ବେଲାରୁଷର ମାନବାଧିକାର କର୍ମୀଙ୍କୁ ଶାନ୍ତି ନୋବେଲ ପୁରସ୍କାର, ରୁଷିଆ-ୟୁକ୍ରେନର ଦୁଇଟି ସଂସ୍ଥା ବି ମନୋନୀତ

ଷ୍ଟକହୋମ,୭ ।୧୦: ନୋବେଲ ଶାନ୍ତି ପୁରସ୍କାର ୨୦୨୨ ଘୋଷଣା ହୋଇ ସାରିଛି । ଏଥର ଜଣେ ବ୍ୟକ୍ତି ଓ ଦୁଇଟି ସଂସ୍ଥାକୁ ନୋବେଲ ଶାନ୍ତି ପୁରସ୍କାର ପ୍ରଦାନ କରାଯିବ । ବେଲାରୁଷର ମାନବାଧିକାର କର୍ମୀ ଏଲେସ ବିୟାଲିୟାତ୍ସକିଙ୍କ ବ୍ୟତୀତ ଦୁଇଟି ସଂସ୍ଥା ମେମୋରିୟାଲ ଓ ସେଣ୍ଟର ଫର ସିଭିଲ ଲିବର୍ଟିଜଙ୍କୁ ନୋବେଲ ଶାନ୍ତି ପୁରସ୍କାର ପ୍ରଦାନ କରାଯିବ ।
ନୋବେଲ ଫାଉଣ୍ଡେଶନ ଅନୁଯାୟୀ, ଏହି ଶାନ୍ତି ପୁରସ୍କାର ବିଜେତାମାନେ ଯୁଦ୍ଧ ଅପରାଧ, ମାନବିକ ଅଧିକାରର ଉଲ୍ଲଂଘନ ଏବଂ କ୍ଷମତାର ଅପବ୍ୟବହାରକୁ ଦଲିଲ କରିବାକୁ ଏକ ଉତ୍କୃଷ୍ଟ ପ୍ରୟାସ କରିଛନ୍ତି । ଏହାସହ ଶାନ୍ତି ଓ ଗଣତନ୍ତ୍ରର ସ୍ଥାପନା ପାଇଁ ନାଗରିକ ସମାଜର ଗୁରୁତ୍ୱ ଉପରେ ସେ ଗୁରୁତ୍ୱାରୋପ କରିଥିଲେ । ବିଜେତାମାନେ ସମାଲୋଚନାର ଅଧିକାର ତଥା ନିଜ ଦେଶରେ ଲୋକଙ୍କ ମୌଳିକ ଅଧିକାର ପାଇଁ ବର୍ଷ ବର୍ଷ ଧରି ଓକିଲାତି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀକୁ ପେଟ୍ରୋଲ ଢାଳି ପୋଡିବାକୁ ଉଦ୍ୟମ କରୁଥିଲେ ଯୁବକ, ହଠାତ୍…

ଧୂଷୁରୀ/ଅସୁରାଳି,୩୦।୬( ଦୀପ୍ତି ରଞ୍ଜନ ନାୟକ/ସନ୍ତୋଷ ସାହୁ ) : ଧୂଷୁରୀ ଥାନା ଅଧୀନ ଫତେପୁର ପଞ୍ଚାୟତର ଫତେପୁର ଗ୍ରାମର ଜଣେ ୩୩ ବର୍ଷୀୟ ଯୁବକ ନିକଟସ୍ଥ ଗାଁର…

ଅମାଠ ବେହେରା ରାଇସ ମିଲ ସିଲ୍‌: ଜିଲାପାଳଙ୍କ ଆଦେଶ ଅବମାନନା ଅଭିଯୋଗ

କେସିଙ୍ଗା,୩୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଅମାଠ ଛକସ୍ଥିତ ବେହେରା ରାଇସ ମିଲ ଏବଂ ଗୋଟିଏ ଗୋଦାମକୁ ମଙ୍ଗଳବାର ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଏସିଏସଓ…

ବାବୁଙ୍କ ଘରେ ବିଡ଼ା ବିଡ଼ା ଟଙ୍କା ଦେଖି ଭିଜିଲାନ୍ସ ଚକିତ: ୨୦ରୁ ଅଧିକରୁ ପ୍ଲଟ୍‌ ସହ ଘରୁ ମିଳିଲା…

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ପ୍ରତିଷ୍ଠାନ(ଏଷ୍ଟାବ୍ଲିଶମେଣ୍ଟ) ଅଧିକାରୀ ତଥା କାର୍ଯ୍ୟାଳୟ ଅଧିକ୍ଷକ ଧନୁର୍ଦ୍ଧର ବିଶ୍ୱାଳଙ୍କ ନାମରେ ଆୟ ବର୍ହିଭୂତ…

ବଢିଲା ରବି ଧାନ ସଂଗ୍ରହ ଅବଧି: ଯୋଗାଣ ମନ୍ତ୍ରୀ ଦେଲେ ବଡ଼ ସୂଚନା

ଭୁବନେଶ୍ୱର,୩୦।୬: ରବି ଧାନ ସଂଗ୍ରହ ଅବଧି ଜୁଲାଇ ୩ ତାରିଖ ଯାଏ ବୃଦ୍ଧି କରିଛନ୍ତି ସରକାର। ଅବଧି ବୃଦ୍ଧି ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସୂଚନା…

ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା: ମାତୃ-ଶିଶୁ ବିଭାଗର ଲିଫ୍ଟ ଅଚଳ, ଆସୁନି ପାଣି

ପଦ୍ମପୁର,୨୯ା୬(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡର ଏକମାତ୍ର ଭରସାଯୋଗ୍ୟ ସରକାରୀ ଉପଖଣ୍ଡ ଡାକ୍ତରଖାନାରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଦୁର୍ଘଟଣାଗ୍ରସ୍ତ କିମ୍ବା ଗୁରୁତର ରୋଗୀଙ୍କୁ…

ହୃଦୟବିଦାରକ ଦୃଶ୍ୟ! ରାସ୍ତା ନଥିବାରୁ ଖଟିଆରେ ବୁହାହେଲା ଗର୍ଭବତୀଙ୍କ ମୃତଦେହ, ଶିଶୁ ବି..

ଗୁଡ଼ାରୀ,୩୦।୬(ପ୍ରମୋଦ କୁମାର ପତି ): ଗୁଡ଼ାରୀ ବ୍ଲକ କର୍ଲାଘାଟି ଗ୍ରାମପଞ୍ଚାୟତର ପେଟାଖାଲ ଗ୍ରାମରୁ ସ୍ବାସ୍ଥ୍ୟବସ୍ଥାର ବିକଳ ଚିତ୍ର ସାମ୍ନାକୁ ଆସିଛି । ଗର୍ଭବତୀ ସେବତୀ ନାରେଙ୍ଗାକାଙ୍କ ମୃତ୍ୟୁ ହେବା…

‘ମୋଦିଙ୍କୁ ଫୋନ କର, ସେ ଉଠି ସାରିଥିବେ’,ଟ୍ରମ୍ପଙ୍କ ମନ୍ତବ୍ୟକୁ ନେଇ ଚର୍ଚ୍ଚା

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସକାଳ ୬ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫୋନ୍ କରିବାକୁ ଇଚ୍ଛା ପ୍ରକାଶ କରିଥିଲେ । ଏହା ଶୁଣି ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ…

ଧୀରଜ ସେଠ ଆଗାମୀ ସ୍ଥଳସେନା ମୁଖ୍ୟ: ଉପେନ୍ଦ୍ରଙ୍କ ନେବେ ସ୍ଥାନ

ନୂଆଦିଲ୍ଲୀ,୩୦।୬: କଶ୍ମୀରରେ ଆତଙ୍କବାଦୀଙ୍କ ହୃଦୟରେ ଆତଙ୍କ ସୃଷ୍ଟି କରିଥିବା ଲେଫ୍ଟନାଣ୍ଟ ଜେନେରାଲ ଧୀରଜ ସେଠ ଆଗାମୀ ସ୍ଥଳସେନା ମୁଖ୍ୟ ଭୂମିକା ଗ୍ରହଣ କରିବାକୁ ଯାଉଛନ୍ତି। ସେ ଜେନେରାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri