କ୍ୟାଟ୍ରିନାଙ୍କୁ ଆଡ଼ ଆଖିରେ ଚାହିଁଲେନି ରଣବୀର-ଆଲିଆ

ମୁମ୍ବାଇ: ଆଫେୟାର ଏବଂ ବ୍ରେକଅପ୍‌ ବଲିଉଡରେ କିଛି ନୂଆ କଥା ନୁହେଁ। ବହୁ ବର୍ଷ ଧରି ସମ୍ପର୍କ ଥିବା ସତ୍ତ୍ୱେ ଅନେକ ଷ୍ଟାର୍‌ ବିବାହ କରିପାରି ନାହାନ୍ତି। ସେମାନଙ୍କର ରାସ୍ତା ଅଲଗା ହୋଇଯାଇଛି। ରଣବୀର କପୁର ଏବଂ କ୍ୟାଟ୍ରିନା କୈଫ୍‌ ସେମାନଙ୍କ ମଧ୍ୟରୁ ଅନ୍ୟତମ। ତେବେ ଆଜି ଉଭୟ ନିଜ ଦାମ୍ପତ୍ୟ ଜୀବନରେ ଖୁସି ଅଛନ୍ତି। କୌତୂହଳର ବିଷୟ ରଣବୀରଙ୍କ ଏକ୍ସ-ଗର୍ଲଫ୍ରେଣ୍ଡ କ୍ୟାଟ୍ରିନାଙ୍କୁ ରଣବୀରଙ୍କ ସ୍ତ୍ରୀ ଆଲିଆ ଅନେକ ଥର ପ୍ରଶଂସା କରିଛନ୍ତି। ଆଲିଆ କ୍ୟାଟ୍ରିନାଙ୍କୁ ଅନେକ ଥର ତାଙ୍କର ସର୍ବୋତ୍ତମ ବନ୍ଧୁ ବୋଲି କହିଛନ୍ତି। ଖୁବ୍‌ଶୀଘ୍ର ଦୁହେଁ ଫିଲ ‘ଜି ଲେ ଜରା’ରେ ଏକାଠି କାମ କରିବାକୁ ଯାଉଛନ୍ତି। କିନ୍ତୁ ଆଲିଆ କ୍ୟାଟ୍ରିନାଙ୍କୁ ଅଣଦେଖା କରୁଥିବା ଦେଖିବାକୁ ମିଳିଥିଲା।

ଝିଅ ରାହାର ଜନ୍ମ ପରେ ରଣବୀର ଏବଂ ଆଲିଆ ଖୁସିରେ ସମୟ ବିତାଉଛନ୍ତି। ଏହା ସହିତ ସେ ତାଙ୍କ କାର୍ଯ୍ୟ ପ୍ରତି ମଧ୍ୟ ବହୁତ ଧ୍ୟାନ ଦେଉଛନ୍ତ। ଝିଅ ହେବା ପରେ ଆଲିଆ ପ୍ରଥମ ଥର ପାଇଁ ରଣବୀରଙ୍କ ସହ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ସେଠାରେ ସେ ଟ୍ରୋଲର ଶିକାର ହୋଇଥିଲେ। ସେମାନେ ମୁମ୍ବାଇ ପ୍ରେସ କ୍ଲବରେ ପହଞ୍ଚିଥିଲେ। ଉଭୟ ଭିତରେ ଥିବା ଫଟୋ ଦେଖୁଥିଲେ। ଏହି ସମୟରେ କ୍ୟାଟ୍ରିନାଙ୍କ ଫଟୋକୁ ଅଣଦେଖା କରି ଦୁହେଁ ଆଗକୁ ବଢ଼ି ଚାଲିଯାଇଥିଲେ। ଯାହାକୁ ନେଇ ଲୋକେ ଟ୍ରୋଲ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦିନ ଘୋଷଣା ହେବ ନ୍ୟଜିଲାଣ୍ଡ ବିପକ୍ଷ ମ୍ୟାଚ ପାଇଁ ଭାରତୀୟ ଦଳ: ସମ୍ଭାବ୍ୟ ତାଲିକାରେ ଏମାନେ…

ନୂଆଦିଲ୍ଲୀ,୨୯।୧୨: ଭାରତୀୟ ଦଳ ୨୦୨୬ରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପ୍ରଥମ ସିରିଜ ଖେଳିବ। ନ୍ୟୁଜିଲାଣ୍ଡର ଭାରତ ଗସ୍ତ ଜାନୁଆରୀ ୧୧ ରୁ ଜାନୁଆରୀ ୩୧ ପର୍ଯ୍ୟନ୍ତ ଚାଲିବ,...

କାମ ଚାଲୁଥିଲା ହଠାତ୍‌ ଶ୍ରମିଙ୍କ ଉପରେ ପଡିଲା କାନ୍ଥ, ଆଖିବୁଜିଲେ…

ବାଲେଶ୍ୱର,୨୯।୧୨(ବାଞ୍ଛାନିଧି ଦେ): କାମ ଚାଲିଥିଲା ହଠାତ୍‌ ଶ୍ରମିକଙ୍କ ଉପରେ ପଡ଼ିଲା କାନ୍ଥ। ଏଭଳି ଅଭନୀୟ ଘଟଣା ଘଟିଛି ବାଲେଶ୍ୱର ଟାଉନ ଥାନା ମୋତିଗଞ୍ଜ ବଜାରରେ। ସୋମବାର...

ଟାଟା ପାୱାରର ଶୋଷଣ ବିରୋଧରେ ତାତିଲା କଂଗ୍ରେସ

ଧର୍ମଶାଳା,୨୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରଦେଶ କଂଗ୍ରେସ କମିଟିର ନିଷ୍ପତ୍ତି କ୍ରମେ ଯାଜପୁର ଧର୍ମଶାଳା ବିଧାୟକ ପ୍ରାର୍ଥୀ କିଷାନ ପଣ୍ଡାଙ୍କ ନେତୃତ୍ୱରେ ଟାଟା ପାୱାର ଶୋଷଣ ବିରୋଧରେ...

ଜିରୋ ନାଇଟ ପାଇଁ ଚେତାବନୀ ଦେଲେ ଟ୍ବିନ୍‌ ସିଟି ପୋଲିସ କମିଶନର, କହିଲେ ରାତି ୧୨ଟା ପରେ…

ନୂଆଦିଲ୍ଲୀ,୨୯।୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ କିଛି ଦିନ ବାକି ରହିଥିବା ବେଳେ ସବୁ ସ୍ଥାନରେ ଜିରୋ ନାଇଟ ପାଇଁ ପ୍ରସ୍ତୁତି...

ଡିସେମ୍ବର ୩୧ ପୂର୍ବରୁ ଶେଷ କରନ୍ତୁ ଏହି ୩ଟି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଅଟକି ରହିବ ଆପଣଙ୍କ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ବର୍ଷର ଶେଷ ମାସ ଦୁଇ ଦିନ ମଧ୍ୟରେ ଶେଷ ହେବ, ଯାହା ନୂତନ ବର୍ଷର ଆରମ୍ଭ ହେବ। ତଥାପି, ଯଦି ଆପଣ ନୂତନ ବର୍ଷର...

ଜାନୁଆରୀ ୧୧ ସୁଦ୍ଧା ଏହି ୩ ରାଶିର ହେବାକୁ ଯାଉଛି ବଡ଼ ପରିବର୍ତ୍ତନ, ଗ୍ରହଙ୍କ ରାଜା ‘ସୂର୍ଯ୍ୟ’ କଲେ ନକ୍ଷତ୍ର ଗୋଚର

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ, ଯାହାକୁ ସୂର୍ଯ୍ୟ ଦେବତା ଏବଂ ଗ୍ରହମାନଙ୍କର ରାଜା ଉଭୟ ଭାବରେ ବିବେଚନା କରାଯାଏ, ୨୦୨୫ରେ ତାଙ୍କର ଶେଷ ଗୋଚର ସମାପ୍ତ କରିଛି।...

କାହା ପାଇଁ ପ୍ରଭାତ ପିନ୍ଧୁଛନ୍ତି ଲାଲ ପୋଷାକ, କିଏ ସଜାଇ ଛନ୍ତି ତାଙ୍କୁ ନାଲି ବାବା, ସବୁ ଗୁମର ଖୋଲିଦେଲେ…

ଭୁବନେଶ୍ୱର,୨୯।୧୨: ଦେବାଶିଷ ସାମନ୍ତରାୟଙ୍କ ଆକ୍ଷେପ ଉପରେ କଡ଼ା ଜବାବ ରଖିଲେ ପ୍ରଭାତ ବିଶ୍ୱାଳ। ପ୍ରଭାତ କହିଛନ୍ତି, ମୁଁ କେଉଁଭଳିଆ ନେତା କଟକବାସୀ ଜାଣନ୍ତି। ଦେବାଶିଷଙ୍କ ନାଲି...

ତପ୍ତପାଣି ଘାଟିରେ ଦୁର୍ଘଟଣା: କାର ଉପରେ ଓଲଟି ପଡ଼ିଲା କାଜୁ ବୋଝେଇ ଟ୍ରକ୍, ତାପରେ…

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିର ଖେମୁଣ୍ଡିଖୋଲ ଗାଁ ନିକଟ ମୁଖ୍ୟରାସ୍ତାରେ ସଡ଼କ ଦୁର୍ଘଟଣା ହୋଇଛି । ସୋମବାର ମଧ୍ୟାହ୍ନ ପ୍ରାୟ ୧...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri