ଆଲିଆଙ୍କ ଦୀପାବଳି ଲୁକ୍‌

ମୁମ୍ବାଇ: ଆଲୋକର ପର୍ବ ଦୀପାବଳି ଅବସରରେ ବଲିଉଡ୍‌ ଅଭିନେତ୍ରୀମାନେ କିଏ କ’ଣ କେମିତି ଡ୍ରେସ୍‌ ଗହଣା ପିନ୍ଧି ସୁନ୍ଦର ଦିଶିବେ ସେ ନେଇ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଏମାନଙ୍କ ମଧ୍ୟରୁ ଆଲିଆ ଭଟ୍ଟ ହେଉଛନ୍ତି ଅନ୍ୟତମ। ଆଲିଆ ଦୀପାବଳି ଉପଲକ୍ଷେ ଏକ ଲାଇଟ୍‌ ପିଙ୍କ୍‌ କଲରର ଲେହେଙ୍ଗା ପିନ୍ଧିଛନ୍ତି। ଗତବର୍ଷ ଏହି ଲେହେଙ୍ଗା ଆଲିଆ ପିନ୍ଧିଥିଲେ। ଏହି ଲେହେଙ୍ଗାକୁ ମ୍ୟାଚ୍‌ କରି ସିଲ୍‌ଭରର କାନଫୁଲ ପିନ୍ଧଛନ୍ତି। ଏଥିସହିତ ସେ ହାଲୁକା ମେକଅପ୍‌ ବି ନେଇଛନ୍ତି। ଏହି ଲାଇଟ୍‌ ମେକ୍‌ଅପ୍‌ରେ ସେ ଖୁବ୍‌ ସୁନ୍ଦର ଦିଶୁଛନ୍ତି। ସେହିପରି କିଆରା ଆଡଭାନୀ, ଜାହ୍ନବୀ କପୁର, ଶିଳ୍ପା ସେଟ୍ଟୀ ପ୍ରମୁଖ ଅଭିନେତ୍ରୀମାନେ ଦୀପାବଳି ଅବସରରେ ସଜେଇ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରିୟଙ୍କା, ଦୀପିକାଙ୍କ ପଥରେ ଆଲିଆ

ବଲିଉଡ୍‌ ଅଭିନେତ୍ରୀ ଆଲିଆ ଭଟ୍ଟଙ୍କ ଫିଲ୍ମ ‘କଲଙ୍କ’ ବକ୍ସ ଅଫିସରେ ସେତେଟା ଭଲ କମାଲ କରିପାରି ନ ଥିଲା। ମାତ୍ର ଆଲିଆ ଏତିକିରେ ହାରିଯିବା ଝିଅ...

କ୍ରିକେଟ୍‌ ପରେ ଅଭିନୟରେ ଜଲଓ୍ବା ଦେଖାଇବେ ଏହି ପ୍ରସିଦ୍ଧ କ୍ରିକେଟର୍‌

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଲରାଉଣ୍ଡ ଇର୍‌ଫାନ୍‌ ପଠାନ କ୍ରିକେଟ୍‌ ପରେ ଏବେ ବଲିଉଡ୍‌ ମୁହାଁ ହୋଇଛନ୍ତି। ଖୁବ୍‌ଶୀଘ୍ର ତାଙ୍କ ଅଭିନୀତ ତାମିଲ ଫିଲ୍ମ ‘କୋବ୍‌ରା’ରେ...

ସା ରେ ଗା ମା ପା ଲିଟିଲ ଚ୍ୟାମ୍ପସ୍‌ରେ ଏକତ୍ର ନଜର ଆସିବେ ସଙ୍ଗୀତର ‘ତ୍ରିଦେବ’

ଛୋଟ ପରଦାରେ ପ୍ରସାରିତ ଲୋକପ୍ରିୟ ରିଆଲିଟି ଶୋ’ ଇଣ୍ଡିଆନ ଆଇଡଲ ବିଜେତାଙ୍କ ନାମ ଆସନ୍ତା ରବିବାର ଘୋଷଣା କରାଯିବ। ଏହା ପରେ ଆଉ ଏକ ସଙ୍ଗୀତ...

ମା’ଙ୍କୁ କ୍ୟାନ୍‌ସର, ଆରୋଗ୍ୟ ଲାଗି ପ୍ରାର୍ଥନା କରିବାକୁ ଗୁହାରି କଲେ ଡ୍ରାମା କୁଇନ୍‌

ବମ୍ବେ: କ୍ୟାନ୍‌ସର ସହ ଲଢ଼ୁଛନ୍ତି ଆଲବମ୍‌ କୁଇନ୍‌ଙ୍କ ମା’। ନିକଟରେ ବିଗ୍‌ ବସ୍‌-୧୪ରେ ଦର୍ଶକଙ୍କୁ ଭରପୂର ମନୋରଞ୍ଜନର ଖୋରାକ ଦେଇ ଚର୍ଚ୍ଚାକୁ ଆସିଥିବା ରାକ୍ଷୀ ସାଓ୍ବନ୍ତଙ୍କ...

ସମ୍ମୁଖକୁ ଆସିଲା ‘ହିରୋପନ୍ତି-୨’ର ପ୍ରଥମ ଲୁକ୍‌

ବଲିଉଡ୍‌ ଅଭିନେତା ଟାଇଗର୍‌ ଶ୍ରଫ୍‌ଙ୍କ ପ୍ରଶଂସକଙ୍କ ପାଇଁ ଖୁସି ଖବର। ଖୁବ୍‌ଶୀଘ୍ର ତାଙ୍କ ଅଭିନୀତ ସଫଳ ଫିଲ୍ମ ‘ହିରୋପନ୍ତି’ର ଦ୍ୱିତୀୟ ପାର୍ଟ ନିର୍ମାଣ ହେବାକୁ ଯାଉଛି।...

ଭର୍ସାଟାଇଲ ଆକ୍ଟର ରଣବୀର

ମୁମ୍ବାଇ: ବଲିଉଡ୍‌ ନାୟକ ରଣବୀର ସିଂଙ୍କୁ ବହୁମୁଖୀ ପ୍ରତିଭାର କଳାକର ବୋଲି କୁହାଯାଇଥାଏ। କାରଣ ସେ ଭିନ୍ନ ଭିନ୍ନ ଚରିତ୍ରରେ ଭଲ ଅଭିନୟ କରିପାରନ୍ତି। ନିକଟରେ...

ମନ କିଣୁଛି ଦୀପିକାଙ୍କ ଓସ୍କାର ଆପ୍ଟର ଲୁକ ଇମେଜ

ମୁମ୍ବାଇ: ବଲିଉଡ ଦିଭା ଦୀପିକା ପାଦୁକୋନଙ୍କ କିଛି ଲେଟେଷ୍ଟ ଫଟୋ ସୋସିଆଲ ମିଡିଆରେ ସାମ୍ନାକୁ ଆସିଛି । ଦୀପିକାଙ୍କ ଏହି ଫଟୋ ଓସ୍କାର ଆୱାର୍ଡ ୨୦୨୩...

ଭୟଙ୍କର ରୋଗରେ ପୀଡ଼ିତ ଏହି ଅଭିନେତ୍ରୀ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ସାମନ୍ଥା ରୁଥ୍‌ପ୍ରଭୁଙ୍କ ପରେ ଏବେ ଆଉ ଜଣେ ତେଲୁଗୁ ଅଭିନେତ୍ରୀ ଭୟଙ୍କର ରୋଗରେ ପୀଡ଼ିତ। ଯିଏ କି ନିକଟରେ ‘ଭାରତ ଯୋଡ଼ୋ...

Advertisement
Archives

Model This Week