ବିବାହ ଶାଢ଼ି ପିନ୍ଧି ପୁରସ୍କାର ଗ୍ରହଣ କଲେ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଆଲିଆ ଭଟ୍ଟଙ୍କ ସମେତ ଆଉ କେତେଜଣ ଅଭିନେତ୍ରୀ ଅଭିନେତା ଜାତୀୟ ପୁରସ୍କାରରେ ସମ୍ମାନିତ ହୋଇଛନ୍ତି। ‘ଗଙ୍ଗୁବାଈ କାଠିଆୱାଡି’ ଚଳଚ୍ଚିତ୍ର ପାଇଁ ଆଲିଆଙ୍କୁ ଶ୍ରେଷ୍ଠ ଅଭିନେତ୍ରୀ ଭାବେ ଜାତୀୟ ପୁରସ୍କାର ମିଳିଛି। ସେ ଦିଲ୍ଲୀର ବିଜ୍ଞାନ ଭବନରେ ମଙ୍ଗଳବାର ପହଞ୍ଚି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କଠାରୁ ପୁରସ୍କାର ଗ୍ରହଣ କରିଥିଲେ। ତେବେ ଏହା ଆଲିଆଙ୍କ ପାଇଁ ବେଶ୍‌ ଖାସ୍‌ ହୋଇଥିବାବେଳେ ସେ ଏକ ସ୍ବତନ୍ତ୍ର ଶାଢ଼ି ପିନ୍ଧିଥିଲେ। ଉକ୍ତ ଶାଢ଼ିକୁ ସେ ତାଙ୍କ ବିବାହରେ ପିନ୍ଧିଥିଲେ। ସେ ମଥାରେ ଲାଲ ରଙ୍ଗର ଟିକିଲି, କେଶରେ ଧଳା ରଙ୍ଗର ଗୋଲାପଫୁଲ ଲଗାଇଥିବା ଫଟୋ ବେଶ୍‌ ଭାଇରାଲ ହେଉଛି। ପୁରସ୍କାର ବିତରଣ ଉତ୍ସବରେ ଆଲିଆ ସ୍ବାମୀ ରଣବୀର କପୁରଙ୍କ ସହ ନିଜରକୁ ଆସିଥିଲେ। ତେବେ ଆଲିଆ ସଞ୍ଜୟ ଲୀଲା ଭଂସାଲୀଙ୍କ ନିର୍ଦ୍ଦେଶିତ ଫିଲ୍ମ ‘ଗଙ୍ଗୁବାଈ କାଠିଆୱାଡି’ରେ ନିଜକୁ ଶ୍ରେଷ୍ଠ ଭାବେ ପ୍ରତିପାଦିତ କରିଥିଲେ। ଏହି ସିନେମା ୫ଟି ମୁଖ୍ୟ ବର୍ଗରେ ଜାତୀୟ ପୁରସ୍କାର ଜିତିଛି। ପ୍ରଶଂସକମାନେ ଫିଲ୍ମକୁ ବହୁ ଭଲପାଇବା ଦେଇଥିଲେ। ଆଲିଆ ୧୯୯୯ରୁ ତାଙ୍କ ଫିଲ୍ମ କ୍ୟାରିୟର ଆରମ୍ଭ କରିଥିଲେ। ଏହାପରେ ସେ ଅନେକ ଚଳଚ୍ଚିତ୍ର ଦର୍ଶକଙ୍କୁ ଭେଟି ଦେଇଛନ୍ତି। ଶେଷଥର ପାଇଁ ସେ ଇଂଲିଶ୍‌ ଫିଲ୍ମ ‘ହାର୍ଟ ଅଫ୍‌ ଷ୍ଟୋନ୍‌’ରେ ନଜରକୁ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଲେଜରେ ବନ ମହୋତ୍ସବ ପାଳିତ: ୧୦୦ ଔଷଧୀୟ ବୃକ୍ଷର ଚାରାରୋପଣ, ସାମିଲ ହେଲେ ଛାତ୍ରୀଛାତ୍ର

ଗଞ୍ଜାମ , ୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା (ଏନଏସଏସ) ୟୁନିଟ୍‌ର ଆନୁକୂଲ୍ୟରେ ଶୁକ୍ରବାର ବନ ମହୋତ୍ସବ ଶୁକ୍ରବାର ପାଳିତ ହୋଇଯାଇଛିl ଏହି ଅବସରରେ…

ଟ୍ରେଲର୍‌କୁ ପଛପଟୁ ଧକ୍କା ଦେଲା ଘରୋଇ ବସ୍‌; ୫ରୁ ଅଧିକ ଯାତ୍ରୀ ଆହତ

ଚୌଦ୍ୱାର, ୮।୭:  କଟକ ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ନିର୍ଗୁଣ୍ଡି ନିକଟ ଜାତୀୟ ରାଜପଥ–୧୬ରେ ମଙ୍ଗଳବାର ଏକ ସଡ଼କ ଦୁର୍ଘଟଣାରେ ଘରୋଇ ଯାତ୍ରୀବାହୀ ବସ୍‌ ଏକ ଟ୍ରେଲର୍‌କୁ…

