ବର୍ଲିନରେ ହେବ ଆଲିଆଙ୍କ ‘ଗଙ୍ଗୁବାଇ କାଠିଆଓ୍ବାଡି’ର ପ୍ରିମିୟର

ନୂଆଦିଲ୍ଲୀ,୧୬।୧୨: ଆସନ୍ତା ବର୍ଷ ଫେବୃୟାରୀରେ ହେବାକୁ ଥିବା ୭୨ତମ ବର୍ଲିନ ଅନ୍ତର୍ଜାତୀୟ ଫିଲ୍ମ ମହୋତ୍ସବରେ ସଞ୍ଜୟ ଲୀଲା ଭଂସାଲିଙ୍କ ‘ଗଙ୍ଗୁବାଇ କାଠିଆଓ୍ବାଡି’ର ପ୍ରିମିୟର ହେବ। ଏହି ଅନ୍ତର୍ଜାତୀୟ ଫିଲ୍ମ ଉତ୍ସବରେ ଏକମାତ୍ର ଭାରତୀୟ ଫିଲ୍ମ ଭାବେ ‘ଗଙ୍ଗୁବାଇ କାଠିଆଓ୍ବାଡି’ ପ୍ରଦର୍ଶିତ ହେବ। ଏ ନେଇ ଫିଲ୍ମ ମହୋତ୍ସବ ଆୟୋଜନକାରୀ ବୁଧବାର ଘୋଷଣା କରିଛନ୍ତି। ଏହା ଉପରେ ପତିକ୍ରିୟା ରଖି ଖୁସି ପ୍ରକାଶ କରିଛନ୍ତି ଫିଲ୍ମର ମୁଖ୍ୟ ଭୂମିକାରେ ଥିବା ଆଲିଆ ଭଟ୍ଟ। ତେବେ ଆଲିଆଙ୍କ ପାଇଁ ଏହା ନୂଆ ନୁହେଁ। ପୂର୍ବରୁ ତାଙ୍କ ଅଭିନୀତ ଫିଲ୍ମ ‘ଗଲି ବୟ’ର ପ୍ରିମିୟର ବର୍ଲିନ ଅନ୍ତର୍ଜାତୀୟ ଫିଲ୍ମ ମହୋତ୍ସବରେ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୧୩ ଗେଟ୍‌, ୩ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୧ା୯(ପ୍ରମୋଦ ବହିଦାର): ସମ୍ପ୍ରତ୍ତି ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହ ହ୍ରାସ ପାଇବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ମଧ୍ୟ କ୍ରମଶଃ ହ୍ରାସ ପାଇଛି। ତେଣୁ ହୀରାକୁଦ…

ଭୁଶୁଡ଼ିଲା ବାଘୁଆମେଦୀ ମୁଖ୍ୟ ରାସ୍ତା: ଗାଁକୁ ଯାଇପାରୁନି ଆମ୍ବୁଲାନ୍ସ

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ବାଘୁଆ ମେଦୀ ମୁଖ୍ୟ ରାସ୍ତା ଲଘୁଚାପ ଜନିତ ବର୍ଷାରେ ଭୁଶୁଡି ପଡିଛି।…

ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ

ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…

ଅକ୍ଟୋବର ପହିଲାରୁ ମହଙ୍ଗା ମାଡ଼: ପୁଣି ବଢ଼ିଲା କମର୍ସିଆଲ LPG ସିଲିଣ୍ଡର ଦାମ୍‌, ୬୨ଟଙ୍କାରୁ ଅଧିକ …

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭ ହେଉଥିବା ବେଳେ ସାଧାରଣ ଲୋକ ଓ ବ୍ୟବସାୟୀଙ୍କୁ ବଡ଼ ଝଟକା ଲାଗିଛି। ଅକ୍ଟୋବର ୧ ତାରିଖରୁ ସରକାରୀ ତୈଳ କମ୍ପାନୀଗୁଡ଼ିକ ୧୯…

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?