ଝିଅକୁ ଅଭିନେତ୍ରୀ ନୁହେଁ ସାଇଣ୍ଟିଷ୍ଟ କରିବାକୁ ଚାହୁଁଛନ୍ତି ଆଲିଆ

ମୁମ୍ବାଇ: ବଲିଉଡ ବିୟୁଟି ଆଲିଆ ଭଟ୍ଟ ଓ ଅଭିନେତା ରଣବୀର କପୁର ଏପ୍ରିଲ ୨୦୨୨ରେ ବିବାହ କରିଥିଲେ। ସେହି ବର୍ଷ ହିଁ ଏହି କପଲ ୬ ନଭେମ୍ବର ୨୦୨୨ରେ ତାଙ୍କ ପ୍ରଥମ ସନ୍ତାନକୁ ଓ୍ବେଲକମ କରିଥିଲେ। ଆଲିଆଙ୍କ କୋଳକୁ ଆସିଥିଲେ ଝିଅ ରାହା। ବଲିଉଡର ଏହି ଫେମଶ କପଲ ସବୁବେଳେ ନିଜ ଝିଅକୁ ନେଇ କଥା ହୋଇଥାଆନ୍ତି। ମମି ଆଲିଆ ଏବେ ଏକ ଇଣ୍ଟରେଆକ୍ସନରେ କହିଛନ୍ତି ବଡ ହୋଇ ତାଙ୍କ ଝିଅ କେଉଁ ପ୍ରଫେଶନକୁ ବାଛିବ।

ଇଣ୍ଡିଆଜ ଇଣ୍ଟରନାଶନାଲ ମୁଭମେଣ୍ଟ ଟୁ ୟୁନାଇଟ ନେଶନ(ଆଇଆଇଏମୟୁଏନ) ବ୍ୟାକ ଟୁ ସ୍କୁଲ ସିରିଜ ପାଇଁ ଷ୍ଟୁଡେଣ୍ଟଙ୍କ ସହ କଥା ହୋଇ ଆଲଆ କହିଛନ୍ତି କି ମୁଁ ଚାହୁଁଛି ରାହା ଜଣେ ସାଇଣ୍ଟିଷ୍ଟ ହୁଅନ୍ତୁ। ରଣବୀର ସିଂ ଓ କରଣ ଜୋହର ବି ଉକ୍ତ ଇଭେଣ୍ଟରେ ସାମିଲ ହୋଇଥିଲେ। ସେଠାରେ ସେ ପ୍ରାୟ ୫୦ ହଜାର ଷ୍ଟୁଡେଣ୍ଟଙ୍କ ସହ କଥା ହୋଇଥିଲେ। ଆଇଆଇଏମୟୁଏନରେ ଷ୍ଟୁଡେଣ୍ଟଙ୍କ ସହ କଥା ହୋଇ ଅଭିନେତ୍ରୀ କହିଥିଲେ, ‘ମୁଁ ମୋ ଝିଅକୁ ଦେଖୁଛି ଆଉ କହୁଛି, ତୁ ସାଇଣ୍ଟିଷ୍ଟ ହେବୁ।’ ଫିଲହାଲ ଆଲିଆଙ୍କ ଏହି ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ମଞ୍ଚେଶ୍ୱର ଥାନା ASI, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

ଭୁବନେଶ୍ୱର,୧୭।୬: ରାଜଧାନୀରେ ପୁଣି ଜଣେ ପୋଲିସ ବାବୁଙ୍କ ଲାଞ୍ଚ କାରବାରର ପର୍ଦ୍ଦାଫାଶ ହୋଇଛି। ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର ମଞ୍ଚେଶ୍ୱର ଥାନାର ଏଏସଆଇ (ASI)। ଏକ ମାମଲା…

ଝାରସୁଗୁଡ଼ା ସହ ଏହି ଜିଲାରେ ବଢ଼ିଲା ଖରାଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୧୭।୬: ଝାରସୁଗୁଡ଼ା ଜିଲାରେ ପଢୁଥିବା ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ଖବର। ଜିଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସ୍ଵାସ୍ଥ୍ୟକୁ ଦୃଷ୍ଟିରେ ରଖି…

ବୁଧଙ୍କ କୃପାରୁ ଚମକିବ ଭାଗ୍ୟ: ଏହି ୫ଟି ରାଶିର ଲୋକେ ହେବେ ମାଲାମାଲ୍‌, ଧନବର୍ଷା ସାଙ୍ଗକୁ ବଢ଼ିବ ସୁଖ-ସମୃଦ୍ଧି

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ବୁଧଙ୍କୁ ବୁଦ୍ଧି, ବାଣୀ, ବ୍ୟାପାର, ଗଣିତ, ଶିକ୍ଷା, ତର୍କ ଶକ୍ତି ଏବଂ ଯୋଗାଯୋଗର କାରକ ଗ୍ରହ ଭାବେ ବିବେଚନା କରାଯାଏ। ବର୍ତ୍ତମାନ ବୁଧ…

ବିନା ଇଣ୍ଟରନେଟ୍‌ରେ ବି କରିପାରିବେ Google Maps ବ୍ୟବହାର, ଜାଣନ୍ତୁ ଏହି ସହଜ ଉପାୟ

ନୂଆଦିଲ୍ଲୀ,୧୭।୬: ଗୁଗଲ୍ ମ୍ୟାପ୍ସ ଏବେ କେବଳ କୌଣସି ସ୍ଥାନର ରାସ୍ତା ଦେଖାଇବା ପାଇଁ ଏକ ସାଧାରଣ ଆପ୍ ହୋଇ ରହିନାହିଁ, ବରଂ ଏହା ଏକ ସମ୍ପୂର୍ଣ୍ଣ ‘ଡିଜିଟାଲ୍…

୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ: ଗଞ୍ଜାମ, ଯାଜପୁର ସମେତ ୯ଟି ଜିଲାରେ ହେବ…

ଭୁବନେଶ୍ୱର, ୧୭।୬: ରାଜ୍ୟର ୯ଟି ଜିଲାରେ ୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ। ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା HLCA ବୈଠକରେ ଅନୁମୋଦନ ମିଳିଛି। ୭୬ ହଜାର…

ରବି ଧାନ କିଣାରେ ଅଚଳାବସ୍ଥା, କେଉଁ ଚାଷୀଙ୍କ ଧାନ ପ୍ରଥମେ କିଣାଯିବ? ସୃଷ୍ଟି ହେଲା ସମସ୍ୟା

ତିହିଡ଼ି ୧୭।୬ (କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ…

କୁରାଢ଼ି ଆକ୍ରମଣ ମାମଲା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ବଞ୍ଚୋ, ୧୭।୬:(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ପଞ୍ଚୁଗୋଛିଆ ପଂଚାୟତ ସହାନନ୍ଦପୁର ଗ୍ରାମରେ ଘଟିଥିବା ଏକ କୁରାଢ଼ି ଆକ୍ରମଣ ମାମଲାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ପିସିସି ସଭାପତି: ଦେବୀ ବିଷୋୟୀଙ୍କୁ କଂଗ୍ରେସରୁ କଲେ ନିଲମ୍ବନ

ଭଞ୍ଜନଗର,୧୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ତଥା ପିସିସି ସଭ୍ୟ ଦେବୀ ବିଷୋୟୀଙ୍କୁ ବୁଧବାର କଂଗ୍ରେସ ଦଳରୁ ନିଲମ୍ବିତ କରାଯାଇଛି। ଦଳୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri