୧୨ ବର୍ଷ ବୟସରେ ପ୍ରଥମ ଥର ରଣବୀରଙ୍କୁ ଭେଟିଥିଲେ ଆଲିଆ

ଅଭିନେତା ରଣବୀର କପୁର ଏବଂ ଆଲିଆ ଭଟ୍ଟ ଫିଲ୍ମ ବ୍ରହ୍ମାସ୍ତ୍ରରେ କେବଳ ଏକାଠି କାମ କରିଛନ୍ତି ତା’ନୁହଁ ଏହା ପୂର୍ବରୁ ମଧ୍ୟ ସଞ୍ଜୟ ଲୀଲା ଭଂଶାଲୀଙ୍କ ଫିଲ୍ମ ବାଳିକା ବଧୂରେ ମଧ୍ୟ ଦୁହେଁ କାମ କରିସାରଛନ୍ତି। ନିକଟରେ ଏକ ସାକ୍ଷାତକାରରେ ଆଲିଆ ରଣବୀରଙ୍କୁ ପ୍ରଥମେ କେଉଁଠାରେ ଭେଟିଥିଲେ ଏବଂ ସେତେବେଳେ ସେ କିପରି ପ୍ରତିକ୍ରିୟା କରିଥିଲେ ତାହା ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଯେତେବେଳେ ମୁଁ ରଣବୀରଙ୍କୁ ପ୍ରଥମ ଥର ଭେଟିଥିଲି, ସେତେବେଳେ ମୋର ବୟସ ୧୨ ବର୍ଷ ହୋଇଥିଲା। ସେ ସଞ୍ଜୟ ଭଂଶାଲୀଙ୍କ ସହ କାମ କରୁଥିଲେ ଏବଂ ମୋତେ ତାଙ୍କ ସହ ଫଟୋଶୁଟ୍‌ କରିବାକୁ ପଡୁଥିଲା।

ବର୍ତ୍ତମାନ ଏହି ଯୋଡି ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି। ତେବେ ବିବାହକୁ ନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଥିବା ନେଇ ଶୁଣିବାକୁ ମିଳୁଛି। ବିବାହ ତାରିଖ, ବିବାହ ସ୍ଥାନ ସବୁକିଛି ସ୍ଥିର ହୋଇ ସାରିଥିବା ବେଳେ ଉଭୟ ପରିବାରଙ୍କ ତରଫରୁ ଏଯାଏ କୌଣସି ଖବର ଆସିନାହିଁ। ସୂଚନା ମୁତାବକ, ରଣବୀର-ଆଲିଆଙ୍କ ବିବାହ ରୀତିନୀତି ଏପ୍ରିଲ ୧୩ରୁ ଆରମ୍ଭ ହୋଇ ଏପ୍ରିଲ ୧୬ ପର୍ଯ୍ୟନ୍ତ ଚାଲିବ ଏବଂ ୧୭ରେ ଦୁହେଁ ହାତକୁ ଦି’ହାତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ଅଭିନୟରେ ସଫଳ ରହିଥିବା ସଲମାନ୍‌ ପ୍ରେମରେ ସବୁବେଳେ ବିଫଳ

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲମାନ୍‌ ଖାଁଙ୍କର ଫିଲ୍ମ ଜୀବନ ପରି ବ୍ୟକ୍ତିଗତ ଜୀବନ ମଧ୍ୟ ରୋମାଞ୍ଚକର। ଜୀବନରେ ତାଙ୍କର ବହୁ ଅଭିନେତ୍ରୀଙ୍କ ସହିତ ପ୍ରେମ ସମ୍ପର୍କ...

ଅନୁରାଗଙ୍କୁ ଗିରଫ କରା ନ ଗଲେ ଅନଶନରେ ବସିବେ ପାୟଲ!

ମୁମ୍ବାଇ; ବଲିଉଡ୍ ନିର୍ଦ୍ଦେଶକ ଅନୁରାଗ କଶ୍ୟପଙ୍କ ଉପରେ ଯୌନ ଶୋଷଣ ଅଭିଯୋଗ ଆଣି ଇଣ୍ଡଷ୍ଟ୍ରିରେ ହଇଚଇ କରିଥିବା ଅଭିନେତ୍ରୀ ପାୟଲ ଘୋଷ ନିଜ ଓକିଲଙ୍କ ସହ...

ବୟଫ୍ରେଣ୍ଡ୍‌ଙ୍କ ଜନ୍ମଦିନ ପାର୍ଟିରେ ଶ୍ରଦ୍ଧା ପିନ୍ଧିଲେ ୪ ଲକ୍ଷ ୩୦ ହଜାର ଟଙ୍କାର ମିନି ଡ୍ରେସ୍‌

ମୁମ୍ବାଇ,୭।୩: ବଲିଉଡ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୁବେଳେ ନିଜ ଲୁକସ୍‌ ନେଇ ଚର୍ଚ୍ଚାରେ ରହିଥାନ୍ତି। ଏବେ ନିଜ ବୟଫ୍ରେଣ୍ଡ୍‌ ରୋହନ ଶ୍ରେଷ୍ଠଙ୍କ ଜନ୍ମ ଦିନ ପାର୍ଟିରେ...

ସୁଶାନ୍ତଙ୍କ ଅସୁସ୍ଥତା ସତ୍ତ୍ୱେ ପାର୍ଟି କରୁଥିଲେ ରିୟା

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁକୁ ୨ମାସ ବିତିଯାଇଛି। ହେଲେ ତାଙ୍କ ମୃତ୍ୟୁର ପଛର କାରଣ ଏଯାଏଁ ଜଣାପଡ଼ିନାହିଁ। ଏହି ମାମଲାରେ ଏବେ...

ବଡ଼ ପରଦାରେ ଏଣ୍ଟ୍ରି କରିବେ ଅବିକା

ଛୋଟ ପରଦାରେ ପ୍ରସାରିତ ଧାରାବାହିକ ‘ବାଲିକା ବଧୂ’ରେ ଆନନ୍ଦୀ ଚରିତ୍ରରେ ଅଭିନୟ କରି ଘରେ ଘରେ ପରିଚିତ ହୋଇଥିବା ଅଭିନେତ୍ରୀ ଅବିକା ଗୌର ଏବେ ଚର୍ଚ୍ଚାରେ...

ବିଗ୍‌ବସ୍‌-୧୫ର ଗ୍ରାଣ୍ଡ୍‌ ପ୍ରିମିୟର ତାରିଖ ଘୋଷଣା କଲେ ସଲମାନ

ମୁମ୍ବାଇ: ରିୟାଲିଟି ଶୋ’ ବିଗ୍‌ବସ୍‌ -୧୪ ଶନିବାର ଶେଷ ହୋଇଥିବା ବେଳେ ବିଗ୍‌ବସ୍‌ -୧୫ର ଗ୍ରାଣ୍ଡ୍‌ ପ୍ରିମିୟର ପାଇଁ ପ୍ରସ୍ତୁତ ହେବାକୁ ଘୋଷଣା କରିଛନ୍ତି ସଲମାନ।...

ସୁଶାନ୍ତ ସିଂ ରାଜପୁତଙ୍କ ପରିବାରକୁ ମିଳୁଛି ଧମକ

ମୁମ୍ବାଇ: ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ମାମଲାରେ ଆଉ ଏକ ନୂଆ ମାମଲା ସାମ୍ନାକୁ ଆସିଛି। ସୁଶାନ୍ତଙ୍କ ରହସ୍ୟମୟ ମୃତ୍ୟୁର ୨ ମାସ ପରେ ଦୁଃଖରେ...

ଗ୍ଲାମର ଦୁନିଆ ଛାଡ଼ି ଏବେ ଯୋଗିନୀ ଏସବୁ ଅଭିନେତ୍ରୀ: ପ୍ରଶଂସକଙ୍କୁ କରିଛନ୍ତି ଚକିତ

ବମ୍ବେ: କଳାକାରଟିଏ ହେବାର ସ୍ବପ୍ନ ନେଇ ଅନେକ ମୁମ୍ବାଇ ମୁହାଁ ହୋଇଥାନ୍ତି। ଏଥିପାଇଁ ସହରକୁ ସ୍ବପ୍ନର ସହର ବୋଲି କୁହାଯାଏ। ଅନେକ ଆଶାୟୀଙ୍କ ସ୍ବପ୍ନ ଏଠାରେ...

Advertisement
Archives

Model This Week