ସ୍ବାମୀଙ୍କୁ ନେଇ ଏମିତି କହିଦେଲେ ଆଲିଆ

ବଲିଉଡ୍‌ ଅଭିନେତା ରଣବୀର କପୁର ଆଜିକାଲି ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ତାଙ୍କ ଆଗାମୀ ଚଳଚ୍ଚିତ୍ର ‘ରାମାୟଣ’ରେ ଭଗବାନ ରାମଙ୍କ ପ୍ରଥମ ଝଲକ ରିଲିଜ୍‌ ହୋଇଛି। ଦର୍ଶକ ରଣବୀରଙ୍କୁ ଭଗବାନ ରାମ ଅବତାରରେ ଦେଖି ପ୍ରଶଂସା କରୁଛନ୍ତି। ସ୍ତ୍ରୀ ଆଲିଆ ମଧ୍ୟ ସ୍ବାମୀଙ୍କ ପ୍ରଶଂସାରେ ଶତମୁଖ।

ରଣବୀରଙ୍କ ପ୍ରଶଂସା କରି ଆଲିଆ କହିଛନ୍ତି, ଏହା ଅଦ୍ଭୁତ। ମୁଁ ଭାବୁଛି ରଣବୀର ଏକ ମହାନ କାମ କରିଛନ୍ତି ଏବଂ ମୁଁ ଫିଲ୍ମ ରିଲିଜ୍‌କୁ ଅପେକ୍ଷା କରିଛି।

ନୀତେଶ ତିୱାରୀଙ୍କ ନିର୍ଦ୍ଦେଶିତ ଏହି ବହୁ ପ୍ରତୀକ୍ଷିତ ଫିଲ୍ମକୁ ‘ୟୁ’ ରେଟିଂ ମିଳିଛି। ପ୍ରାରମ୍ଭିକ ସମୀକ୍ଷା ସକାରାତ୍ମକ ରହିଛି। ରଣବୀର ଫିଲ୍ମରେ ରାମ ଭୂମିକାରେ ଅଭିନୟ କରିଛନ୍ତି। ସାଇ ପଲ୍ଲବୀ ସୀତା ଭୂମିକାରେ ଅଭିନୟ ଅଛନ୍ତି। ୟଶ ରାବଣ, ସନି ଦେଓଲ ହନୁମାନ ଏବଂ ରବି ଦୁବେ ଲକ୍ଷ୍ମଣ ଭାବରେ ନଜର ଆସିବେ। ଫିଲ୍ମଟି ଦୁଇଟି ଭାଗରେ ରିଲିଜ୍‌ ହେବ। ପ୍ରଥମ ଭାଗ ୨୦୨୬ ଦୀପାବଳିରେ ଏବଂ ଦ୍ୱିତୀୟ ଭାଗ ୨୦୨୭ ଦୀପାବଳିରେ ମୁକ୍ତିଲାଭ କରିବ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

ତୃତୀୟ ଦିନରେ ଶ୍ରୀଲଙ୍କାର ଲଢ଼ୁଆ ବ୍ୟାଟିଂ, ଭାରତର ନିୟନ୍ତ୍ରଣରେ ଦ୍ୱିତୀୟ ଟେଷ୍ଟ

କଲମ୍ବୋ,୨୫ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ତୃତୀୟ ଦିନ ଶେଷ ସୁଦ୍ଧା ଭାରତ ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସ୍‌ରେ ଭାରତ ୫୦୩/୯ ସ୍କୋର କରିଥିବା ବେଳେ…

ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ, କର୍ମକର୍ତ୍ତା ଚୟନ: ବ୍ରାହ୍ମଣୀଗାଁରେ ବ୍ଲକ୍ କାର୍ଯ୍ୟାଳୟ ସ୍ଥାପନ ଦାବି

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍ ପାଳକ ସଂଘର କମ୍ୟୁନିଟି ହଲ୍‌ରେ ମଙ୍ଗଳବାର ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ ଓ କର୍ମକର୍ତ୍ତା ଚୟନ…

ସିଡିପିଓଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି ନେଇ ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁରରେ ବିଭିନ୍ନ ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକାମାନେ ମଙ୍ଗଳବାରଠାରୁ ଅନଶନ ଆରମ୍ଭ କରିଛନ୍ତି। ଅନଶନ ଆରମ୍ଭ…

୬୦ ବୟସରୁ ଅଧିକ ମହିଳାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମାଗଣାରେ କରିପାରିବେ ବସ୍‌ଯାତ୍ରା…

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ଯୋଗୀ ସରକାର ମଙ୍ଗଳବାର ଦିନ ‘ଲୋକମାତା ଅହଲ୍ୟାବାଈ ମାତୃଶକ୍ତି ଯୋଜନା’ ସମେତ ୨୪ଟି ପ୍ରସ୍ତାବକୁ ମଞ୍ଜୁରୀ ଦେଇଛନ୍ତି। ସିଏମ୍ ଯୋଗୀ ୬୦ ବର୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri