙ୍କାନାଳ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ମାଲକାନଗିରି ।
ଏସବୁ ଜିଲାରେ ଘଡ଼ଘଡ଼ି ବିଜୁଳି ବର୍ଷା ସହ ଘଣ୍ଟା ପ୍ରତି ୩୦ ରୁ ୪୦ କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି ।

 

 


Enter your email to get our daily news in your inbox.

All Right Reserved By Dharitri.Com

VIDEO: ଟସ୍‌ ଛାଡି ହଠାତ୍‌ କୁଆଡେ ଚାଲିଗଲେ କ୍ୟାପଟେନ ସୂର୍ଯ୍ୟକୁମାର? ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୮।୨: ଭାରତୀୟ କ୍ରିକେଟରେ, ଖେଳାଳିମାନଙ୍କ ମଧ୍ୟରେ ସମ୍ପର୍କ ପ୍ରାୟତଃ ବିଜୟ ଏବଂ ପରାଜୟକୁ ଅତିକ୍ରମ କରିଯାଏ। ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ସମାନ ଦୃଶ୍ୟ ଦେଖାଯାଇଥିଲା, ଯେତେବେଳେ ଅଧିନାୟକ…

ଭକ୍ତମୟ ହୋଇଛି କାଳୀଜାଈଙ୍କ ପୀଠ, ଜମୁଛି ଶହଶହ ଭକ୍ତଙ୍କ ଭିଡ଼

କୃଷ୍ଣପ୍ରସାଦ,୮।୨(କୈଳାଶ ଚନ୍ଦ୍ର ପଟ୍ଟନାୟକ ): ଚିଲିକାର ଅଧିଷ୍ଠାତ୍ରୀ ଦେବୀ ମା’ ‎କାଳୀଜାଈଙ୍କ ପୀଠ ପାଲଟିଛି ଭକ୍ତମୟ । ମା’ଙ୍କ ଆଶିଷ ଲାଭ କରିବା ପାଇଁ ବହୁ ଦୂରଦୂରାନ୍ତରରୁ…

ସୁପ୍ରିମକୋର୍ଟଙ୍କୁ ଧନ୍ୟବାଦ ଜଣାଇଲେ ଅନୁରାଗ ଠାକୁର, ୯ ବର୍ଷର ବିଳମ୍ବ ଉପରେ ଉଠାଇଲେ ପ୍ରଶ୍ନ

ନୂଆଦିଲ୍ଲୀ,୮।୨: ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଏବଂ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI)ର ପୂର୍ବତନ ଅଧ୍ୟକ୍ଷ ଅନୁରାଗ ଠାକୁର, ବିସିସିଆଇରେ ପଦରେ ଲାଗିଥିବା ପ୍ରତିବନ୍ଧକ ଉଠାଇବା ନିଷ୍ପତ୍ତିରେ…

୭ ବର୍ଷର ପ୍ରଚେଷ୍ଟା ୧୦ ମିନିଟରେ ଧ୍ଵଂସ, ବନ୍ୟପ୍ରାଣୀଙ୍କ ପାଇଁ ଚାଷ କାର୍ଯ୍ୟରୁ ମନ ଫେରାଉଛନ୍ତି ଚାଷୀ

ଭଞ୍ଜନଗର,୮।୨(ବାବୁଲା ପ୍ରଧାନ): ଦେଶରେ ହୁ ହୁ ହୋଇ ଜନସଂଖ୍ୟା ବଢ଼ିବାରେ ଲାଗିଛି । ଜନସଂଖ୍ୟା ବୃଦ୍ଧି ଯୋଗୁଁ ଲୋକେ ବଞ୍ଚିବା ପାଇଁ ବିଭିନ୍ନ ଆବଶ୍ୟକତା ବଢୁଛି ।…

ସମର୍ପିତ କୁକୁର ଶ୍ମଶାନ ଘାଟ! ଯେଉଁଠାରେ ସମ୍ମାନର ସହିତ ପ୍ରାଣୀମାନଙ୍କର କରାଯାଏ ଶେଷକୃତ୍ୟ

ଫରିଦାବାଦ,୮।୨: ଫରିଦାବାଦ ମାନବିକତା ଏବଂ ଦାୟିତ୍ୱର ଏକ ନୂତନ ଉଦାହରଣ ସୃଷ୍ଟି କରିଛି। ଏହା ହରିୟାଣାର ପ୍ରଥମ ସହର ହୋଇଛି ଯେଉଁଠାରେ ବୁଲା କୁକୁରଙ୍କ ପାଇଁ ଏକ…

ପୀତବାସ ପଣ୍ଡା ହତ୍ୟା ମାମଲାରେ ମୁହଁ ଖୋଲିଲେ ବିକ୍ରମ ପଣ୍ଡା, ମୁଁ ନିର୍ଦ୍ଦୋଷ….

ବ୍ରହ୍ମପୁର,୮।୨: ପୀତବାସ ପଣ୍ଡା ହତ୍ୟା ମାମଲାରେ ଜେଲରେ ଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ଆଜି ମୁହଁ ଖୋଲିଛନ୍ତି । ମୁଁ ଦୋଷୀ ନୁହେଁ ମୋତେ ଫସାଇ…

ପାକିସ୍ତାନ ନୁହେଁ ଏହି ଟିମ ସହ ପରବର୍ତ୍ତି ମ୍ୟାଚ ଖେଳିବ ଭାରତ, ଜାଣନ୍ତୁ କେବେ ହେବ ମୁହାଁମୁହିଁ

ନୂଆଦିଲ୍ଲୀ,୮।୨: ଟିମ ଇଣ୍ଡିଆ ୨୦୨୬ ଟି-୨୦ ବିଶ୍ୱକପ ଏକ ଦମଦାର ବିଜୟ ସହିତ ଆରମ୍ଭ କରିଥିଲା। ପ୍ରଥମ ମ୍ୟାଚରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ବ୍ୟାଟ ଚମକି ଉଠିଥିଲା,…

୧୨ ଫୁଟ୍ ତଳକୁ ଖସିଲା ଟାଟା ମେଜିକ୍, ୨୭ଜଣ ବସିଥିବା ବେଳେ….

ମୋହନା,୮।୨( ମନ୍ମଥ ମିଶ୍ର ): ଭାରସାମ୍ୟ ହରାଇ ୧୨ ଫୁଟ୍ ତଳକୁ ଖସିଲା ଟାଟା ମେଜିକ୍ । ତେବେ ଦୁର୍ଘଟଣାରେ ୨୦ଜଣ ଆହାତ ହୋଇଥିବା ବେଳେ ସେମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri