ହୃଦୟ ଜିତିଲେ ଆଲିଆ

ବଲିଉଡ୍‌ ଅଭିନେତ୍ରୀ ଆଲିଆ ଭଟ୍ଟ ତାଙ୍କ ଅଭିନୟ ସହ ଦର୍ଶକଙ୍କ ହୃଦୟରେ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଛନ୍ତି। ଏବେ ସେ ସେ ତାଙ୍କର ଆଗାମୀ ଚଳଚ୍ଚିତ୍ର ‘ରକି ଔର ରାନୀ କି ପ୍ରେମ କାହାଣୀ’ର ପ୍ରମୋଶନରେ ବ୍ୟସ୍ତ ଅଛନ୍ତି। ଫିଲ୍ମ ପ୍ରମୋଶନ ମଧ୍ୟରୁ ସମୟ ବାହାର କରି ମା’ ସୋନି ରାଜଦାନ ଏବଂ ଭଉଣୀ ଶାହିନ ଭଟ୍ଟଙ୍କ ସହ ଡିନର କରିବାକୁ ଯାଇଥିଲେ। ସେ ରେଷ୍ଟୁରାଣ୍ଟ ବାହରକୁ ଆସିବା କ୍ଷଣି ତାଙ୍କ ଫଟୋଗ୍ରାଫର ମାନେ ଘେରି ରହିଥିଲେ। ଏହି ସମୟରେ ଜଣେ ଫଟୋଗ୍ରାଫରଙ୍କ ଚପଲ ପାଦରୁ ଖସିପଡିଥିଲା। ଆଲିଆ ଚପଲଟି ଦେଖିବା ମାତ୍ରେ କାହାର ବୋଲି ପଚାରି ଥିଲେ। ଫଟୋଗ୍ରାଫରଙ୍କ ଚପଲ ଜାଣିବା ପରେ ଆଲିଆ ନିଜ ହାତରେ ଚପଲ ଉଠାଇ ତାଙ୍କୁ ଦେଇଥିଲେ। ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। କିଛି ଲୋକ ତାଙ୍କୁ ପ୍ରଶଂସା କରିଥିବାବେଳେ ଆଉ କିଛି ତାଙ୍କୁ ଟ୍ରୋଲ କରିଛନ୍ତି।
ଜୁଲାଇ ୨୮ରେ ‘ରକି ଔର ରାନୀ କି ପ୍ରେମ କାହାଣୀ’ ଫିଲ୍ମ ରିଲିଜ୍‌ ହେବ। ଏହି ଫିଲ୍ମରେ ସେ ପୁଣି ଥରେ ରଣବୀର ସିଂଙ୍କ ସହ ନଜର ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବର ପହିଲାରୁ ମହଙ୍ଗା ମାଡ଼: ପୁଣି ବଢ଼ିଲା କମର୍ସିଆଲ LPG ସିଲିଣ୍ଡର ଦାମ୍‌, ୬୨ଟଙ୍କାରୁ ଅଧିକ …

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭ ହେଉଥିବା ବେଳେ ସାଧାରଣ ଲୋକ ଓ ବ୍ୟବସାୟୀଙ୍କୁ ବଡ଼ ଝଟକା ଲାଗିଛି। ଅକ୍ଟୋବର ୧ ତାରିଖରୁ ସରକାରୀ ତୈଳ କମ୍ପାନୀଗୁଡ଼ିକ ୧୯…

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?