ଅଭିଯୋଗ ପରେ ମିଳୁଛି ଧମକ, ମୋବାଇଲ ଗଲା, ଏବେ ଜୀବନ ପ୍ରତି ରହିଛି ଭୟ

ବାଲିପାଟଣା,୧୦ା୭(ଅଭିମନ୍ୟୁ ନାୟକ): ରାଜଧାନୀ ଉପକଣ୍ଠ ବାଲିଅନ୍ତା ଥାନା ଅଞ୍ଚଳରେ ଘଟିଥିବା ଏକ ମୋବାଇଲ ଛଡ଼ାଇ ନେବା ଘଟଣା ଏବେ ନୂଆମୋଡ଼ ନେଇଛି। ଅଭିଯୋଗ କରିବା ପରେ ପୀଡ଼ିତଙ୍କୁ…

‘ମୋତେ ମାରିଦେଲେ ବି ମୁଁ ବାଂଲାଦେଶ ଫେରିବି’, କାହିଁକି ଏମିତି କହିଲେ ଶେଖ ହାସିନା? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ/ଢାକା,୧୦।୭: ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣାରେ, ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଶେଖ ହାସିନା କହିଛନ୍ତି ଯେ ସେ ଏବଂ ଆୱାମୀ ଲିଗର ଅନ୍ୟ ନିର୍ବାସିତ ନେତାମାନେ ଚଳିତ ବର୍ଷ…

ରାଜଧାନୀରେ ନକଲି ଆଡିଶନାଲ ଏସ୍‌ପି, ପୋଲିସ ଗିରଫ କରି…

ଭୁବନେଶ୍ୱର,୧୦ା୭: କୌଣସି ଉପାନ୍ତ ଅଞ୍ଚଳରେ ନୁହେଁ। ଖୋଦ୍‌ ରାଜଧାନୀ ଭୁବନେଶ୍ୱରରେ ନକଲି ଆଡିଶନାଲ ଏସ୍‌ପି ବା ନକଲି ଅତିରିକ୍ତ ଏସ୍‌ପିଙ୍କୁ ଗିରଫ କରିଛି ପୋଲିସ। ରଜନୀକାନ୍ତ ମହାନ୍ତି…

Bankipur By-Election: ବାଙ୍କିପୁରରେ BJPକୁ କାହିଁକି ହରାଇବା ଦରକାର? ୩ କାରଣ କହିଲେ ପିକେ

ପାଟନା,୧୦।୭: ଜନ ସୁରାଜ ପ୍ରାର୍ଥୀ ପ୍ରଶାନ୍ତ କିଶୋର ବାଙ୍କିପୁର ନିର୍ବାଚନମଣ୍ଡଳୀରେ ସକ୍ରିୟ ଭାବରେ ଗସ୍ତ କରୁଛନ୍ତି, ଲୋକଙ୍କୁ ବୁଝାଉଛନ୍ତି ଯେ ଉପନିର୍ବାଚନରେ ଭାଜପାକୁ କାହିଁକି ପରାସ୍ତ କରାଯିବା…

ଇଂଲଣ୍ଡ ଗସ୍ତ ସହ ଶେଷ ହେଲା ଏହି ୩ ଖେଳାଳିଙ୍କ T20 କ୍ୟାରିୟର! ଲଗାତାର ଫ୍ଲପ୍‌ ପରେ…

ନୂଆଦିଲ୍ଲୀ,୧୦।୭: ବ୍ୟାକ-ଟୁ-ବ୍ୟାକ ବିଶ୍ୱବିଜେତା ହେବା ପରେ ଟିମ ଇଣ୍ଡିଆ ଏବେ କ୍ରମାଗତ ୨ଟି ଟି-୨୦ ସିରିଜ ହାରିଛି। ପ୍ରଥମେ ଆୟରଲ୍ୟାଣ୍ଡ ଏବଂ ଏବେ ଇଂଲଣ୍ଡ, ଦୁଇ ଦେଶ…

ଦ୍ୱନ୍ଦ୍ୱ ଦୂର କଲେ ଉଚ୍ଚଶିକ୍ଷାମନ୍ତ୍ରୀ, କହିଲେ ବ୍ଲକ୍‌ଗ୍ରାଣ୍ଟ କଲେଜକୁ ସରକାର ଟଙ୍କା ଦେବେ

ଭୁବନେଶ୍ୱର,୧୦ା୭: କେଜିରୁ ପିଜି ମାଗଣା ଶିକ୍ଷା ନେଇ ଦ୍ୱନ୍ଦ୍ୱ ଦୂର କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ସେ କହିଛନ୍ତି, ପ୍ରଫେଶନାଲ ଓ ସେଲ୍ଫ ଫାଇନାନ୍ସିଂ କୋର୍ସକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri