ଝିଅର ପ୍ରଥମ ଝଲକ୍‌ ଦେଖାଇଲେ ଆଲିଆ

ବଲିଉଡ୍‌ ଅଭିନେତ୍ରୀ ଆଲିଆ ଭଟ୍ଟ ଏବଂ ଅଭିନେତା ରଣବୀର କପୁରଙ୍କ ଝିଅ ରାହା ବର୍ଷକର ହୋଇଛନ୍ତି। ଏହି ଅବସରରେ ଆଲିଆ ପ୍ରଶଂସକଙ୍କୁ ଝିଅର ପ୍ରଥମ ଝଲକ୍‌ ଦେଖାଇଛନ୍ତି। ଇନ୍‌ଷ୍ଟାଗ୍ରାମରେ ରାହାଙ୍କ କିଛି ଫଟୋ ପ୍ରଶଂସକଙ୍କ ସହ ଶେୟାର କରିଛନ୍ତି ଆଲିଆ। ପ୍ରଥମ ଫଟୋରେ ରାହା ଦୁଇ ହାତ କେକ୍‌ ଉପରେ ରଖିଛନ୍ତି। ଦ୍ୱିତୀୟ ଫଟୋରେ ସେ ବାପା-ମା’ଙ୍କ ସହ ହାତରେ ଫୁଲ ଧରିଥିବା ଦେଖାଯାଇଛି। ଯଦିଓ ଫଟୋ ଆଲିଆ ଝିଅର ମୁହଁ ଦେଖାଇନାହାନ୍ତି, କିନ୍ତୁ ତାଙ୍କ କୁନି କୁନି ହାତ ପ୍ରଶଂସକଙ୍କୁ ଦେଖାଇଛନ୍ତି। ଫଟୋ ଶେୟାର କରି ଆଲିଆ ଲେଖିଛନ୍ତି,ଆମର ଖୁସି, ଆମର ଜୀବନ..ଆମର ଆଲୋକ। କାଲି ଭଳି ଲାଗୁଛି, ଯେତେବେଳେ ତୁମେ ପେଟରେ ଖେଳୁଥିଲ ଆମେ ତୁମ ପାଇଁ ଗୀତ ବଜାଉ ଥିଲୁ। କହିବାକୁ କିଛି ନାହିଁ, କେବଳ ଏତିକି ତୁମକୁ ପାଇଁ ଆମେ ଜୀବନରେ ଧନ୍ୟ ହୋଇଛୁ।
ଆଲିଆ-ରଣବୀର ୨୦୨୨ ଏପ୍ରିଲ ୧୪ରେ ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ। ନଭେମ୍ବର ୬,୨୦୨୨ରେ ରାହା ଜନ୍ମ ହୋଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ଏଣିକି ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର, ୪ର୍ଥରେ ୪୦ ହଜାର ଟଙ୍କା

ଅମରାବତି,୧୬।୫: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ସରକାର…

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri