କନ୍ୟା ସନ୍ତାନର ମାଆ ହେଲେ ଆଲିଆ

ମୁମ୍ବାଇ: ବଲିଉଡ ନାୟିକା ଆଲିଅ ଭଟ୍ଟ କନ୍ୟା ସନ୍ତାନର ମାଆ ହୋଇଛନ୍ତି । ରଣବୀର କପୁର ଓ ଆଲିଆ ଭଟ୍ଟ ପିତାମାତା ହେବା ପରେ କପୁର ପରିବାରରେ ଖୁସିର ଲହରୀ ଖେଳିଯାଇଛି । ବଲିଉଡର ମୋଷ୍ଟ ଲଭିଙ୍ଗ କପୁଲ ପ୍ୟାରେଣ୍ଟ କପୁଲରେ ସାମିଲ ହୋଇଛନ୍ତି । ମୁମ୍ବାଇର ଏଚ ଏନ ହସ୍ପିଟାଲରେ ଆଲିଆ ରବିବାର ସକାଳେ ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଛନ୍ତି । ଏହାପରେ କପୁର ପରିବାରରେ ସେଲିବ୍ରେଶନସର ମାହୋଲ ଦେଖାଦେଇଛି । ସୂଚନଯୋଗ୍ୟ, ରବିବାର ସକାଳ ପ୍ରାୟ ୮ଟା ୨୦ରେ ଆଲିଆ ହସ୍ପିଟାଲରେ ଆଡମିଟ ହୋଇଥିଲେ । ଏହି ସମୟରେ ରଣବୀର କପୁର ବି ପାଖରେ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କୁ ଭେଟିଲେ ତାଙ୍କର କୁନି ପ୍ରଶଂସକ

ଇନ୍ଦୋର: ବଲିଉଡ୍‌ ଭାଇଜାନ୍‌ ସଲମାନ ଖାଁ ତାଙ୍କ ଅଭିନୟକୁ ନେଇ ଯେତିକି ଚର୍ଚ୍ଚିତ ତା’ଠାରୁ ଅଧିକ ଚର୍ଚ୍ଚିତ ତାଙ୍କ ମାନବିକତା ପାଇଁ। ଏମିତିକି ଅନେକ ସମୟରେ...

ଗଙ୍ଗୁବାଇକୁ ମିଳିଲା ଆଶ୍ୱସ୍ତି, ବଦଳିବନି ନାଁ , ଘୁଞ୍ଚିବନି ରିଲିଜ୍‌ ତାରିଖ

ନୂଆଦିଲ୍ଲୀ,୨୪।୨: ଗଙ୍ଗୁବାଇକୁ ମିଳିଲା ଆଶ୍ୱସ୍ତି। ଲାଗି ରହିଥିବା ବିବାଦ ଉପରେ ପୂର୍ଣ୍ଣଛେଦ ପକାଇଛନ୍ତି ସର୍ବୋଚ୍ଚ ଅଦାଲତ। ଫିଲ୍ମକୁ ନେଇ ହୋଇଥିବା ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରି...

୧୨ ବର୍ଷ ଧରି ବିଛଣାରେ ପଡ଼ିଥିଲେ ଏହି ଯୁବକ, ଜୀବନ ବଦଳାଇଲେ ସୋନୁ ସୁଦ

ମୁମ୍ବାଇ: ଅଭିନେତା ସୋନୁ ସୁଦ କରୋନା ଯୋଗୁ ଲକ୍‌ଡାଉନ ସମୟରୁ ଚର୍ଚ୍ଚାରେ ରହିଆସିଛନ୍ତି। ସୋନୁଙ୍କୁ କରନାଲସ୍ଥିତ ବିର୍କି ହସ୍ପିଟାଲର ଯୁବ ନ୍ୟୁରୋ ସର୍ଜନ ଡାକ୍ତର ଅଶି୍ବନୀଙ୍କ...

କମଲ ହାସନଙ୍କ ମୋଟ ସମ୍ପତ୍ତିର ମୂଲ୍ୟ କେତେ ଜାଣନ୍ତି

ଭାରତୀୟ ସିନେମାରେ ଅଭିନେତା, ନୃତ୍ୟଶିଳ୍ପୀ, ନିର୍ଦ୍ଦେଶକ, ସ୍କ୍ରିନ ରାଇଟର୍‌, ନିର୍ମାତା କମଲ ହାସନଙ୍କୁ କୌଣସି ପରିଚୟ ଆବଶ୍ୟକ ନାହିଁ। ତାମିଲ ସିନେମାରେ କମଲ ହାସନ ଦୀର୍ଘ...

ଷ୍ଟାର ଦମ୍ପତି ବିବାଦ: ସତ୍ୟପାଠ ଦାଖଲ କଲେ ବର୍ଷା ପ୍ରିୟଦର୍ଶିନୀ

କଟକ ଅଫିସ,୧୪ା୯: ଷ୍ଟାର୍‌ ଦମ୍ପତି ତଥା ଅଭିନେତା ଅନୁଭବ ମହାନ୍ତି ଏବଂ ତାଙ୍କ ସ୍ତ୍ରୀ ବର୍ଷା ପ୍ରିୟଦର୍ଶିନୀ ବୁଧବାର କଟକ ଫ୍ୟାମିଲି କୋର୍ଟରେ ହାଜର ହୋଇଥିଲେ।...

ବ୍ରିଟିଶ ଖବରଦାତାଙ୍କୁ ସମୋସା ଖାଇବା ଶିଖାଇଲେ ଐଶ୍ୱର୍ଯ୍ୟା

ମୁମ୍ବାଇ: ବଲିଉଡ ଆକ୍ଟ୍ରେସ୍‌ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ତାଙ୍କ ଗ୍ଲାମରକୁ ନେଇ ଆଜିବି ନୂଆ ଅଭିନେତ୍ରୀଙ୍କୁ ମାତ ଦେଉଛନ୍ତି। ୪୯ ବର୍ଷିୟା ଐଶ୍ୱର୍ଯ୍ୟା ତାଙ୍କ କ୍ୟାରିୟର...

ଅଭିନେତାଙ୍କୁ କଡ଼ା ଜବାବ ଦେଲେ ସୁନୀଲ ସେଟ୍ଟୀ

ବଲିଉଡ୍‌କୁ ନେଇ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାରେ ଥିବା ମହେଶ ବାବୁଙ୍କୁ କଡ଼ା ଜବାବ ଦେଇଛନ୍ତି ସୁନୀଲ ସେଟ୍ଟୀ। କିଛି ଦିନ ପୂର୍ବରୁ ମହେଶ ବାବୁ...

ପଶ୍ଚିମବଙ୍ଗରେ ବ୍ୟାନ୍‌ ହେଲା ‘ଦ କେରଲା ଷ୍ଟୋରୀ’

କୋଲକାତା,୮।୫: ବଲିଉଡ୍‌ ଅଭିନେତ୍ରୀ ଅଦା ଶର୍ମାଙ୍କ ଫିଲ୍ମ ‘ଦ କେରଲା ଷ୍ଟୋରୀ’କୁ ନେଇ ବିବାଦ ଥମିବାର ନାମ ନେଉନି। ଗୋଟିଏ ପଟେ ବଲିଉଡ୍‌ର ଜଣାଶୁଣା ପ୍ରଯୋଜକ...

Advertisement
Archives

Model This Week