ବିବାହ ପୂର୍ବରୁ ପ୍ରେମିକଙ୍କ ପଡୋଶୀ ହେବାକୁ ଏତିକି କୋଟି ଖର୍ଚ୍ଚ କଲେ ଆଲିଆ ଭଟ୍ଟ

ବଲିଉଡ୍‌ କପଲ ଆଲିଆ ଭଟ୍ଟ ଏବଂ ରଣବୀର କପୁର ଅନେକ ଦିନ ହେବ ରିଲେସନଶିପ୍‌ରେ ଅଛନ୍ତି। ସେମାନଙ୍କ ବିବାହକୁ ନେଇ ଅନେକ ସମୟରେ ଖବର ସାମ୍ନାକୁ ଆସୁଛି। ଚଳିତବର୍ଷ ସେମାନେ ବିବାହ କରିବେ ବୋଲି କିଛିଦିନ ପୂର୍ବେ ଶୁଣିବାକୁ ମିଳୁଥିଲା। ତେବେ ସେମାନଙ୍କ ବିବାହ କେବେ ହେଲେ ତାହା ତ କେବଳ ସମୟ ହିଁ କହିବ। ମାତ୍ର ଏବେ ଆଲିଆ ରଣବୀରଙ୍କ ବିଲ୍ଡିଂରେ ନିଜ ପାଇଁ ଏକ ଆପାର୍ଟମେଣ୍ଟ କିଣିଛନ୍ତି।
ଏକ ରିପୋର୍ଟ ଅନୁଯାୟୀ, ଆଲିଆ ବାନ୍ଦ୍ରା ପାଲି ହିଲସ୍ଥିତ ଏକ ବିଲ୍ଡିଂରେ ଆପାର୍ଟମେଣ୍ଟ କିଣିଛନ୍ତି। ଏହି ଆପାର୍ଟମେଣ୍ଟରେ ପୂର୍ବରୁ ପ୍ରେମିକ ରଣବୀର ରହୁଛନ୍ତି। ଆଲିଆଙ୍କ ଏହି ନୂଆ ଘର ୨୪୬୦ ସ୍କୋୟାର ଫୁଟ୍‌ ବିଶିଷ୍ଟ। ଏହି ବିଲ୍ଡିଂର ୭ମ ମହଲାରେ ରଣବୀର ରହୁଥିବା ବେଳେ ୫ମ ମହଲାରେ ଆଲିଆ ଘର କିଣିଛନ୍ତି। ଆଲିଆଙ୍କ ଏହି ନୂଆ ଘରର ମୂଲ୍ୟ ୩୨ କୋଟି ଟଙ୍କା ବୋଲି ଜଣାପଡ଼ିଛି। ବର୍ତ୍ତମାନ ଆଲିଆ ବଡ଼ ଭଉଣୀ ଶାହିନ ଭଟ୍ଟଙ୍କ ସହ ଜୁହୁସ୍ଥିତ ନିଜ ଘରେ ରହୁଛନ୍ତି। ଖୁବ୍‌ଶୀଘ୍ର ସେ ତାଙ୍କର ଏହି ନୂଆ ଘରକୁ ଶିପ୍ଟ କରିବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

ଯୁଦ୍ଧ ଭିତରେ ଆମେରିକାରେ ରାଷ୍ଟ୍ରପତି ପଦ ଛାଡିବେ ଟ୍ରମ୍ପ? ନିଜେ କହିଦେଲେ…

ଓ଼୍ବାଶିଂଟନ,୭।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଠାରୁ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଆସିଛି। ସେ ଦାବି କରିଛନ୍ତି ଯେ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri