Posted inଖେଳ

ଆଲିଆ ପିସିବିର ପ୍ରଥମ ମହିଳା ନିର୍ଦ୍ଦେଶକ

ଇସ୍‌ଲାମାବାଦ୍‌, ୧୧ା୧୧ (ଏପି)- ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ପ୍ରଥମ ଥର ଜଣେ ମହିଳା ନିର୍ଦ୍ଦେଶକଙ୍କୁ ନିଯୁକ୍ତି ଦେଇଛି। ପିସିବିର ୪ଜଣ ନୂଆ ନିର୍ଦ୍ଦେଶକଙ୍କ ମଧ୍ୟରେ ମାନବ ସମ୍ବଳ କାର୍ଯ୍ୟନିର୍ବାହୀ ଆଲିଆ ଜାଫର ଅନ୍ୟତମ। ଅନ୍ୟ ୩ଜଣ ହେଲେ ଫାଇନାନ୍ସ ଏକଜ୍ୟୁଟିଭ୍‌ ଜାଭେଦ୍‌ କୁରେଶି, ଇକୋନୋମିଷ୍ଟ ଅସିମ ଓ୍ବାଜିଦ୍‌ ଜାଓ୍ବାଦ ଏବଂ କର୍ପୋରେଟ୍‌ ଏକ୍‌ଜ୍ୟୁଟିଭ୍‌ ଅରିଫ୍‌ ସଇଦ୍‌। ଜାଫର ଓ ଜାଓ୍ବାଦଙ୍କ କାର୍ଯ୍ୟକାଳ ୨ ବର୍ଷ ରଖାଯାଇଛି। ବୋର୍ଡ ଅଫ୍‌ ଗଭରନର୍ସର ୪ ସ୍ବାଧୀନ ନିର୍ଦ୍ଦେଶକଙ୍କ ମଧ୍ୟରେ ଅତିକମ୍‌ରେ ଜଣେ ମହିଳାଙ୍କୁ ନିଯୁକ୍ତି ବାଧ୍ୟତାମୂଳକ ବୋଲି ପିସିବିର ନୂଆ ସମ୍ବିଧାନରେ ବ୍ୟବସ୍ଥା ରହିଛି। ଦେଶର ପ୍ରଥମଶ୍ରେଣୀ କ୍ରିକେଟରେ ଏଣିକି କେବଳ ୬ଟି ପ୍ରାଦେଶିକ ଟିମ୍‌ ବେଲୁଚିସ୍ତାନ, ସେଣ୍ଟ୍ରାଲ ପଞ୍ଜାବ, ସଦର୍ନ ପଞ୍ଜାବ, ଖାଇବର ପାଖତୁନଖ୍ବା, ସିନ୍ଧ୍‌ ଓ ନର୍ଦନ ଅଂଶଗ୍ରହଣ କରିବେ। ପାକିସ୍ତାନରେ ୫୦ ବର୍ଷରୁ ଅଧିକ ସମୟ ଧରି ସହର ଭିତ୍ତିକ ଦଳ ସହ ବ୍ୟାଙ୍କଗୁଡ଼ିକ ପ୍ରଥମଶ୍ରେଣୀ ଟୁର୍ନାମେଣ୍ଟଗୁଡ଼ିକରେ ଭାଗନେଇ ଆସୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତଠାରୁ ପରାଜୟ ପରେ ରାଗିକି ନିଆଁ ହୋଇଗଲେ ଶାହିଦ ଆଫ୍ରିଦି: ନିଜ ଜ୍ୱାଇଁଙ୍କୁ ବି ଛାଡ଼ିଲେନି

ଇସଲାମାବାଦ୍‌,୧୬।୨: ଟି୨୦ ବିଶ୍ୱକପରେ ଭାରତ ବିପକ୍ଷରେ ପରାଜୟ ପୂର୍ବତନ ପାକିସ୍ତାନ ଅଧିନାୟକ ଶାହିଦ ଆଫ୍ରିଦିଙ୍କ ଖୋଲାଖୋଲି ଭାବରେ ଦଳକୁ ସମାଲୋଚନା କରିଛନ୍ତି। ସେ ଦଳର ବରିଷ୍ଠ ଖେଳାଳିମାନଙ୍କୁ…

ଲଜ୍ଜାରେ ଏମିତି କାମ କଲେ ମୋହସିନ ନକଭି: ମ୍ୟାଚ୍‌ ଅଧାରୁ ….

ନୂଆଦିଲ୍ଲୀ,୧୬।୨: ଭାରତଠାରୁ ପରାସ୍ତ ହେବାପରେ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)ର ମୁଖ୍ୟ ମୋହସିନ ନକଭି ଦଳର ହାତ ଛାଡ଼ିଦେଇଛନ୍ତି। କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଭାରତ ବିପକ୍ଷରେ ତାଙ୍କ…

IND vs PAK: ଟିମ୍ ଇଣ୍ଡିଆର ଦମଦାର୍ ବିଜୟ, ଭାଇରାଲ ହେଉଛି ଗୌତମ ଗମ୍ଭୀରଙ୍କ ୬ ଶବ୍ଦର ପୋଷ୍ଟ

କଲମ୍ବୋ,୧୬।୨:  ପାକିସ୍ତାନ ବିପକ୍ଷରେ ଭାରତର ଦମଦାର ବିଜୟ ପରେ, ଭାରତୀୟ ଦଳର କୋଚ୍ ଗୌତମ ଗମ୍ଭୀରଙ୍କ ଏକ ପୋଷ୍ଟ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଭାରତର…

ରାଗରେ ଏମିତି କହିଦେଲେ ପାକିସ୍ତାନ ଅଧିନାୟକ: ଅଫ୍‌ ଡେ’ରେ…

କଲମ୍ବୋ,୧୬।୨:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ ଗ୍ରୁପ ପର୍ଯ୍ୟାୟ ମ୍ୟାଚ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ଭାରତ ପାକିସ୍ତାନକୁ ପରାସ୍ତ…

ବିଜୟ ପରେ ମଧ୍ୟ ଟିମ୍‌ ଇଣ୍ଡିଆ ଖେଳାଳିଙ୍କ ମଧ୍ୟରେ ଫାଟ! ଏହି କାରଣରୁ ଯୁକ୍ତିତର୍କ, VIDEO ଭାଇରାଲ୍‌

ନୂଆଦିଲ୍ଲୀ,୧୬।୨: ୨୦୨୬ ଟି୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଜବରଦସ୍ତ ବିଜୟ ପରେ ଟିମ ଇଣ୍ଡିଆ ଶିବିରରେ ସେଲିବ୍ରେଶନର ପରିବେଶ ଥିଲାବେଳେ, ମ୍ୟାଚ ପରେ ପଡ଼ିଆରେ ଏକ ଘଟଣା…

ଜବରଦସ୍ତ ବିଜୟ ପରେ ଏମିତି କଥା କହିଦେଦେଲ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଲମ୍ବୋ,୧୬।୨: ICC T20 ବିଶ୍ୱକପର ଏକ ଗ୍ରୁପ ଏ ମ୍ୟାଚ୍‌ରେ ପାକିସ୍ତାନ ବିପକ୍ଷରେ ୬୧ ରନର ଜବରଦସ୍ତ ବିଜୟ ସହିତ ସୁପର -୮ ପର୍ଯ୍ୟାୟ ପାଇଁ ଯୋଗ୍ୟତା…

ପାକିସ୍ତାନର ଗର୍ବ ଭାଙ୍ଗିଲେ ଏହି ୫ ଖେଳାଳି: ସାଜିଲେ ବିଜୟର ହିରୋ

କଲମ୍ବୋ,୧୬।୨: ୨୦୨୬ ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଆଉ ଏକ ସ୍ମରଣୀୟ ବିଜୟ ସହିତ ଭାରତ ସୁପର ୮ରେ ପ୍ରାୟ ନିଜର ସ୍ଥାନ ସୁରକ୍ଷିତ କରିଛି। ଏହି…

ଟି-୨୦ ବିଶ୍ୱକପ୍: ପାକିସ୍ତାନକୁ ଧୂଳି ଚଟାଇ ସୁପର-୮ରେ ଭାରତ; ଧରାଶାୟୀ ପଡ଼ୋଶୀ ଦଳ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ହାଇଭୋଲ୍ଟେଜ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ର ଏକ ବଡ଼ ବ୍ୟବଧାନରେ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ଲଗାତାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri