ଜନ୍ମଦିନରେ ଆଲିଆଙ୍କୁ ସ୍ପେଶାଲ ଗିଫ୍ଟ

ମୁମ୍ବାଇ: ବଲିଉଡ ନାୟିକା ଆଲିଆ ଭଟ୍ଟଙ୍କୁ ତାଙ୍କ ୨୯ ତମ ଜନ୍ମଦିନରେ ଏକ ସ୍ପେଶାଲ ରିଟର୍ଣ୍ଣ ଗିଫ୍ଟ ମିଳିଛି । ଫିଲ୍ମ ‘ବ୍ରହ୍ମାସ୍ତ୍ର’ର ମେକର୍ସ ଫିଲ୍ମରେ ଆଲିଆଙ୍କ ଫାଷ୍ଟ ଲୁକର ପୋଷ୍ଟର ରିଲିଜ୍ କରିଛନ୍ତି । ଆୟାନ ମୁଖାର୍ଜୀଙ୍କ ନିର୍ଦ୍ଦେଶିତ ଏହି ମୁଭିରେ ଆଲିଆ ଇସା ଭୂମିକାରେ ନଜର ଆସିବେ । ଏହି ଫିଲ୍ମରେ ପ୍ରଥମଥର ରଣବୀର କପୁର ଓ ଆଲିଆଙ୍କ ଯୋଡି ଦେଖିବାକୁ ମିଳିବ । ତେବେ ‘ବ୍ରହ୍ମାସ୍ତ୍ର’ର ପୋଷ୍ଟରରେ ଆଲିଆଙ୍କ ଜବରଦସ୍ତ ଲୁକ ଦେଖିବାକୁ ମିଳିଛି । ନିର୍ଦ୍ଦେଶକ ଆୟନ ମୁଖାର୍ଜୀ ପୋଷ୍ଟର ଶେୟାର କରି ଲେଖିଛନ୍ତି ହାପି ବାର୍ଥ ଡେ ଲିଟିଲ ୱାନ । ଏଥିରେ ଆଲିଆ, ରଣବୀରଙ୍କ ବ୍ୟତୀତ ଅମିତାଭ ବଚ୍ଚନ, ମୌନି ରାୟ, ନାଗାର୍ଜୁନ ଅକ୍କିନେନି ବି ମୁଖ୍ୟ ଭୁମିକାରେ ନଜର ଆସିବେ ।


Enter your email to get our daily news in your inbox.

All Right Reserved By Dharitri.Com

ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା, ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ନିରାକାରପୁର,୧୧।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀବ୍ଲକ ସାନ ରାଉତପଡା ପଞ୍ଚାୟତ ମୁଳିଝରଗଡ଼ ହାତୀଆ ଶୁଣି ପାହାଡ଼ ପାଦଦେଶରେ ଅବସ୍ଥିତ ମା’ଉଗ୍ରତାରାଙ୍କ ପୀଠରେ ବାସନ୍ତୀକ ଆଶ୍ୱିନ ନବରାତ୍ରର…

ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍‌ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ

ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ…

ବିବାହର ୩ ଦିନ ପରେ ବୋହୂଙ୍କ ଭୟଙ୍କର କାଣ୍ଡ! ପୂରା ପରିବାରକୁ ଦେଇଦେଲେ ମୂଷାମରା ଔଷଧ, ତାପରେ….

ମହାରାଷ୍ଟ୍ର,୧୧।୧୦: ବିବାହର ଖୁସି ମନାଉଥିବା ପରିବାରରେ ହଠାତ୍‌ ଖେଳିଗଲା ଆତଙ୍କ । ବିବାହର ମାତ୍ର ୭୨ ଘଣ୍ଟା ମଧ୍ୟରେ ନବବଧୂ ନିଜ ସ୍ୱାମୀଙ୍କ ସମେତ ଶାଶୂଘରର ଅନ୍ୟ…

ମା’ ଦୁର୍ଗାଙ୍କ ନବରାତ୍ର ପୂଜା ଆରମ୍ଭ, ଉତ୍ସବ ମୁଖର ଗାଁଠୁ ସହର

ଛତ୍ରପୁର,୧୧।୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ଅଗସ୍ତି ନୂଆଗାଁ ଗ୍ରାମର କଲ୍ୟାଣୀ ଯୁବକ ସଂଘ ପକ୍ଷରୁ ରବିବାର ମା’ ଦୁର୍ଗାଙ୍କ ନବରାତ୍ର ପୂଜା…

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ପାଣିରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ…

କଂଗ୍ରେସ କାର୍ଯ୍ୟାଳୟରେ ଧସ୍ତାଧସ୍ତି ସହ ଚାପୁଡ଼ା ମାଡ଼; ରାଗରେ ବାହାରିଗଲେ ଅଜୟ

ଲକ୍ଷ୍ନୌ,୧୧।୧୦: ରବିବାର ଉତ୍ତର ପ୍ରଦେଶ କଂଗ୍ରେସ ମୁଖ୍ୟାଳୟରେ ନବନିଯୁକ୍ତ ରାଜ୍ୟ ସଭାପତି ଆରାଧନା ମିଶ୍ର ‘ମୋନା’ଙ୍କ ଦାୟିତ୍ୱ ଗ୍ରହଣ ଉତ୍ସବ ସମୟରେ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ପୂର୍ବତନ…

ଡଙ୍ଗା ଓଲଟି ଚାଲିଗଲା ୧୦୦ରୁ ଅଧିକ ଜୀବନ, ୧୧୬ ନିଖୋଜ

ଜିବୁତି ସିଟି,୧୧।୧୦: ପୂର୍ବ ଆଫ୍ରିକାର ଜିବୁତି ଉପକୂଳରେ ଏକ ବଡ଼ ଡଙ୍ଗା ଦୁର୍ଘଟଣା ଘଟିଛି । ପ୍ରାୟ ୩୦୫ ଜଣ ପ୍ରବାସୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା…

କୁଶପଲ୍ଲୀ ଚଳଚଞ୍ଚଳ: ମା’ ଚାମୁଣ୍ଡାଙ୍କ ପୀଠରେ ଆରମ୍ଭ ହେଲା ନବରାତ୍ର ପୂଜା

ଗଞ୍ଜାମ,୧୧ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ୍‌ ମଲାଡ଼ ପଞ୍ଚାୟତ ଅନ୍ତର୍ଗତ କୁଶପଲ୍ଲୀସ୍ଥିତ ମା’ ଚାମୁଣ୍ଡାଙ୍କ ପୀଠରେ ଶାରଦୀୟ ଦୁର୍ଗାପୂଜା ଅବସରରେ ୯ ଦିନବ୍ୟାପୀ ନବରାତ୍ର ପୂଜା ଓ ଅଖଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?