ଖ୍ରୀଷ୍ଟମାସ ଅପେକ୍ଷାରେ ଆଲିଆ, ଫଟୋ ଶେୟାର କରି କହିଲେ…

ମୁମ୍ବାଇ: ୨୦୨୨ ବର୍ଷ ଅଭିନେତ୍ରୀ ଆଲିଆ ଭଟ୍ଟଙ୍କ ପାଇଁ ଅତ୍ୟନ୍ତ ସ୍ବତନ୍ତ୍ର ଥିଲା। ତାଙ୍କ ଜୀବନରେ ସବୁଦିନ ପାଇଁ ସ୍ମରଣୀୟ ମୁହୂର୍ତ୍ତ ଦେଇ ଏହି ବର୍ଷ ଚାଲିଛି। ଏହି ବର୍ଷ ସେ ‘ଗଙ୍ଗୁବାଇ କାଠିଆଓ୍ବାଡି’, ‘ଆର୍‌ଆର୍‌ଆର୍‌’ ‘ଡାର୍ଲିଙ୍ଗ୍ସ’ ଏବଂ ‘ବ୍ରହ୍ମାସ୍ତ୍ର’ ଭଳି ହିଟ୍‌ ଫିଲ୍ମ ଦେଇଥିଲେ। ତାଙ୍କ ଅଭିନୟ ଲୋକଙ୍କ ହୃଦୟରେ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଛି। କେବଳ ଏତିକି ନୁହେଁ, ସେ ଚଳିତ ବର୍ଷ ତାଙ୍କର ପ୍ରଥମ ହଲିଉଡ୍‌ ପ୍ରୋଜେକ୍ଟର ଶୁଟିଂ ମଧ୍ୟ ଶେଷ କରିଥିଲେ। ସେ ଏହି ଫିଲ୍ମରେ ଗାଲ ଗାଡୋଟ୍‌ଙ୍କ ସହ ‘ହାର୍ଟ ଅଫ୍‌ ଷ୍ଟୋନ୍‌’ରେ କାମ କରୁଥିବା ନଜର ଆସିଥିଲେ। ଏହି ବର୍ଷ ସେ ରଣବୀର କପୁରଙ୍କୁ ବିବାହ କରିଥିଲେ ଏବଂ ଗତ ମାସରେ ତାଙ୍କର ଏକ ଶିଶୁ କନ୍ୟା ବି ଜନ୍ମ ହୋଇଛନ୍ତି। ସେ ବର୍ତ୍ତମାନ ଝିଅ ସହିତ ଖୁସିର ମୁହୂର୍ତ୍ତ ବିତାଉଛନ୍ତି। ଆଲିଆ ତାଙ୍କ ଝିଅର ନାଁ ରଖିଛନ୍ତି ରାହା।

ଝିଅ ହେବା ପରଠାରୁ ସେ ପ୍ରତ୍ୟେକ ରବିବାର ବିନା ମେକଅପ୍‌ ଲୁକ୍‌ ସହିତ ସୋସିଆଲ ମିଡିଆରେ ସେଲ୍‌ଫି ଶେୟାର କରୁଛନ୍ତି। ଆଜି ବି ସେ ପ୍ରଶଂସକଙ୍କ ପାଇଁ ଏକ ଫଟୋ ଶେୟାର କରିଛନ୍ତି। ଏଥିରେ ସେ ତାଙ୍କ ମନୋବଳ ବିଷୟରେ କହିଛନ୍ତି। ସେ କହିଛନ୍ତି, ସେ ବର୍ତ୍ତମାନ ଜିଙ୍ଗଲ ବେଲ୍ସ ଶୁଣୁଛନ୍ତି। ସେ ଲେଖିଛନ୍ତି, ‘ମୁଡ୍‌ … ବର୍ତ୍ତମାନ ଶୁଣୁଛି..’ ଆଉ ୮ ଦିନ ବାକି ଅଛି। ମା’ ହେବା ପରେ ଆଲିଆ ଏବଂ ତାଙ୍କ ଝିଅ ପାଇଁ ଏହା ପ୍ରଥମ ଖ୍ରୀଷ୍ଟମାସ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀ ନିକ୍‌ଙ୍କ ପ୍ରତି ଅଭିଯୋଗ ଆଣିଲେ ଏହି ମହିଳା, ମୁହଁ ଖୋଲିନାହାନ୍ତି ପ୍ରିୟଙ୍କା

ମୁମ୍ବାଇ: ବଲିଉଡ୍‌ରୁ ହଲିଉଡ୍‌ ପର୍ଯ୍ୟନ୍ତ ନିଜର ପରିଚୟ ସୃଷ୍ଟି କରିଥିବା ପ୍ରିୟଙ୍କା ଚୋପ୍ରା ଆଜିକାଲି ତାଙ୍କର ଅନେକ ହଲିଉଡ୍‌ ପ୍ରୋଜେକ୍ଟରେ ବ୍ୟସ୍ତ ଅଛନ୍ତି। ଏଥିସହ ତାଙ୍କୁ...

ଅନ୍ତର୍ଜାତୀୟ ଯୋଗ ଦିବସ: ଯୋଗରେ ନିମଗ୍ନ ବଲିଉଡ୍‌ର କିଛି ସେଲିବ୍ରିଟି

ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ। ସାଧାରଣତଃ ଲୋକେ ସୁସ୍ଥ ରହିବାକୁ ଯୋଗ କରିଥାନ୍ତି। ବଲିଉଡ୍‌ର ସେଲିବ୍ରିଟିମାନେ ମଧ୍ୟ ସୁସ୍ଥ ଏବଂ ସୌନ୍ଦର୍ଯ୍ୟକୁ ଅକ୍ଷୁଣ୍ଣ ରଖିବା...

ଦଶହରା ଲଢ଼େଇ

ଏଥର ଦଶହରା ବଜାରରେ ଦୁଇଟି ସିନେମା-‘ମିଷ୍ଟର ମଜ୍‌ନୁ’ ଏବଂ ‘ଦିସ୍‌ ଇଜ୍‌ ମାୟାରେ ବାୟା’ ରିଲିଜ୍‌ ହେବାକୁ ଯାଉଛି। ଅର୍ଥାତ୍‌ ଚଳିତବର୍ଷ ଏହି ଦୁଇ ସିନେମା...

ଗୁରୁଦିବସରେ ଗୁରୁଙ୍କୁ ଏମିତି ମନେ ପକାଇଲେ ସଲମାନ

ଆଜି ପବିତ୍ର ଗୁରୁଦିବସ। ଗୁରୁଙ୍କ ବିନା ଜୀବନ ଅନ୍ଧକାରମୟ। ତେଣୁ ଗୁରୁଙ୍କୁ ସମ୍ମାନ ଜଣାଇବା ପାଇଁ ଏହି ଦିନଟି ଗୁରୁତ୍ୱପୂର୍ଣ୍ଣ। ବଲିଉଡ୍‌ ଅଭିନେତା ସଲମାନ୍‌ ଖାନ୍‌...

ନଜର ଆସିଲା ଶ୍ରଦ୍ଧା-ପ୍ରଭାସଙ୍କ ରୋମାନ୍ସ

ମୁମ୍ବାଇ: ବଲିଉଡ୍‌ ନାୟିକା ଶ୍ରଦ୍ଧା କପୁର ଓ ସାଉଥ୍‌ ଷ୍ଟାର ପ୍ରଭାସଙ୍କର ରୋମାଣ୍ଟିକ ଅନ୍ଦାଜ ଏବେ ସାମ୍ନାକୁ ଆସିଛି। ଅଗଷ୍ଟ ୩୦ରେ ରିଲିଜ୍‌ ହେବାକୁ ଥିବା...

ଆସିଲା ନଓ୍ବାଜୁଦ୍ଦିନଙ୍କ କରୋନା ଟେଷ୍ଟ ରିପୋର୍ଟ

ଲକ୍ଷ୍ନୌ,୧୮।୫: ବଲିଉଡ୍‌ ଅଭିନେତା ନଓ୍ବାଜୁଦ୍ଦିନ ସିଦ୍ଦିକିଙ୍କ ପ୍ରଶଂସକଙ୍କ ପାଇଁ ଆସିଛି ଖୁସି ଖବର। ନିକଟରେ ୧୪ ଦିନଆ ହୋମ କ୍ୱାରାଣ୍ଟାଇନରେ ଥିବା ଏହି ଅଭିନେତାଙ୍କ କରୋନା...

ପଞ୍ଚଭୂତରେ ବିଲୀନ କେକେଙ୍କ ପାର୍ଥିବ ଶରୀର

ବଲିଉଡର ପ୍ରସିଦ୍ଧ ଗାୟକ କେକେଙ୍କ ପାର୍ଥତ୍ବ ଶରୀର ଗୁରୁବାର ପଞ୍ଚଭୂତରେ ବିଲୀନ ହୋଇଛି। ଭର୍ସୋଭା ଶ୍ମଶାନରେ କେକେଙ୍କ ପୁଅ ପିତାଙ୍କୁ ମୁଖାଗ୍ନି ଦେଇଥିଲେ। କେକେଙ୍କ ହଜାର...

ଶଶି ଥରୁରଙ୍କୁ ଆସିଥିଲା ଫିଲ୍ମ ଅଫର୍‌, ଏହି କାରଣରୁ କରିଥିଲେ ମନା

ବଲିଉଡର ‘ଦବଙ୍ଗ ଖାନ’ ସଲମାନ ଖାନ ଫିଲ୍ମ ଇଣ୍ଡଷ୍ଟ୍ରିର ଜଣେ ଜଣାଶୁଣା ଚେହେରା। ସେ ନିଜ କ୍ୟାରିୟରରେ ଏପର୍ଯ୍ୟନ୍ତ ଏକରୁ ଅଧିକ ସୁପରହିଟ ଫିଲ୍ମ କରିଛନ୍ତି।...

Advertisement
Archives

Model This Week