ମା’ ହେବା ପରେ ନିଜର ପ୍ରଥମ ଫଟୋ ଶେୟାର କଲେ ଆଲିଆ

ମୁମ୍ବାଇ: ଅଭିନେତ୍ରୀ ଆଲିଆ ଭଟ୍ଟ ଏବଂ ରଣବୀର କପୁର ଆଜିକାଲି ମା-ବାପା ହୋଇ ଝିଅ ସହ ଖୁସିରେ ଜୀବନ ବିତାଉଛନ୍ତି। ଆଲିଆ ହସ୍ପିଟାଲରୁ ଘରକୁ ଆସିବା ପରଠାରୁ ଝିଅ ସହିତ ଅଧିକ ସମୟ ଅତିବାହିତ କରୁଛନ୍ତି। ଇନ୍‌ଷ୍ଟାଗ୍ରାମରେ ନିଜର ଏକ ଫଟୋ ଶେୟାର କରିବାକୁ ସେ ମାତୃତ୍ୱ କର୍ତ୍ତବ୍ୟରୁ ଅଳ୍ପ ସମୟ ନେଇଥିଲେ। ଆଲିଆ ଚଳିତ ମାସ ଆରମ୍ଭରେ ରଣବୀର କପୁରଙ୍କ ସହ ଝିଅକୁ ସ୍ବାଗତ କରିବା ଦିନଠାରୁ ସୋସିଆଲ ମିଡିଆଠାରୁ ଦୂରରେ ରହିଆସୁଛନ୍ତି। ଏବେ ସେ ଯେଉଁ ଫଟୋ ଶେୟାର କରିଛନ୍ତି ଏଥିରେ ଖୁବ୍‌ ସୁନ୍ଦର ଦେଖାଯାଉଛନ୍ତି।

ଆଲିଆ ଏକ ଧଳା ଏବଂ କଳା ସ୍ବେଟର ପିନ୍ଧିଥିବାର ନଜର ଆସିଛନ୍ତି। ସେ ଟିକେ କ୍ଳାନ୍ତ ଦେଖାଯାଉଛନ୍ତି ଏବଂ ଶୀତର ସୂର୍ଯ୍ୟକୁ ଉପଭୋଗ କରୁଥିବା ପରି ମନେ ହେଉଛି। ସେ ନିଜ କେଶକୁ ଖୋଲା ରଖିଛନ୍ତି। ଏହି ସୁନ୍ଦର ଫଟୋ ଶେୟାର କରି ଏକ ଚା ଇମୋଜି ସହିତ ‘ଆରାମଦାୟକ’ ବୋଲି ଲେଖିଛନ୍ତି। ଏଥିରୁ ଜଣାପଡୁଛି ସେ ସୂର୍ଯ୍ୟକିରଣରେ ବସି ଆନନ୍ଦ ନେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

କାଲି CBSE ଦଶମ-ଦ୍ବାଦଶ ପରୀକ୍ଷା, ସକାଳ ୧୦ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ CBSEର ନିର୍ଦ୍ଦେଶ

ଭୁବନେଶ୍ବର,୧୬ା୨: ମଙ୍ଗଳବାର ଠାରୁ ଆରମ୍ଭ ହେବାକୁ ଯାଉଛି CBSE ଦଶମ, ଦ୍ବାଦଶ ପରୀକ୍ଷା । ୪୬ ଲକ୍ଷରୁ ଊର୍ଦ୍ଧ୍ବ ପରୀକ୍ଷାର୍ଥୀ ଏଥର ଦେବେ ଦଶମ ଓ ଦ୍ବାଦଶ…

ଲୋ ବ୍ଲଡପ୍ରେସର ସମସ୍ୟା ଅଛି କି ? ଏଥିରୁ ମୁକୁଳିବା ପାଇଁ ପିଅନ୍ତୁ…

ମିଶ୍ରିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଏବଂ ଆମିନୋ ଏସିଡ ରହିଛି। ଯଦି ଆପଣଙ୍କର ଲଗାତର କାଶ ହେଉଛି…

Video: ହ୍ୟାଣ୍ଡସେକ୍‌ ବିବାଦ ମଧ୍ୟରେ, ୱାସିମ ଆକ୍ରମଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୬।୨: ରବିବାର T20 World Cup 2026 ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ ହାଇ-ଭୋଲଟେଜ ମ୍ୟାଚ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏକତରଫା ଭାବରେ ୬୧…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

ଟିମ ଇଣ୍ଡିଆକୁ ଡବଲ୍‌ ଫାଇଦା: ଭାଙ୍ଗିଲା ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୧୬।୨:ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ କେବଳ ପାକିସ୍ତାନକୁ ପରାସ୍ତ କରି ନ ଥିଲା ବରଂ ଏଥିରୁ ଦୁଇଥର ଲାଭ ମଧ୍ୟ ପାଇଥିଲା। ସେହି ଲାଭ ସହିତ ଏହା…

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri