ବର୍ଲିନ ଇଣ୍ଟରନ୍ୟାସନାଲ ଫିଲ୍ମ ଫେଷ୍ଟିଭାଲରେ ଗଙ୍ଗୁବାଇ

ବଲିଉଡ୍‌ ଅଭିନେତ୍ରୀ ଆଲିଆ ଭଟ୍ଟଙ୍କ ଅପକମିଂ ଫିଲ୍ମ ‘ଗଙ୍ଗୁବାଇ କାଠିଆଓ୍ବାଡି’ର ଓ୍ବାର୍ଲଡ ପ୍ରିମିୟର ୭୨ତମ ବର୍ଲିନ ଇଣ୍ଟରନ୍ୟାସନାଲ ଫିଲ୍ମ ଫେଷ୍ଟିଭାଲରେ ହେବାକୁ ଯାଉଛି । ‘ଗଙ୍ଗୁବାଇ କାଠିଆଓ୍ବାଡି’ର ଏହି ଫେଷ୍ଟିଭାଲରେ ସ୍ପେଶାଲ ସ୍କ୍ରିନିଂ ପାଇଁ ନୋମିନେଟ କରାଯାଇଛି । ମହାମାରୀ ସମୟରେ ଯେଉଁ ଫିଲ୍ମଗୁଡିକର ଶୁଟିଂ ହୋଇଥିଲା ଏହି ସେଗମେଣ୍ଟରେ ଅର୍ଗାନାଇଜର୍ସ ସେହି ଫିଲ୍ମ ଗୁଡିକର ସ୍କ୍ରିନିଂରେ ପ୍ରଦର୍ଶନ କରିବେ। ଆଲିଆ ତାଙ୍କ ଭଉଣୀ ଶାହିନ ଭଟ୍ଟଙ୍କ ସହ ଫିଲ୍ମ ଫେଷ୍ଟିଭାଲରେ ଅଂଶଗ୍ରହଣ କରିବା ପାଇଁ ମୁମ୍ବାଇରୁ ବାହାରି ସାରିଲେଣି । ବିଳମ୍ବିତ ରାତିରେ ଉଭୟଙ୍କୁ ମୁମ୍ବାଇ ଏୟାରପୋର୍ଟରେ ଦେଖିବାକୁ ମିଳିଥିଲା। ଆଲିଆଙ୍କର ପରଫେକ୍ଟ ଏୟାରପୋର୍ଟ ଲୁକ ଫ୍ୟାନ୍ସଙ୍କୁ ବେଶ୍‌ ଆକର୍ଷିତ କରିଛି । ଆଲିଆ ଏହି ସମୟରେ ଧଳା ପୋଷାକରେ ନଜର ଆସିଥିଲେ । ନିର୍ଦ୍ଦେଶକ ସଞ୍ଜୟଲୀଲା ଭନସାଲୀଙ୍କ ନିର୍ଦ୍ଦେଶିତ ଫିଲ୍ମ ‘ଗଙ୍ଗୁବାଇ କାଠିଆଓ୍ବାଡି’ ବର୍ଲିନ ଫିଲ୍ମ ଫେଷ୍ଟିଭାଲରେ ସ୍ପେଶାଲ ସ୍କ୍ରିନିଂ କରାଯିବ । ‘ଗଙ୍ଗୁବାଇ କାଠିଆଓ୍ବାଡି’ ଫେବୃୟାରୀ ୨୫ରେ ପ୍ରେକ୍ଷାଳୟରେ ରିଲିଜ ହେବାକୁ ଯାଉଛି । ଫିଲ୍ମରେ ଆଲିଆଙ୍କ ସହ ଅଜୟ ଦେବଗନ ନଜର ଆସିବେ ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

ଧୁରନ୍ଧର ୨ ଦେଖିବା ପରେ କୋହଲି ଦେଲେ ଏମିତି ପ୍ରତିକ୍ରିୟା: ଚାରିଆଡ଼େ ଚର୍ଚ୍ଚା

ମୁମ୍ବାଇ,୭।୪: ରଣବୀର ସିଂହଙ୍କ ଅଭିନୀତ ଧୁରନ୍ଧର ୨ ଇତିହାସ ରଚିଛି। ଏହି ଫିଲ୍ମଟି ବକ୍ସ ଅଫିସ୍‌ରେ ଏପର୍ଯ୍ୟନ୍ତ ୧୬୦୦ କୋଟିରୁ ଅଧିକ ଟଙ୍କା ରୋଜଗାର କରିଛି। ଏହି…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ଜନ୍ମଦିନର ୬ ଦିନ ପୂର୍ବରୁ ଆତ୍ମହତ୍ୟା କଲେ ଏହି ଅଭିନେତ୍ରୀ: ମୃତ୍ୟୁ ପୂର୍ବରୁ ସ୍ବାମୀଙ୍କୁ ଭିଡିଓ କଲ୍‌ କରି…

ଟିଭି ଅଭିନେତ୍ରୀ ସୁଭାଷିନୀ ତାଙ୍କ ଜନ୍ମଦିନର ମାତ୍ର ୬ ଦିନ ପୂର୍ବରୁ ଆତ୍ମହତ୍ୟା କରିଛନ୍ତି। ସୁଭାଷିନୀ ଫାଶୀ ଦେଇ ଦେଇଥିବା ଜଣାପଡ଼ିଛି। ସେ ସନ ଟିଭିରେ ପ୍ରସାରିତ…

ପ୍ରଶଂସକଙ୍କୁ ଗୁଡ୍‌ନ୍ୟୁଜ୍‌ ଦେଲେ କରିଶ୍ମା: ଖୁବ୍‌ଶୀଘ୍ର…

ଅଭିନେତ୍ରୀ କରିଶ୍ମା ତନ୍ନା ଖୁବଶୀଘ୍ର ମା’ ହେବାକୁ ଯାଉଛନ୍ତି। ସେ ତାଙ୍କ ସ୍ବାମୀ ବରୁଣ ବାଙ୍ଗେରା ସହ ଫଟୋ ଶେୟାର କରି ପ୍ରଶଂସକଙ୍କୁ ଏହି ଗୁଡ୍‌ନ୍ୟୁଜ୍‌ ଦେଇଛନ୍ତି।…

ଯାତ୍ରା ଜଗତରେ ପାଦ ଥାପିବେ ବଲିଉଡ୍‌ର ଏହି ସୁପରଷ୍ଟାର, ସୂଚନା ଦେଇ ରାଣୀ ପଣ୍ଡା କହିଲେ ଖୁବ୍‌ଶୀଘ୍ର ମୋ’ ଯାତ୍ରାରେ…

ଭୁବନେଶ୍ୱର,୫ା୪: ଯାତ୍ରା ଅଭିନେତ୍ରୀରୁ ମାଲିକାଣୀ ପାଲଟିଥିବା ରାଣୀ ପଣ୍ଡା ଯାତ୍ରାଜଗତକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଲିଉଡ୍‌ର ଜଣେ ସୁପରଷ୍ଟାର ତାଙ୍କ ଯାତ୍ରା…

ସ୍ବାମୀଙ୍କୁ ନେଇ ଏମିତି କହିଦେଲେ ଆଲିଆ

ବଲିଉଡ୍‌ ଅଭିନେତା ରଣବୀର କପୁର ଆଜିକାଲି ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ତାଙ୍କ ଆଗାମୀ ଚଳଚ୍ଚିତ୍ର ‘ରାମାୟଣ’ରେ ଭଗବାନ ରାମଙ୍କ ପ୍ରଥମ ଝଲକ ରିଲିଜ୍‌ ହୋଇଛି। ଦର୍ଶକ ରଣବୀରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri