ଓ୍ବାର-୨ରେ ଆଲିଆଙ୍କ ଏଣ୍ଟ୍ରି, ମୁଖ୍ୟ କଳାକାରଙ୍କ ନାମ ଏବେ ଚର୍ଚ୍ଚାରେ…

ମୁମ୍ବାଇ : ବଲିଉଡରେ ଜୁନିୟର ଏନଟିଆର ଏବଂ ହ୍ରିତିକ ରୋଶନଙ୍କୁ ନେଇ ଏବେ ଚର୍ଚ୍ଚା ଜାରି ରହିଛି। ଦୁହେଁ ହିନ୍ଦୀ ଫିଲ୍ମ ଓ୍ବାରର ସିରିଜ ଓ୍ବାର-୨ରେ ମୁଖ୍ୟ ଭୂମିକାରେ ଥିବା କୁହାଯାଉଛି। ଏହା ସହିତ ଫିଲ୍ମରେ ଚୁଲବୁଲି ନାୟିକା ଆଲିଆ ଭଟ୍ଟଙ୍କ ଏଣ୍ଟ୍ରି ହୋଇଛି। କୁହାଯାଉଛି ଟ୍ରିପଲ ଆର ପରେ ଆଲିଆ ଏବଂ ଜୁନିୟର ଏନଟିଆରଙ୍କ ଅଭିନୟ ପୁଣି ଦର୍ଶକଙ୍କୁ ଭାବପ୍ରବଣ କରିବାର ଖୋରାକ ଯୋଗାଇବ। ତେବେ ଏହି ଫିଲ୍ମର ଶୁଟିଂ ଏପର୍ଯ୍ୟନ୍ତ ଆରମ୍ଭ ହୋଇନାହିଁ। ମାତ୍ର ଫିଲ୍ମକୁ ନେଇ ପ୍ରତିଦିନ ନୂଆ ନୂଆ ଅପଡେଟ୍‌ସ ଆସିବାରେ ଲାଗିଛି।

ମିଡିଆ ରିପୋର୍ଟ ଅନୁସାରେ ଦିପିକା ପାଦୁକୋନ ଏହି ଫିଲ୍ମରେ ଲିଡ୍‌ ରୋଲରେ ନଜର ଆସିବାକୁ ଯାଉଛନ୍ତି। ଏହି ସ୍ପାଏ ଥ୍ରୀଲରରେ ଦିପିକାଙ୍କ ରୋଲ ଗୁରୁତ୍ୱପୂର୍ଣ୍ଣ ହେବ ବୋଲି ଚର୍ଚ୍ଚା ହେଉଛି। ତେବେ ଆଲିଆ ଦିପିକାଙ୍କ ଭଳି ଭୂମିକାରେ ନଜର ଆସିବେ ନାହିଁ। ତାଙ୍କର ରୋଲ ସଂକ୍ଷିପ୍ତ ଥିବା କୁହାଯାଉଛି। ମାତ୍ର ବର୍ତ୍ତମାନ ସୁଦ୍ଧା ପ୍ରଡକ୍ସନ ହାଉସ ପକ୍ଷରୁ ଏସମ୍ପର୍କିତ ସୂଚନା ନେଇ କିଛି ପ୍ରତିକ୍ରିୟା ପ୍ରକାଶ ପାଇନାହିଁ। ତେବେ ନିର୍ମାତା ଉଭୟ ଅଭିନେତ୍ରୀଙ୍କ ସହିତ ଆଲୋଚନା କରିଥିବା ବିଶେଷ ସୂତ୍ରରୁ ଖବର ମିଳିଥିବା ବଲିଉଡରେ ଚର୍ଚ୍ଚା ହେଉଛି।

 

https://www.instagram.com/p/CzLnsHIsv32/?utm_source=ig_embed&ig_rid=c526da13-1a13-4f2f-8c48-5b1542dbfc62

 

https://www.instagram.com/p/CysuHcurZGF/?utm_source=ig_embed&ig_rid=9d8c6d96-f352-4ab9-b804-b9a3a62e2ef7

 

 

https://www.instagram.com/p/CpoVZ08vBHJ/?utm_source=ig_embed&ig_rid=7309bf01-2639-4b15-8114-a4c2771fdc1d


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?