ନର୍ଭସ ଅଛନ୍ତି ଆଲିଆ

‘ଗଙ୍ଗୁବାଇ କାଠିଆଓ୍ବାଡି’ ଏବଂ ‘ଆରଆରଆର’ ଫିଲ୍ମ ସୁପରହିଟ୍‌ ସାବ୍ୟସ୍ତ ହେବା ପରେ ଆଲିଆ ଭଟ୍ଟ ଏବେ ତାଙ୍କର ପ୍ରଥମ ହଲିଉଡ ଫିଲ୍ମର ଶୁଟିଂ ଆରମ୍ଭ କରିବାକୁ ଯାଉଛନ୍ତି। ଏହା ପୂର୍ବରୁ ସେ ଟିକେ ନର୍ଭସ ଅଛନ୍ତି। ସୋସିଆଲ ମିଡିଆରେ ଆଲିଆ ଏକ ପୋଷ୍ଟ ଶେୟାର କରି କହିଛନ୍ତି, ମୁଁ ମୋର ପ୍ରଥମ ହଲିଉଡ ଫିଲ୍ମର ଶୁଟିଂ ଆରମ୍ଭ କରିବାକୁ ଯାଉଛି। ମୁଁ ନିଜକୁ ଏକ ନୂଆ ଅଭିନେତ୍ରୀ ଭଳି ଅନୁଭବ କରୁଛି। ମୁଁ ବହୁତ ନର୍ଭସ ଅଛି। ମୋତେ ଶୁଭକାମନା ଦିଅନ୍ତୁ।
ନେଟଫ୍ଲିକ୍ସର ସ୍ପାଏ ଥ୍ରୀଲର ‘ହାର୍ଟ ଅଫ ଷ୍ଟୋନ’ରେ ଆଲିଆଙ୍କୁ ଦେଖିବାକୁ ମିଳିବ। ଏହି ଫିଲ୍ମର ନିର୍ଦ୍ଦେଶନା ଦେଉଛନ୍ତି ଟମ ହର୍ପର। ଫିଲ୍ମରେ ଆଲିଆଙ୍କ ଲୁକ କ’ଣ ହେବ ତାହା ଏପର୍ଯ୍ୟନ୍ତ ପ୍ରକାଶ କରାଯାଇ ନାହିଁ।
ଆଲିଆ ଭଟ୍ଟଙ୍କୁ ନିକଟରେ ଫିଲ୍ମ ‘ଗଙ୍ଗୁବାଇ କାଠିଆଓ୍ବାଡି’ ଏବଂ ‘ଆରଆରଆର’ ଦେଖିବାକୁ ମିଳିଥିଲା। ଏହା ବ୍ୟତୀତ ତାଙ୍କ ପ୍ରଶଂସକମାନେ ରଣବୀର କପୁରଙ୍କ ସହ ତାଙ୍କ ଫିଲ୍ମ ‘ବ୍ରହ୍ମାସ୍ତ୍ର’ରେ ଦେଖିବାକୁ ଅପେକ୍ଷା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଭାସଙ୍କ ଫୋନ୍‌ ଉଠାଉନାହାନ୍ତି ଅନୁଷ୍କା

ଫିଲ୍ମ ‘ବାହୁବଳୀ’ରେ ଦମ୍‌ଦାର ଅଭିନୟ କରି ଲୋକପ୍ରିୟତା ଅର୍ଜନ କରିଥିବା ପ୍ରଭାସଙ୍କ ଅଗାମୀ ଫିଲ୍ମ ‘ସାହୋ’ ରିଲିଜ୍‌ ଅପେକ୍ଷାରେ ଅଛି। ଫିଲ୍ମର ପ୍ରମୋଶନ ପାଇଁ ଜୋରସୋରରେ...

ପ୍ରଥମଥର ଝିଅର ମୁହଁ ଦେଖାଇଲେ ପ୍ରିୟଙ୍କା

ଗ୍ଲୋବାଲ ଆଇକନ ପ୍ରିୟଙ୍କା ଚୋପ୍ରା ଆଜିକାଲି ଝିଅ ମାଳତୀ ମେରି ସହ ସମୟ ବିତାଉଛନ୍ତି। ଉଭୟଙ୍କୁ ଅନେକ ପାର୍ଟିରେ ମଧ୍ୟ ଦେଖିବାକୁ ମିଳୁଛି। ଜନ୍ମ ପରଠାରୁ...

୧୪ରେ ରିଲିଜ ହେବ ‘ଗେମ୍‌ ଓଭର’

ମୁମ୍ବାଇ: ଆଗାମୀ ବହୁଭାଷିକ ଥ୍ରିଲର ‘ଗେମ୍‌ ଓଭର’ ରିଲିଜ ଅପେକ୍ଷାରେ ବଲିଉଡ୍‌ ଅଭିନେତ୍ରୀ ତାପସୀ ପନ୍ନୁ। । ଏଥିରେ ସେ ଜଣେ ଭିନ୍ନକ୍ଷମ ଚରିତ୍ରରେ ଅଭିନୟ...

ଶାହରୁଖଙ୍କ ଝିଅକୁ କଳା କହିବାରୁ, ଦେଲେ ଏମିତି ଜବାବ

ଦେଶ ତଥା ବିଶ୍ୱରେ ରଙ୍ଗଭେଦ ଏକ ବଡ ପ୍ରସଙ୍ଗ। ବିଶେଷକରି ଏହାର ପ୍ରଭାବ ଫିଲ୍ମ ଇଣ୍ଡଷ୍ଟ୍ରିରେ ଦେଖିବାକୁ ମିଳିଛି। ଏବେ ଫିଲ୍ମ ତାରକାମାନେ ମଧ୍ୟ ଏହା...

୧୧ତମ ବିବାହ ବାର୍ଷିକୀ ପାଳନ କଲେ ଅଲ୍ଲୁ ଅର୍ଜୁନ

ହାଇଦ୍ରାବାଦ: ସାଉଥ୍ ସୁପରଷ୍ଟାର ଅଲ୍ଲୁ ଅର୍ଜୁନ ପତ୍ନୀ ସ୍ନେହା ରେଡ୍ଡିଙ୍କ ସହ ୧୧ତମ ବିବାହ ବାର୍ଷିକୀ ପାଳନ କରିଛନ୍ତି । ଅଭିନେତା ତଥା ପୁଷ୍ପା ଫେମ...

ସୁଶାନ୍ତଙ୍କ ହତ୍ୟା ମାମଲାକୁ ନେଇ ପୋଷ୍ଟମର୍ଟମ କର୍ମଚାରୀଙ୍କ ବଡ଼ ଖୁଲାସା…

ମୁମ୍ବାଇ: ବଲିଉଡର ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ନେଇ ସସ୍‌ପେନ୍ସ ଲାଗିରହିଥିବା ବେଳେ ମୃତ୍ୟୁର ଦୁଇ ବର୍ଷ ପରେ ଏକ ବଡ ତଥ୍ୟ...

ହ୍ରିତିକ୍‌ଙ୍କ ସହ ନଜର ଆସିବେ ଅନୁଷ୍କା

ଫିଲ୍ମ ‘ୱାର୍‌’ର ସଫଳତା ପରେ ଅଭିନେତା ହ୍ରିତିକ ରୋଶନ ନିଜ ଆଗାମୀ ଫିଲ୍ମ ପାଇଁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ନିର୍ଦ୍ଦେଶକ ଫରହା ଖାନଙ୍କ ଆଗାମୀ ଫିଲ୍ମରେ...

ବିଗ୍‌ବସ୍‌ ୧୬ ଘର ପାଲଟିଲା ‘ମିନି ପାକିସ୍ତାନ’!

ବମ୍ବେ: ବିଗ୍‌ବସ୍‌ ଘର ପାଲଟିଛି ‘ମିନି ପାକିସ୍ତାନ’। ପରିସ୍ଥିତି ଏଭଳି ହୋଇଛି ଯେ ଅଟା-ବେସନ-ଚାଉଳ ୫୦ ହଜାର ଟଙ୍କା, ପନିପରିବା ୬୦ ହଜାର, ଅଲମଣ୍ଡ କ୍ଷୀର...

Advertisement
Archives

Model This Week