ବିବାହ ପରେ ନୂଆ ଘରକୁ ସିଫ୍ଟ କରିବେ ଆଲିଆ!

ମୁମ୍ବାଇ: ବଲିଉଡ୍ ନାୟିକା ଆଲିଆ ଭଟ୍ଟ ଏବେ ନିଜ ପର୍ସନାଲ ଲାଇଫରେ ବିଜି ଅଛନ୍ତି । ବଲିଉଡ୍ ନାୟକ ରଣବୀର କପୁରଙ୍କୁ ଆଲିଆ ବିବାହ କରିବେ ବୋଲି ଶୁଣିବାକୁ ମିଳିଥିବା ବେଳେ ସେ ଏବେ ଅଧିକାଂଶ ସମୟରେ ରଣବୀରଙ୍କ ମା’ ନିତୁ କପୁର ଓ ଭଉଣୀ ରିଦ୍ଧିମା କପୁରଙ୍କ ସହ ନଜର ଆସୁଛନ୍ତି । କେତେବେଳେ ପାର୍ଟିରେ ତ କେତେବେଳେ ମାର୍କେଟରେ ପୁଣି କେତେବେତେ ଆଲିଆ ନିତୁ କପୁରଙ୍କ ଘରେ ନଜର ଆସୁଛନ୍ତି । ଏବେ ରଣବୀରଙ୍କର ଏକ ନୂଆ ଘରର କନଷ୍ଟ୍ରକଶନ୍ କାମ ଚାଲିଥିବା ବେଳେ ମଝିରେ ମଝିରେ ଆଲିଆ ସେଠାକୁ ଯାଉଥିବା ଦେଖାଯାଇଛି । ସେ ସେଠାରେ ଘରର ଉପରୁ ତଳ ପର୍ଯ୍ୟନ୍ତ କନଷ୍ଟ୍ରକଶନ୍ କାମକୁ ବୁଲି ବୁଲି ଦେଖୁଛନ୍ତି । ଆଲୋଚନା ହେଉଛି କି ଆଲିଆ ବୋଧହୁଏ ରଣବୀରଙ୍କୁ ବିବାହ କରିବା ପରେ ଏହି ନୂଆ ଘରକୁ ସିଫ୍ଟ ହେବେ । ତେଣୁ ତାଙ୍କ ହିସାବରେ ବି ଘରର କିଛିଟା ଡିଜାଇନ୍ କରାଯାଇପାରେ ବୋଲି ଅନୁମାନ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରମିଳାଙ୍କ ଘରେ ହଠାତ୍‌ ପହଞ୍ଚିଲେ ଯାଜପୁର ନେତା, ଉପସ୍ଥିତ ଅଛନ୍ତି ଏମାନେ ସବୁ…

ଭୁବନେଶ୍ୱର,୭।୪: ପ୍ରମିଳାଙ୍କ ସରକାରୀ ବାସଭବନରେ ଯାଜପୁର ନେତାଙ୍କ ମେଳିକୁ ନେଇ ରାଜନୀତିରେ ହଇଚଇ। ଭଦ୍ରକ ମଣ୍ଡଳ ଦମ୍ପତିଙ୍କୁ ସସପେଣ୍ଡ ପରେ ଯାଜପୁର ସଂଗଠନକୁ ନେଇ ବୈଠକ ଚାଲିଥିବା…

ଏମିତି ଖେଳ ଖେଳିଲା ଇରାନ, ପବନରେ ଉଡ଼ିଯିବ ଟ୍ରମ୍ପଙ୍କ ମଙ୍ଗଳବାର ବାଲା ଧମକ

ତେହରାନ,୭।୪: ସମ୍ଭାବ୍ୟ ଆମେରିକୀୟ ଆକ୍ରମଣ ବିରୁଦ୍ଧରେ ଇରାନ ତାର ଶକ୍ତି କେନ୍ଦ୍ରଗୁଡ଼ିକୁ ସୁରକ୍ଷିତ ରଖିବା ପାଇଁ ଏକ ନୂତନ ରଣନୀତି ପ୍ରସ୍ତୁତ କରିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

ଗୋରୁ ବ୍ୟବସାୟୀଙ୍କ ଘରେ ଚଢାଉ: ଲକ୍ଷ ଲକ୍ଷ ଟଙ୍କା ସହ ଅଳଙ୍କାର ଜବତ

ଖଇରା,୭।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ବାହାନଗା ଅଞ୍ଚଳର ଜଣେ ଗୋରକ୍ଷକ କୃପାସିନ୍ଧୁ ବେହେରା ଗୋରୁ ବ୍ୟବସାୟୀଙ୍କ ଆକ୍ରମଣରେ ମୃତ୍ୟୁବରଣ କରିବା ପରେ ବାଲେଶ୍ବର ଏସପିଙ୍କ ଆକ୍ସନ ମୋଡ୍‌…

ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି : ୫ କିଲୋଗ୍ରାମ ସିଲିଣ୍ଡରର ଯୋଗାଣକୁ କଲେ ଦ୍ୱିଗୁଣିତ

ନୂଆଦିଲ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି। ଏହାର ପ୍ରଭାବ ଏସୀୟ ଦେଶଗୁଡ଼ିକରେ ଏଲପିଜି ଏବଂ ପେଟ୍ରୋଲ-ଡିଜେଲର ଯୋଗାଣ ଉପରେ ଦେଖାଯାଉଛି। ତଥାପି,…

ଗୋ’ ମାଫିଆଙ୍କ ଘରେ ରେଡ୍‌: ମିଳିଲା ପୁଳାପୁଳା ଟଙ୍କା-ସୁନା, ମାରଣାସ୍ତ୍ର

ଭଦ୍ରକ, ୭।୪(ସନାତନ ରାଉତ): ପୂର୍ବାଞ୍ଚଳ ଡିଆଇଜିଙ୍କ ନିଦ୍ଦେର୍ର୍ଶକ୍ରମେ ବାଲେଶ୍ୱର, ଭଦ୍ରକ ଓ ମୟୁରଭଞ୍ଜ ଜିଲାରେ ପୋଲିସ ପକ୍ଷରୁ ଗୋ’ ମାଫିଆଙ୍କ ଘରେ ରେଡ କରାଯାଇଛି l ଭଦ୍ରକର…

ନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ଼ ଝଟକା, ନୂଆ ଦଳ ଗଠନ କଲେ ସିଦ୍ଧୁ! ଦଳରୁ ଅଲଗା ହେବା ପରେ…

ଚଣ୍ଡିଗଡ଼,୭।୪: ୨୦୨୭ ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ, ରାଜ୍ୟର ରାଜନୈତିକ ଦୃଶ୍ୟପଟରେ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ଘଟିଛି। ନବଜୋତ ସିଂହ ସିଦ୍ଧୁଙ୍କ ପତ୍ନୀ ଡକ୍ଟର ନବଜୋତ କୌର…

ମୋରଡାରୁ ପଶ୍ଚିମବଙ୍ଗ ହେଉଥିଲା ଗୋ ଚାଲାଣ, ୧୩ ଗୋରୁ ଜବତ କଲା ପୋଲିସ

ମୋରଡା,୭/୪(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବେଆଇନ ଭାବେ ଗୋ ଚାଲାଣ ବୃଦ୍ଧି ପାଉଥିବାର ଦେଖାଯାଇଛି । ଅନେକ ସ୍ଥାନରେ ପୋଲିସର ଚଢ଼ାଉ ଜାରି…

୨୦ହଜାର କୋଟି କ୍ଷତି, ଝୁଲୁଛି AI 171 ତଦନ୍ତର ଖଣ୍ଡା , ଏୟାର ଇଣ୍ଡିଆ ଛାଡିଲେ ସିଇଓ କ୍ୟାମ୍ପବେଲ ୱିଲସନ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପର ମାଲିକାନାରେ ଥିବା ଏୟାରଲାଇନ୍ସ ଏୟାର ଇଣ୍ଡିଆରେ ଏକ ବଡ଼ ପରିବର୍ତ୍ତନ ଆସିଛି। ଏୟାରଲାଇନ୍ସର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ), କ୍ୟାମ୍ପବେଲ ୱିଲସନ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri