କ୍ୟାଟ୍ରିନାଙ୍କୁ ଆଡ଼ ଆଖିରେ ଚାହିଁଲେନି ରଣବୀର-ଆଲିଆ

ମୁମ୍ବାଇ: ଆଫେୟାର ଏବଂ ବ୍ରେକଅପ୍‌ ବଲିଉଡରେ କିଛି ନୂଆ କଥା ନୁହେଁ। ବହୁ ବର୍ଷ ଧରି ସମ୍ପର୍କ ଥିବା ସତ୍ତ୍ୱେ ଅନେକ ଷ୍ଟାର୍‌ ବିବାହ କରିପାରି ନାହାନ୍ତି। ସେମାନଙ୍କର ରାସ୍ତା ଅଲଗା ହୋଇଯାଇଛି। ରଣବୀର କପୁର ଏବଂ କ୍ୟାଟ୍ରିନା କୈଫ୍‌ ସେମାନଙ୍କ ମଧ୍ୟରୁ ଅନ୍ୟତମ। ତେବେ ଆଜି ଉଭୟ ନିଜ ଦାମ୍ପତ୍ୟ ଜୀବନରେ ଖୁସି ଅଛନ୍ତି। କୌତୂହଳର ବିଷୟ ରଣବୀରଙ୍କ ଏକ୍ସ-ଗର୍ଲଫ୍ରେଣ୍ଡ କ୍ୟାଟ୍ରିନାଙ୍କୁ ରଣବୀରଙ୍କ ସ୍ତ୍ରୀ ଆଲିଆ ଅନେକ ଥର ପ୍ରଶଂସା କରିଛନ୍ତି। ଆଲିଆ କ୍ୟାଟ୍ରିନାଙ୍କୁ ଅନେକ ଥର ତାଙ୍କର ସର୍ବୋତ୍ତମ ବନ୍ଧୁ ବୋଲି କହିଛନ୍ତି। ଖୁବ୍‌ଶୀଘ୍ର ଦୁହେଁ ଫିଲ ‘ଜି ଲେ ଜରା’ରେ ଏକାଠି କାମ କରିବାକୁ ଯାଉଛନ୍ତି। କିନ୍ତୁ ଆଲିଆ କ୍ୟାଟ୍ରିନାଙ୍କୁ ଅଣଦେଖା କରୁଥିବା ଦେଖିବାକୁ ମିଳିଥିଲା।

ଝିଅ ରାହାର ଜନ୍ମ ପରେ ରଣବୀର ଏବଂ ଆଲିଆ ଖୁସିରେ ସମୟ ବିତାଉଛନ୍ତି। ଏହା ସହିତ ସେ ତାଙ୍କ କାର୍ଯ୍ୟ ପ୍ରତି ମଧ୍ୟ ବହୁତ ଧ୍ୟାନ ଦେଉଛନ୍ତ। ଝିଅ ହେବା ପରେ ଆଲିଆ ପ୍ରଥମ ଥର ପାଇଁ ରଣବୀରଙ୍କ ସହ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ସେଠାରେ ସେ ଟ୍ରୋଲର ଶିକାର ହୋଇଥିଲେ। ସେମାନେ ମୁମ୍ବାଇ ପ୍ରେସ କ୍ଲବରେ ପହଞ୍ଚିଥିଲେ। ଉଭୟ ଭିତରେ ଥିବା ଫଟୋ ଦେଖୁଥିଲେ। ଏହି ସମୟରେ କ୍ୟାଟ୍ରିନାଙ୍କ ଫଟୋକୁ ଅଣଦେଖା କରି ଦୁହେଁ ଆଗକୁ ବଢ଼ି ଚାଲିଯାଇଥିଲେ। ଯାହାକୁ ନେଇ ଲୋକେ ଟ୍ରୋଲ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍‌ଲାଇନ ଠକେଇର ଶିକାର ହେଲେ ସାହିଦଙ୍କ ପତ୍ନୀ

ମୁମ୍ବାଇ: ବର୍ତ୍ତମାନ ସମୟରେ ଅନ୍‌ଲାଇନ ଶପିଂ ଉପରେ ଲୋକମାନେ ଅଧିକ ନିର୍ଭର କରୁଥିବା ବେଳେ ବହୁଥର ଠକେଇର ମାମଲା ମଧ୍ୟ ସାମ୍ନାକୁ ଆସିଛି। ହେଲେ ଏହିକ୍ରମରେ...

ବ୍ୟାୟାମ କରିବାକୁ ବାହାରି ଟ୍ରୋଲ୍‌ ହେଲେ ମଲ୍ଲିକା

ମୁମ୍ବାଇ: କରୋନା ଭାଇରସ୍‌ ଯୋଗୁ ବଲିଉଡ୍‌ ଷ୍ଟାରମାନେ ସାଧାରଣ ଲୋକଙ୍କ ପରି ଘରେ ସମୟ ବିତାଉଥିଲେ। ଯଦିଓ ଦେଶରୁ କରୋନା ହଟିନାହିଁ ତଥାପି ସରକାର ଲକ୍‌ଡାଉନ୍‌...

ହାଇକୋର୍ଟରେ ଖାରଜ ହେଲା ଫକ୍ସ ଷ୍ଟୁଡିୟର ଆବେଦନ: ଓକିଲଙ୍କୁ ଦେବାକୁ ପଡ଼ିବ କ୍ରେଡିଟ୍‌

ନୂଆଦିଲ୍ଲୀ,୧୧।୧: ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କ ଅଭିନୀତ ଫିଲ୍ମ ‘ଛପାକ୍‌’ରେ ଏସିଡ୍‌ ଆଟାକ୍‌ ପୀଡ଼ିତାଙ୍କ ଓକିଲ ଅପର୍ଣ୍ଣା ଭଟ୍ଟଙ୍କୁ କ୍ରେଡିଟ୍‌ ଦେବା ମାମଲାରେ ହାଇକୋର୍ଟ ଶନିବାର...

‘ମୁନ୍ନୀ ବଦନାମ୍‌ ହୁଇ…’ ଫରହା ଖାଁଙ୍କ ପାଇଁ ଆଣିଥିଲା ଖ୍ୟାତି

ମୁମ୍ବାଇ,୯।୧: ବଲିଉଡ୍‌ର ପ୍ରସିଦ୍ଧ କୋରିଓଗ୍ରାଫର ଫରହା ଖାଁଙ୍କୁ ଶନିବାର ୫୫ ବର୍ଷ ପୂରଣ ହୋଇଛି। ସେ ୫୬ ବର୍ଷରେ ପାଦ ଦେଇଛନ୍ତି। ୧୯୬୫ ଜାନୁୟାରୀ ୯ରେ...

ଖୁବ୍‌ଶୀଘ୍ର ରିଲିଜ୍‌ ହେବ ହାଉସ୍‌ ଫୁଲ୍‌-୪ର ଟ୍ରେଲର୍‌

ମୁମ୍ବାଇ: ବଲିଉଡ୍‌ ଖିଲାଡି ବୟ ଅକ୍ଷୟ କୁମାରଙ୍କ ଅଭିନୀତ ଫିଲ୍ମ ‘ହାଉସ୍‌ ଫୁଲ-୪’କୁ ତାଙ୍କର ଫ୍ୟାନମାନେ ଅପେକ୍ଷା ରଖିଛନ୍ତି। ତେବେ ଖୁବ୍‌ଶୀଘ୍ର ଏହାର ଟ୍ରେଲର୍‌ ରିଲିଜ୍‌...

ପୁଅକୁ ଜନ୍ମଦିନରେ ‘ସ୍ବଚ୍ଛ ବାୟୁ’ ଉପହାର ଦେଲେ ଜୁହି ଚାଓ୍ବଲା

ବଲିଉଡ୍‌ ଇଣ୍ଡଷ୍ଟ୍ରିରେ କେତେକ ଷ୍ଟାର୍‌ କିଡ୍‌ ଲାଇମ୍‌ଲାଇଟ୍‌ରେ ରହିବାକୁ ପସନ୍ଦ କରୁଥିବା ବେଳେ ଆଉ କେତେକ ଏଥିରୁ ଦୂରେଇ ରହିବାକୁ ପସନ୍ଦ କରନ୍ତି। ଅଭିନେତ୍ରୀ ଜୁହି...

ଗୁଟ୍‌ଖା ଡାନ୍ସ

ନୂଆଦିଲ୍ଳୀ: ସୋସିଆଲ ମିଡିଆ ସମୟରେ ଏବେ କୌଣସି ଖବର ଲୋକଙ୍କ ଦୃଷ୍ଟିରୁ ଅଛପା ରହୁନାହିଁ। ଗୋଟିଏ ଛୋଟ ଖବର ହେଲେ ବି ନିମିଷକରେ ଖବର ଚାରିଆଡ଼େ...

ମହାରାଷ୍ଟ୍ର ବନ୍ୟା ପୀଡିତଙ୍କୁ ସହାୟତାର ହାତ ବଢାଇଲେ ସଲମାନ

ମୁମ୍ବାଇ: ପ୍ରାକୃତିକ ବିପର୍ଯ୍ୟୟ ସମୟରେ ବଲିଉଡ୍ ସେଲିବ୍ରିଟିମାନେ ସହାୟତାର ହାତ ବଢାଇଥିବା କଥା ପୂର୍ବରୁ ଜଣାଅଛି । ନିକଟରେ ସୋନୁ ସୁଦ ଏ ଦିଗରେ ଟିକେ...

Advertisement
Archives

Model This Week