ହଲିଉଡ୍‌ରେ ଏଣ୍ଟ୍ରି କରିବେ ଆଲିଆ

ମୁମ୍ବାଇ: ବଲିଉଡ୍‌ର ସବୁଠୁ ଟ୍ୟାଲେଣ୍ଟେଡ୍‌ ଅଭିନେତ୍ରୀଙ୍କ ମଧ୍ୟରୁ ଆଲିଆ ହେଉଛନ୍ତି ଜଣେ। ସେ ଫିଲ୍ମ ‘ରାଜି’, ‘ଡିଅର ଜିନ୍ଦେଗୀ’, ‘କପୁର ଆଣ୍ଡ୍‌ ସନ୍‌ସ’ରେ ଅଭିନୟ କରି ଚର୍ଚ୍ଚାକୁ ଆସିଥିଲେ। ଏବେ ରଣବୀର କପୁରଙ୍କ ସହ ବିବାହକୁ ନେଇ ବି ସେ ଚର୍ଚ୍ଚାରେ ଅଛନ୍ତି। ଆଲିଆଙ୍କୁ ନେଇ ଏକ ବଡ଼ ଖବର ଏବେ ସାମ୍ନାକୁ ଆସିଛି।

ପ୍ରିୟଙ୍କା ଚୋପ୍ରା ଏବଂ ଦୀପିକା ପାଦୁକୋନଙ୍କ ପରେ ଆଲିଆ ଭଟ୍ଟ ହଲିଉଡ୍‌ରେ ଏଣ୍ଟ୍ରି କରିବାକୁ ପ୍ରସ୍ତୁତ ହେଉଛନ୍ତି। ଏକ ରିପୋର୍ଟ ଅନୁଯାୟୀ, ଆଲିଆଙ୍କୁ ହଲିଉଡ୍‌ର ଟ୍ୟାଲେଣ୍ଟ ଏଜେନ୍ସି ଡବ୍ଲ୍ୟୁଡବ୍ଲ୍ୟୁଉଇ(WWE) ତଥା ଓ୍ବିଲିୟମ ମୋରିସ୍‌ ଆଣ୍ଡେଭର ଏଣ୍ଟରଟେନ୍‌ମେଣ୍ଟରେ ସାଇନ୍‌ କରିଛନ୍ତି। ଏହା ଏକ ଆମେରିକୀୟ ଏଜେନ୍ସି ଯାହାକି କାଲିଫର୍ନିଆରେ ରହିଛି।

କୁହାଯାଉଛି, ୨୦୨୨ରେ ଆଲିଆ ହଲିଉଡ୍‌ ପ୍ରୋଜେକ୍ଟରେ କାମ କରିବେ। ନୂଆ ପୋଜେକ୍ଟକୁ ନେଇ ଆଲିଆ ଖୁବ୍‌ ଉତ୍ସାହିତ ଅଛନ୍ତି। ହଲିଉଡ୍‌ ଅଭିନେତ୍ରୀ ଜୋନିଫର ଲରେନ୍ସଙ୍କ ବହୁତ ବଡ଼ ପ୍ରଶଂସକ ହେଉଛନ୍ତି ଆଲିଆ। ତେଣୁ ସେ ତାଙ୍କ ପରି ଫିଲ୍ମ କରିବାକୁ ଚାହୁଁଛନ୍ତି।

ଏହା ବ୍ୟତୀତ ଆଲିଆ ବଲିଉଡ୍‌ରେ ଖୁବ୍‌ଶୀଘ୍ର ସଞ୍ଜୟ ଲୀଲା ଭଁସାଲୀଙ୍କ ଫିଲ୍ମ ‘ଗଙ୍ଗୁବାଇ କାଠିଆଓ୍ବାଡି’ରେ ନଜର ଆସିବେ। ଏଥିସହିତ ରଣବୀର ସିଂହଙ୍କ ସହ ‘ରକି ଏବଂ ରାନୀ କି କହାନୀ’ରେ ସେ କାମ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରପାରିରେ ଭେଟେରାନ୍‌ କୋରିଓଗ୍ରାଫର ଭିରୁ ଦେବଗନ

ମୁମ୍ବାଇ,୨୭।୫: ବଲିଉଡ୍‌ ଦୁନିଆର ଭେଟେରାନ୍‌ ଆକ୍ସନ୍‌ କୋରିଓଗ୍ରାଫର ଭିରୁ ଦେବଗନଙ୍କ ସୋମବାର ପରଲୋକ ହୋଇଛି। ସୋମବାର ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ମୁମ୍ବାଇ...

ପ୍ରଥମ ଦେଖାରେ ଶର୍ଟ‌ଲେସ୍‌ ସଲମାନଙ୍କୁ ଦେଖି ହସ ରୋକି ପାରି ନ ଥିଲେ କଟ୍ରିନା, ଆଉ ତା’ ପରେ…

ବମ୍ବେ: ବଲିଉଡ୍‌ର ଅନ୍ୟତମ ହିଟ୍‌ଯୋଡିଙ୍କ ମଧ୍ୟରୁ ସଲମାନ ଖାନ-କଟ୍ରିନା ଅନ୍ୟତମ। ଉଭୟ ରିଲ୍‌ ଏବଂ ରିଅଲ୍‌ ଲାଇଫ୍‌ରେ ରୋମାନ୍ସ କରିଥିବା କଥା ସମସ୍ତେ ଜାଣନ୍ତି। ରିଲ୍‌ରେ...

କରିନାଙ୍କଠାରୁ ଆରମ୍ଭ କରି ରବିନା ଟଣ୍ଡନ-ହେମା; ଦ୍ୱିତୀୟ ସ୍ତ୍ରୀ ହୋଇ ବହୁତ ଖୁସିରେ ଅଛନ୍ତି ଏହି ୫ ଅଭିନେତ୍ରୀ

ବମ୍ବେ: ବଲିଉଡ୍‌ରେ ଅନେକ ଅଭିନେତ୍ରୀ ଅଛନ୍ତି, ଯେଉଁମାନେ ଦୁଇଥର ବିବାହ କରିଛନ୍ତି। ସେଥିରୁ କିଛି ଛାଡ଼ପତ୍ର ପାଇଥିବା ବ୍ୟକ୍ତିଙ୍କ ହାତ ଧରିଛନ୍ତି। ହେଲେ ସେମାନେ ସୁଖୀ...

ନିଜ ଗୁରୁଙ୍କ ଫଟୋ ଶେୟାର କରି ଭାବୁକ ହେଲେ ନଓ୍ବାଜୁଦ୍ଦିନ

ମୁମ୍ବାଇ: ବଲିଉଡ୍‌ରେ ନିଜର ଦମଦାର ଅଭିନୟ ପାଇଁ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି ନଓ୍ବାଜୁଦ୍ଦିନ ସିଦ୍ଦିକି। ହେଲେ ସେ କାହାଠାରୁ ଅଭିନୟ ଶିକ୍ଷା କରିଛନ୍ତି...

କ୍ଷମା ମାଗିଲେ ସୈଫ୍‌

ବଲିଉଡ ଅଭିନେତା ସୈଫ ଅଲୀ ଖାନ ଆଜିକାଲି ତାଙ୍କ ନୂଆ ଫିଲ୍ମକୁ ନେଇ ବିବାଦ ଘେରକୁ ଆସିଛନ୍ତି। ତାଙ୍କର ଆଗାମୀ ଚଳଚ୍ଚିତ୍ର ‘ଆଦିପୁରୁଷ’କୁ ଆପତ୍ତି ଉଠିଛି।...

ରିଲ୍‌ ଲାଇଫ୍‌ରେ ସଫଳତା ସାଉଁଟି ଥିବା ସୀମା ରିୟଲ ଲାଇଫ୍‌ରେ ବିଫଳ…

ମୁମ୍ବାଇ,୧୪।୧: ବଲିଉଡ୍‌ ଅଭିନେତ୍ରୀ ସୀମା ବିଶ୍ୱାସ ଗୁରୁବାର ୫୫ ବର୍ଷ ପୂରଣ କରିଛନ୍ତି। ସେ ୫୬ବର୍ଷରେ ପାଦ ଦେଇଛନ୍ତି। ୧୯୬୫ ଜାନୁୟାରୀ ୧୪ରେ ସେ ଆସାମର...

ପ୍ରଥମ ଚଳଚ୍ଚିତ୍ରରେ ଅଭିନୟ ପାଇଁ କେତେ ଟଙ୍କା ପାରିଶ୍ରମିକ ନେଇଥିଲେ ଅମିତାଭ

ବଲିଉଡ୍‌ ଇଣ୍ଡଷ୍ଟ୍ରୀରେ ୫୦ ବର୍ଷ ପୂରଣ କରିଛନ୍ତି ସୁପରଷ୍ଟାର ଅମିତାଭ ବଚ୍ଚନ। ଆଜିର ଦିନରେ ଅର୍ଥାତ୍‌ ନଭେମ୍ବର ୭, ୧୯୬୯ରେ ଅମିତାଭଙ୍କ ପ୍ରଥମ ଅଭିନୀତ ଚଳଚ୍ଚିତ୍ର...

ମା’ ହେବେ ଶ୍ରେୟା !

ମୁମ୍ବାଇ: ବଲିଉଡ୍‌ର ସୁପ୍ରତିଷ୍ଠିତ କଣ୍ଠଶିଳ୍ପୀ ଶ୍ରେୟା ଘୋଷାଲଙ୍କ ଘରକୁ ଖୁବ୍‌ଶୀଘ୍ର ଆସିବେ ନୂଆ ଅତିଥି । ପର୍ସନାଲ ଲାଇଫକୁ ନେଇ ସବୁବେଳେ ଚୁପ୍ ରହୁଥିବା ଏହି...

Advertisement
Archives

Model This Week