ଜୁନିୟର ଏନଟିଆରଙ୍କୁ ସ୍ପେଶାଲ ଗିଫ୍ଟ ଦେଲେ ଆଲିଆ

ମୁମ୍ବାଇ: ଦକ୍ଷିଣ ଭାରତୀୟ ଫିଲ୍ମର ଆଗଧାଡିର ନାୟକ ଜୁନିୟର ଏନଟିଆର ଓ ରାମ ଚରଣଙ୍କ ଷ୍ଟାରର ମୁଭି ଆର ଆର ଆରରେ ବଲିଉଡ ନାୟିକା ଆଲିଆ ଭଟ୍ଟ ଏକ ମହତ୍ୱପୂର୍ଣ୍ଣ କ୍ୟାମିଓ ରୋଲରେ ନଜର ଆସିଥିଲେ । ଏହାପରଠାରୁ ଆଲିଆ ଓ ଜୁନିୟର ଏନଟିଆରଙ୍କ ମଧ୍ୟରେ ବନ୍ଧୁତା ବଢି ଯାଇଛି । ନିକଟରେ ଆଲିଆ ଏହାର ଏକ ପ୍ରମାଣ ଦେଇଛନ୍ତି । ଅସଲରେ ଆଲିଆ ଜୁନିୟର ଏନଟିଆରଙ୍କୁ ଏକ ସ୍ପେଶାଲ ଗିଫ୍ଟ ଦେଇଥିବା ଜଣାପଡିଛି । ଆଉ ଏହାର ସୂଚନା ଦେଇଛନ୍ତି ଜୁନିୟର ଏନଟିଆର ।
ସୋସିଆଲ ମିଡିଆରେ ଜୁନିୟର ଏନଟିଆର ଆଲିଆଙ୍କୁ ତାଙ୍କ ସ୍ପେଶାଲ ଗିଫ୍ଟ ପାଇଁ ଧନ୍ୟବାଦ ଦେଇଛନ୍ତି । ତେବେ ଏହି ଉପହାରଟି ଜୁନିୟର ଏନଟିଆରଙ୍କ ପିଲାମାନଙ୍କ ପାଇଁ ରହିଛି । ସେ ଲେଖିଛନ୍ତି ଧନ୍ୟବାଦ ଆଲିଆ ମୋ ପୁଅ ଅଭୟ ଓ ଭାର୍ଗବଙ୍କ ଚେହେରାରେ ସବୁଦିନ ପାଇଁ ହସ ଫୁଟାଇଥିବାରୁ । ଏବେ ମୁଁ ଅପେକ୍ଷା କରିଛି ମୋ ନାଁରେ ଏମିତି ବ୍ୟାଗ କେବେ ଆସିବ । ଆଉ ଏହାର ଉତ୍ତରରେ ଆଲିଆ ଲେଖିଛନ୍ତି, ହାଁ ହାହାହା., । ମୁଁ ପୁରା ଏଡ ବିୟରର ଏକ ବଞ୍ଚ କେବଳ ଆପଣଙ୍କ ପାଇଁ ତିଆରି କରିବି । ଆପ ସବସେ ପ୍ୟାରା ହୈ । ସୁକ୍ରିୟା ।


Enter your email to get our daily news in your inbox.

All Right Reserved By Dharitri.Com

ବିଧାନସଭା ନିର୍ବାଚନ ପୂର୍ବରୁ AAPର ବଡ଼ ଘୋଷଣା; ଏହି ଦଳ ସହ କଲା ମେଣ୍ଟ

ନୂଆଦିଲ୍ଲୀ,୧୩।୯: ଆମ ଆଦମୀ ପାର୍ଟି (AAP) ଗୋଆ ବିଧାନସଭା ନିର୍ବାଚନକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ଘୋଷଣା କରିଛି। ଗୋଆରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର…

ଆମେରିକା ପ୍ରସଙ୍ଗରେ କଠୋର ଆଭିମୁଖ୍ୟ ଗ୍ରହଣ କଲେ ସି ଜିନପିଙ୍ଗ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ କହିଲେ…

ନୂଆଦିଲ୍ଲୀ,୧୩।୯: ଦିଲ୍ଲୀରେ ଅନୁଷ୍ଠିତ BRICS ସମ୍ମିଳନୀ ୨୦୨୬ରେ, ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ସହିତ ସମ୍ପର୍କ ଉନ୍ନତ କରିବାର ଗୁରୁତ୍ୱ ଉପରେ ଆଲୋକପାତ କରିବା ସହ…

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

ହିନ୍ଦୁ ସାଧୁଙ୍କ ପାଦ ସ୍ପର୍ଶ କଲେ ଇରାନର ରାଷ୍ଟ୍ରପତି ପେଜେଶକିଆନ! ଭିଡିଓ ଭାଇରାଲ

ନୂଆଦିଲ୍ଲୀ/ତେହରାନ,୧୩।୯: ଦିଲ୍ଲୀର ଭାରତ ମଣ୍ଡପମରେ ଚାଲିଥିବା ବ୍ରିକ୍ସ (BRICS) ସମ୍ମିଳନୀର ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଇରାନର ରାଷ୍ଟ୍ରପତି…

ଖଣ୍ଡେ ପାନ ପାଇଁ ବୃଦ୍ଧାଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ଯୁବକ

ମୋରଡ଼ା,୧୩ା୯(ସ୍ମାରକ ମାଜୀ): ଖଣ୍ଡେ ପାନ ପାଇଁ ଘଟିଛି ହତ୍ୟାକାଣ୍ଡ। ଠେଙ୍ଗାରେ ପିଟିପିଟି ବୃଦ୍ଧାଙ୍କୁ ହତ୍ୟା କରିଛନ୍ତି ଜଣେ ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ସୋସିଆଲ ମିଡିଆରେ ଚର୍ଚ୍ଚା; କିଶୋର କୁମାରଙ୍କ ଗୀତ ଗାଇଲେ ପ୍ରଧାନମନ୍ତ୍ରୀ, ସବୁ କହିଲେ….

ନୂଆଦିଲ୍ଲୀ,୧୩।୯: ଭାରତରେ ଆୟୋଜିତ ବ୍ରିକ୍ସ ଶିଖର ସମ୍ମିଳନୀର ଗାଲା ଡିନରରେ ମାଲେସିଆ ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମଙ୍କ ଏକ ଭିନ୍ନ ରୂପ ଦେଖିବାକୁ ମିଳିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ବିଭିନ୍ନ ଦାବି ନେଇ ଗୁଡ଼ାରି ବନ୍ଦ ଡାକରା, ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ଗୁଡ଼ାରି,୧୩ା୯(ପ୍ରମୋଦ କୁମାର ପତି): ବିଭିନ୍ନ ଦାବି ପୂରଣ ନେଇ ଆସନ୍ତା ୨୨ ତାରିଖରେ ଗୁଡାରି ବନ୍ଦ ଡାକରା ଦିଆଯାଇଛି। ଏନେଇ ରବିବାର ବିଡିଓଙ୍କ ଅନୁପସ୍ଥିତିରେ ଜିପିଡିଓ ଶିବପ୍ରସାଦ…

ପୁଣି ଲଣ୍ଡନରେ କ୍ୱାଲିଟି ଟାଇମ ସ୍ପେଣ୍ଡ କରୁଥିବାର ନଜର ଆସିଲେ ତ୍ରିଶା-ବିଜୟ; ଭିଡିଓ ଭାଇରାଲ, ପ୍ରଶଂସକ କହିଲେ…

ଚେନ୍ନାଇ,୧୩।୯: ସୁପରଷ୍ଟାର ଥାଲାପତି ବିଜୟ ଏବଂ ଅଭିନେତ୍ରୀ ତ୍ରିଶା କ୍ରିଷ୍ଣନଙ୍କ ଯୋଡ଼ିକୁ ପ୍ରଶଂସକମାନେ ଦୀର୍ଘ ଦିନ ଧରି ପସନ୍ଦ କରିଆସୁଛନ୍ତି। ଏହି ପସନ୍ଦ ସହିତ, ଉଭୟଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?