ବଲିଉଡ ପରେ ହଲିଉଡରେ ଏଣ୍ଟ୍ରି କରିବେ ଆଲିଆ

ଅଭିନେତ୍ରୀ ଆଲିଆ ଭଟ୍ଟ ଏବେ ହଲିଉଡରେ ଏଣ୍ଟ୍ରି କରିବାକୁ ଯାଉଛନ୍ତି। ଆଲିଆ ‘ଗାଙ୍ଗବାଇ କାଠିଆଓ୍ବାଡି’ରେ ଦମ୍‌ଦାର ଅଭିନୟ କରି ସମସ୍ତଙ୍କ ହୃଦୟ ଜିତିଛନ୍ତି। ନିକଟରେ ଆଲିଆ ଫିଲ୍ମ‘ଗଙ୍ଗୁବାଇ କାଠିଆୱାଡି’ ରିଲିଜ ହୋଇଥିଲା, ଯେଉଁଥିରେ ତାଙ୍କ ଅଭିନୟକୁ ବହୁତ ପ୍ରଶଂସା କରାଯାଉଛି । ତେବେ ଏବେ ଆଲିଆ ହଲିଉଡରେ ଡେବ୍ୟୁ କରିବାକୁ ଯାଉଛନ୍ତି। ସେ ୱାଣ୍ଡର ୱମ୍ୟାନ ଗାଲ ଗାଡୋଟଙ୍କ ସହିତ କାମ କରିବାକୁ ଯାଉଛନ୍ତି ।
ଏହା ଏକ ସ୍ପାଇ ଥ୍ରୀଲର ଫିଲ୍ମ । ଏହି ସିନେମାର ନାମ ହେଉଛି ହାର୍ଟ ଅଫ ଷ୍ଟୋନ। ଯାହା ଟମ ହାର୍ପରଙ୍କ ଦ୍ବାରା ନିର୍ଦ୍ଦେଶିତ । ଏହି ଚଳଚ୍ଚିତ୍ର ନେଟଫ୍ଲିକ୍ସରେ ମୁକ୍ତିଲାଭ କରିବ। ଟ୍ରେଡ ଆନାଲିସିଷ୍ଟ ତରଣ ଆଦର୍ଶ ଆଲିଆ ଭଟ୍ଟଙ୍କ ହଲିଉଡ ଡେବ୍ୟୁ ବିଷୟରେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

ତୃତୀୟ ଦିନରେ ଶ୍ରୀଲଙ୍କାର ଲଢ଼ୁଆ ବ୍ୟାଟିଂ, ଭାରତର ନିୟନ୍ତ୍ରଣରେ ଦ୍ୱିତୀୟ ଟେଷ୍ଟ

କଲମ୍ବୋ,୨୫ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ତୃତୀୟ ଦିନ ଶେଷ ସୁଦ୍ଧା ଭାରତ ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସ୍‌ରେ ଭାରତ ୫୦୩/୯ ସ୍କୋର କରିଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri