ଇନ୍‌ଷ୍ଟା ଡିପିରୁ ରଣବୀରଙ୍କ ସହ ଫଟୋ ହଟାଇଲେ ଆଲିଆ

ଅଭିନେତ୍ରୀ ଆଲିଆ ଭଟ୍ଟ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ପ୍ରଶଂସକଙ୍କ ସହ ସେ ଗର୍ଭବତୀ ଥିବା ଖବର ଶେୟାର କରିବା ପରେ ତାଙ୍କୁ ଏବେ ଚାରିଆଡୁ ଶୁଭେଚ୍ଛା ମିଳୁଛି। ନିକଟରେ ଆଲିଆ ଏକ ଗ୍ଲାମରସ୍‌ ଫଟୋଶୁଟ କରିଛନ୍ତି। ଏହାର ଫଟୋଗୁଡିକ ସେ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଆଲିଆଙ୍କ ଗ୍ଲାମରସ ଲୁକ୍‌କୁ ପ୍ରଶଂସକ ପସନ୍ଦ କରୁଛନ୍ତି। ଏପର୍ଯ୍ୟନ୍ତ ଏହି ଫଟୋଗୁଡ଼ିକରେ ୧୩ ଲକ୍ଷରୁ ଅଧିକ ଲାଇକ ଆସିଛି ଏହା ସହିତ ଆଲିଆ ମଧ୍ୟ ତାଙ୍କ ଇନ୍‌ଷ୍ଟା ଡିପି ପରିବର୍ତ୍ତନ କରିଛନ୍ତି। ସ୍ବାମୀ ରଣବୀର କପୁରଙ୍କ ସହ ମଧ୍ୟ ଆଲିଆ ତାଙ୍କ ପ୍ରୋଫାଇଲ ଫଟୋ ହଟାଇ ଏବେ କେବଳ ନିଜ ଫଟୋ ରଖିଛନ୍ତି। ଏହି ପୋଷ୍ଟରେ ଆଲିଆ ମଧ୍ୟ ଏକ କ୍ୟାପଶନ ଦେଇଛନ୍ତି। ସେ ଲେଖିଛନ୍ତି, ‘ମୁଁ ଚଳିତ ବର୍ଷ କିପରି କଫି ପିଇଥିଲି।’ ନିକଟରେ ଆଲିଆ ଇନ୍‌ଷ୍ଟା ଡିପି ପରିବର୍ତ୍ତନ କରି ରଣବୀର ସହ ଏକ ଫଟୋ ରଖିଲେ। ମାତ୍ର ସପ୍ତାହେ ମଧ୍ୟରେ ସେ ପୁଣି ଡିପି ପରିବର୍ତ୍ତନ କରିଛନ୍ତି।
ଆଲିଆ ଶୀଘ୍ର ରଣବୀର କପୁରଙ୍କ ସହ ଫିଲ୍ମ ‘ବ୍ରହ୍ମାସ୍ତ୍ର’ରେ ନଜର ଆସିବେ। ଏହି ଫିଲ୍ମର ନିର୍ଦ୍ଦେଶନା ଦେଇଛନ୍ତି ଆୟାନ ମୁଖାର୍ଜୀ। ଉଭୟଙ୍କ ବ୍ୟତୀତ ଅମିତାଭ ବଚ୍ଚନ, ନାଗାର୍ଜୁନ ଏବଂ ମୌନି ରୟ ମଧ୍ୟ ଏହି ଚଳଚ୍ଚିତ୍ରରେ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ନଜର ଆସିବେ। ପ୍ରଶଂସକମାନେ ଏହି ଫିଲ୍ମକୁ ଦୀର୍ଘ ସମୟ ଧରି ଅପେକ୍ଷା କରି ରହିଛନ୍ତି। ଏହି ଫିଲ୍ମ ସେପ୍ଟେମ୍ବର ୯ରେ ସିନେମା ଘରେ ମୁକ୍ତିଲାଭ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ପ୍ରଥମେ କାଟିଲେ, ପରେ ଯୋଡ଼ିଲେ

ଭବାନୀପାଟଣା,୧୦ା୧୦(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ହୋଇଥିଲା। ଏଥିରେ ବିଭିନ୍ନ ସଂଗଠନ ଯଥା ଅଖିଳ ଭାରତୀୟ…

ମାନସିକ ଅନଗ୍ରସରଙ୍କ ଅଧିକାର: ସେମାନଙ୍କ ପାଇଁ ମୁକ୍ତ ଆଇନ ସହାୟତା

ଦିଗପହଣ୍ଡି, ୧୦|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ଶନିବାର ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି। ଦିଗପହଣ୍ଡି…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

ବିଜେଡି ସମର୍ଥିତ ଛାତ୍ରନେତାଙ୍କ ନାମାଙ୍କନ ନାକଚକୁ ନେଇ ଥାନାର ଦ୍ୱାରସ୍ଥ ହେଲା ବିଜେଡି

କେସିଙ୍ଗା, ୧୦/୧୦ (ତୁମେଶ୍ୱର ସାହୁ): ରାଜ୍ୟର ସମସ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଗତକାଲି ନାମାଙ୍କନ ପ୍ରକ୍ରିୟା ଶେଷ ହୋଇଛି। ଏହି କ୍ରମରେ କଳାହାଣ୍ଡି ଜିଲାର…

ପାଇଲଟ ସ୍ମିତ୍‌ ମଚ୍ଛର ଆକ୍ରମଣର ତଦନ୍ତ କରିବ ଏନ୍‌ଆଇଏ

ନୂଆଦିଲ୍ଲୀ, ୧୦ା୧୦ : ସେପ୍ଟେମ୍ବର ୩୦ରେ ଫ୍ଲାଇଦୁବାଇ ବିମାନର କକ୍‌ପିଟ ଭିତରେ ଭାରତୀୟ ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛରଙ୍କୁ ହୋଇଥିବା ଆକ୍ରମଣର ତଦନ୍ତ ପାଇଁ ଜାତୀୟ ତଦନ୍ତକାରୀ…

ମୁମ୍ବାଇରେ ବଲିଉଡ ଅଭିନେତା ଇମ୍ରାନ ଖାନ୍‌ ଅଟକ

ମୁମ୍ବାଇ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ମୁମ୍ବାଇରେ ଆନ୍ଦୋଳନ ବେଳେ ଶନିବାର ବଲିଉଡ ଅଭିନେତା ଇମ୍ରାନ ଖାନ୍‌ଙ୍କୁ ପୋଲିସ ଅଟକ ରଖିଛି।…

ସଂଗଠନ ସୁଦୃଢ଼ କରିବାକୁ ଭାଜପାର ଆହ୍ୱାନ: ଚିନାମାଳିପଶି ହାଟ ପଡ଼ିଆରେ …

ପାଟଣା, ୧୦।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ପାଟଣା ବ୍ଲକ୍‌ ଅନ୍ତର୍ଗତ ଚିନାମାଳିପଶି ହାଟ ପଡ଼ିଆଠାରେ ଶନିବାର ଭାରତୀୟ ଜନତା ପାର୍ଟି ( ଭାଜପା)ର ପାଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?