ଆଳି ମର୍ଡର କେସ୍‌: ସିନ୍‌ ରିକ୍ରିଏଶନ କଲା ପୋଲିସ, ଘଟଣାସ୍ଥଳରୁ ଲୁହାରଡ୍‌ ସହ ୩ ଅଭିଯୁକ୍ତ ଦେଖାଇଲେ…

ଆଳି,୭ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ମହାଦେଇପାଟଣା ଗ୍ରାମର ଗୌରାଙ୍ଗ ହତ୍ୟାକାଣ୍ଡ ଘଟଣାରେ ଗିରଫ ହୋଇଥିବା ଅଭିଯୁକ୍ତଙ୍କୁ ନେଇ ପୋଲିସର ତନାଘନା ଆରମ୍ଭ ହୋଇଛି। ଜିଲା ପୋଲିସ ପକ୍ଷରୁ ତିନି ଅଭିଯୁକ୍ତଙ୍କୁ ଆଳି ଥାନାରୁ ନେଇ ମୃତଦେହ ପଡ଼ିଥିବା ପେତପଡ଼ା ନମାଣିଆରେ ପହଞ୍ଚି ସିନ୍‌ ରିକ୍ରିଏଶନ କରିଛନ୍ତି। ଅଭିଯୁକ୍ତଗମାନେ ସେହି ସ୍ଥାନରେ କେତେବେଳେ ପହଞ୍ଚିଲେ କିଭଳି ଭାବେ ଗୌରାଙ୍ଗକୁ ହତ୍ୟାକଲେ ଓ ହତ୍ୟାକାଣ୍ଡରେ ବ୍ୟବହୃତ ମାରଣାସ୍ତ୍ର କେଉଁଠି ପକାଇଛନ୍ତି ତାହା ଦେଖାଇବା ସହ ସମସ୍ତ ଘଟଣା ଜଣାଇଛନ୍ତି।

ଘଟଣାସ୍ଥଳରୁ ଏକ ଲୁହାରଡ୍‌ ଜବତ ହେବା ସହ ଭଙ୍ଗା ମଦ ବୋତଲ ଜବତ ହୋଇଛି। ଘଟଣାସ୍ଥଳରେ କେନ୍ଦ୍ରାପଡ଼ା ଆଡିଶନାଲ ଏସ୍‌ପି, ପଟ୍ଟାମୁଣ୍ଡାଇ ଏସ୍‌ଡିପିଓ, ଆଳି ଆଇଆଇସି, ସାଇଣ୍ଟିଫିକ ଟିମ୍‌ର ଅଧିକାରୀମାନେ ଉପସ୍ଥିତ ଅଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଅଧିକାରୀଙ୍କୁ ବ୍ଲାକ୍‌ମେଲ କରି ଟଙ୍କା ନେବା ପଡ଼ିଲା ମହଙ୍ଗା, ୨ ଖବରଦାତାଙ୍କ ସହ ଆଉ ଜଣେ ଗିରଫ

ଭବାନୀପାଟଣା,୭ା୯(ଉତ୍ତମ କୁମାର ଦାଶ): ଜଣେ ସରକାରୀ ଅଧିକାରୀଙ୍କୁ ବ୍ଲାକ୍‌ମେଲ୍‌ କରି ଟଙ୍କା ନେବା ଘଟଣାରେ ୨ ଖବରଦାତାଙ୍କ ସହ ଜଣେ ଗିରଫ ହେବା କଳାହାଣ୍ଡି ଜିଲାରେ ଏବେ…

ନନ୍ଦନକାନରେ ଖୁସି ଖବର: ପ୍ରଥମଥର ମା’ ହେଲା ସିଂହୀ ମାୟା, ଦୁଇ ଶାବକରୁ…

ବାରଙ୍ଗ,୭ା୯(ଲିଙ୍ଗରାଜ ରାଉତ): ନନ୍ଦନକାନନ ପାଇଁ ଏକ ଖୁସି ଖବର। ସିଂହୀ ମାୟା ପ୍ରଥମ କରି ମା’ ହୋଇଛି। ୧୧୨ ଦିନର ଗର୍ଭଧାରଣ ପରେ ସୋମବାର ଭୋର୍‌ରେ ସିଂହୀ…

ପୁଣି ମାଡ଼ିଆସୁଛି ବଡ଼ ବର୍ଷା: ୯ରୁ ଅତିପ୍ରବଳ ବର୍ଷା

ଭୁବନେଶ୍ୱର, ୭ା୯: ରାଜ୍ୟକୁ ପୁଣି ମାଡ଼ିଆସୁଛି ବଡ଼ ବର୍ଷା। ଆଜି ଓ ଆସନ୍ତାକାଲି ବିଭିନ୍ନ ଜିଲାରେ ଘଡ଼ଘଡ଼ି, ବିଜୁଳି ସହ ବର୍ଷା ହେବ। ଏହାପରେ ୯ ତାରିଖରୁ…

ଖଣି ନିଲାମକୁ ନେଇ ତେଜୁଛି ବିରୋଧ, ଆନ୍ଦୋଳନ ଚେତାବନୀ ଦେଇ ଅଞ୍ଚଳବାସୀ କହିଲେ…

ଥୁଆମୂଳ ରାମପୁର,୭।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ବନ୍ୟପ୍ରାଣୀ ଅଭୟାରଣ୍ୟ ଅନ୍ତର୍ଗତ ଖଣ୍ଡୁଆଳମାଳି ପାହାଡ଼ କର୍ଲାପାଟ ବକ୍ସାଇଟ ବ୍ଲକକୁ ନେଇ ବିରୋଧ ତେଜୁଛି। ଆନୁମାନିକ ୨୪.୮…

PCB ଛାଡିବା ପରେ ପାକିସ୍ତାନ କ୍ରିକେଟର ଚିଠା ଖୋଲିଲେ ମିସବା, ହେଲାଣି ଚର୍ଚ୍ଚା

ଇସଲାମାବାଦ,୭।୯: ପାକିସ୍ତାନ କ୍ରିକେଟରେ କ’ଣ ଘଟୁଛି? ଦଳ ଏବଂ ଚୟନ କମିଟି ପରିବର୍ତ୍ତନ କରିବା ଦ୍ୱାରା ପାକିସ୍ତାନ କ୍ରିକେଟ ଦଳର ବର୍ତ୍ତମାନ ଏବଂ ଭବିଷ୍ୟତ ପରିବର୍ତ୍ତନ ହେବ…

ଓଜନ କମାଇବାର ସହଜ ଉପାୟ

ଆମ ଶରୀରର ଓଜନ ସନ୍ତୁଳିତ ରହିବା ନିହାତି ଦରକାର। ହେଲେ ଏହାର ଏକ ସରଳ ଉପାୟ ରହିଛି। ଏହାକୁ ଜଣେ ଅତି ସହଜରେ ଆପଣେଇ ପାରିବ। ତାହା…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଅପରାହ୍ନ ୫ଟାରେ ରାଜ୍ୟ କ୍ୟାବିନେଟ ବୈଠକ ବସିବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି…

ଗୋ’ ଚାଲାଣବେଳେ ଫାଟିଲା ପିକ୍‌ଅପ୍‌ ଟାୟାର, ୩ ବଳଦ ମୃତ

ଜଗନ୍ନାଥପ୍ରସାଦ,୭ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ରବିବାର ମଧ୍ୟରାତ୍ରିରେ ବେଆଇନ ଗୋ-ଚାଲାଣ ବେଳେ ଏକ ବଡ଼ ଦୁର୍ଘଟଣା ଘଟିଛି। ଜିରାବାଡ଼ି ଗ୍ରାମ ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri