ଝିଅକୁ କ’ଣ କରିବାକୁ ଚାହାନ୍ତି ଆଲିଆ: ନିଜେ କଲେ ଖୁଲାସା

ଅଭିନେତ୍ରୀ ଆଲିଆ ଭଟ୍ଟ ଆଜିକାଲି ଝିଅ ରାହା ସହ ସମୟ ବିତାଉଛନ୍ତି। ଫିଲ୍ମ ଦୁନିଆରୁ ଦୂରେଇ ସେ ଝିଅର ଭଲମନ୍ଦ ବୁଝୁଛନ୍ତି। ଆଲିଆ-ରଣବୀରଙ୍କ ଝିଅ ହୋଇଥିବାରୁ ରାହା ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ଆଗକୁ ଆକ୍ଟିଂରେ କ୍ୟାରିୟର କରିବେ କି ପ୍ରଶ୍ନରେ ଆଲିଆ ସ୍ପଷ୍ଟ ଭାବରେ କୁହନ୍ତି, ସେ ବର୍ତ୍ତମାନ ମାତ୍ର ତିନି ବର୍ଷ ବୟସର। ମୁଁ ଝିଅକୁ ଆଥଲେଟ୍‌ କରିବାକୁ ଚାହୁଁଛି। ବହୁତ ଛୋଟ ହେବା ସତ୍ତ୍ୱେ, ରାହା ଏବେ ଖେଳ ପ୍ରତି ଆଗ୍ରହ ଦେଖାଉଛି । ତେଣୁ ସେ କ୍ରୀଡାବିତ୍‌ ହେଲେ ମୁଁ ଖୁସି ହେବି।
ମୁଁ ଛୋଟ ଥିବାବେଳେ ମୋ ଅନ୍ତନିର୍ହିତ ଗୁଣ ପରଖିଥିଲେ ମୋ ମା’ ଏବଂ ଭଉଣୀ। ସେମାନେ ମୋତେ ଆକ୍ଟିଂ କ୍ୟାରିୟର ଗଢିବାକୁ ପରାମର୍ଶ ଦେଇଥିଲେ। ସେମାନଙ୍କୁ ଯୋଗୁ ହିଁ ମୁଁ ଆଗକୁ ବଢିପାରିଛି। ମୁଁ ଚାହେଁ ରାହା ମଧ୍ୟ ସେମିତି ଆଗକୁ ବଢୁ ବୋଲି ଆଲିଆ କୁହନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

୧୦ ପଞ୍ଚାୟତର ଦୁଃଖ ବଉଦପାଟ, ବନ୍ୟା ହେଲେ ଜଳ ନିଷ୍କାସନରେ ବାଧକ ସାଜିଛି ୫୩ ନମ୍ବର ଜାତୀୟ ରାଜପଥ ବାଧକ

ମହାକାଳପଡ଼ା,୩୦ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ୧୦ପଞ୍ଚାୟତ ଚାଷକ୍ଷେତରେ ବର୍ଷା ଓ ବନ୍ୟା ଜଳ ନିଷ୍କାସନରେ ୫୩ ନଂ. ଜାତୀୟ ରାଜପଥ ବାଧକ ସାଜିଛି।…

ଯୌତୁକ ପାଇଁ ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ; ଘରୁ ସ୍ବାମୀଙ୍କୁ ଉଠାଇନେଇ ପୋଲିସ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମର କେ.କୁରେଶୁୁ ରେଡ୍ଡୀଙ୍କ ଝିଅ କେ. ଭାରତୀ ରେଡ୍ଡୀ ସାନଖେମୁଣ୍ଡି ବ୍ଲକ…

ଏହି ବୋଲରକୁ ଡରନ୍ତି ବୈଭବ ସୂର୍ଯ୍ୟବଂଶୀ! ନିଜେ କହିଦେଲେ ସବୁ ସତ

ନୂଆଦିଲ୍ଲୀ, ୩୦।୭: ଭାରତୀୟ କ୍ରିକେଟ ଜଗତରେ ଏବେ ଛାଇ ଯାଇଥିବା ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରେ ଡେବ୍ୟୁ କରିଛନ୍ତି। ସେ ଭାରତ ପାଇଁ…

ଘରୁ ବୃଦ୍ଧାଙ୍କ ପଚାସଢା ମୃତଦେହ ଉଦ୍ଧାର ଘଟଣା: ବେସାହାରା ହୋଇପଡିଛନ୍ତି ମାନସିକ ବିକାରଗ୍ରସ୍ତ ୨ ପୁଅ, ପ୍ରଶାସନର ଦେଖାନାହିଁ…

ପୁରୁଷୋତ୍ତମପୁର,୩୦/୭ (ସବିତା ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ରଥସାହିରେ ଏକ ଅଭାବନୀୟ ଘଟଣା ଚର୍ଚ୍ଚିତ ବିଷୟ ପାଲଟିଥିଲା। ସବୁଥାଇ ମଧ୍ୟ ପରିବାର ଓ ସମ୍ପର୍କିୟମାନେ ମୁହଁ ଫେରାଇ…

ବନ୍ୟା ଜଳ ମାଡ଼ି ଆସିବାରୁ ଫସିଗଲେ ୧୩ଚାଷୀ, ଉଦ୍ଧାର ପାଇଁ ଆସିଲା ଓଡ୍ରାଫ ଟିମ୍‌, ମଝି ପାଣିରେ ରହିଯାଇଥିଲେ ୪

ବଲାଙ୍ଗୀର,୩୦।୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା ଟିଟିଲାଗଡ଼ ଉନ୍ଦେର ନଦୀରେ ବନ୍ୟା ଆସିବାରୁ ଫସିଗଲେ ୧୩ ଚାଷୀ । ବଙ୍ଗୋମୁଣ୍ଡା ଗନ୍ଧର୍ଲା ଗାଁର ୫ ଜଣ…

ଧର୍ମେନ୍ଦ୍ର ଓଡ଼ିଶା ଆସିବା ପରେ ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ: ମିଳିଲା ବଡ଼ ସଙ୍କେତ! ଧର୍ମେନ୍ଦ୍ରଙ୍କୁ…

ଭୁବନେଶ୍ୱର, ୩୦।୭: ସିଜେପିର ବିକ୍ଷୋଭ ପ୍ରଦର୍ଶନ ପରେ ଚାପଗ୍ରସ୍ତ ହୋଇ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ସେ ପ୍ରଥମଥର ଓଡ଼ିଶା ଗସ୍ତରେ…

କେସିଙ୍ଗା ସହର ଜଳମଗ୍ନ: ଗାଁ ଗାଁ ବୁଲିଲେ ଜିଲାପାଳ-ଅଧିକାରୀ

କେସିଙ୍ଗା,୩୦।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ସବୁଠାରୁ ଜଳମଗ୍ନ ଅଞ୍ଚଳ ହେଉଛି ବେଲଖଣ୍ଡି, ହାତୀଖୋଜ, ସିର୍ଜା ପାଳି ଅଞ୍ଚଳରେ ଲଗାଣ ବର୍ଷାରେ ରାସ୍ତା ଘାଟ ଜଳମଗ୍ନ…

୨.୪୦ ଲକ୍ଷ ଟଙ୍କା ଠକେଇର ଶିକାର ହେଲେ ଏହି ଅଭିନେତ୍ରୀ: ସେନ୍ଦେହ ହେବାରୁ…

ଫିଲ୍ମ ଅଭିନେତ୍ରୀ କୀର୍ତ୍ତି କୁଲହାରି ସାଇବର ଠକେଇର ଶିକାର ହୋଇଛନ୍ତି। ଠକମାନେ ଏକ ଅନଲାଇନ ଠକେଇ ମାଧ୍ୟମରେ ତାଙ୍କ ବ୍ୟାଙ୍କ ଆକାଉଣ୍ଟରୁ ପ୍ରାୟ ୨.୪୦ ଲକ୍ଷ ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri