ଆଲିଆଙ୍କ ହାତରେ ଲାଗିଲା ରଣବୀରଙ୍କ ମେହେନ୍ଦୀ

ମୁମ୍ବାଇ: ଅଭିନେତା ରଣବୀର କପୁର ଏବଂ ଅଭିନେତ୍ରୀ ଆଲିଆ ଭଟ୍ଟଙ୍କ ବିବାହ ପୂର୍ବର କାର୍ଯ୍ୟ ଆରମ୍ଭ ହୋଇଛି। ଅଭିନେତ୍ରୀଙ୍କ ହାତରେ ରଣବୀର କପୁରଙ୍କ ନାମରେ ମେହେନ୍ଦୀ ଲାଗିଛି। ମେହେନ୍ଦୀ ସହିତ ସଙ୍ଗୀତ କାର୍ଯ୍ୟକ୍ରମ ମଧ୍ୟ ଜୋରସୋର୍‌ରେ ଚାଲିଛି।  ଦୁହେଁ ଜୀବନସାଥୀ ହେବେ। ରଣବୀର ଏବଂ ଆଲିଆଙ୍କ ବିବାହ ପୂର୍ବର କୌଣସି ଫଟୋ ଏପର୍ଯ୍ୟନ୍ତ ଭାଇରାଲ ହୋଇ ନ ଥିଲା। କିନ୍ତୁ ସେମାନଙ୍କ ଘରେ ଅତିଥିମାନେ ପହଞ୍ଚିସାରିବା ପରେ ଫଟୋଗୁଡ଼ିକ ଏବେ ସୋସିଆଲ ମିଡିଆରେ ଛାଇଯାଇଛି। କରୀନା କପୁର ଖାନ ଏବଂ କରିସ୍ମାଙ୍କୁ ଭାଇ ରଣବୀର-ଆଲିଆଙ୍କ ବିବାହ ପୂର୍ବ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ‘ବାସ୍ତୁ’ରେ ପହଞ୍ଚିବା ପରେ ପ୍ରଶଂସକମାନେ କରୀନାଙ୍କୁ ପ୍ରଶଂସା କରିଛନ୍ତି। କରୀନା ଏକ ଧଳା ରଙ୍ଗର ଲେହେଙ୍ଗା ପିନ୍ଧିଥିବାବେଳେ କରିସ୍ମା ବି ଏକ ଗାଢ଼ ହଳଦିଆ ରଙ୍ଗର ଚୁଡ଼ିଦାର ପିନ୍ଧିଥିବା ନଜର ଆସିଛନ୍ତି।

ଅନ୍ୟ ଅତିଥିମାନଙ୍କ ମଧ୍ୟରେ ନୀତୁ କପୁର, ଭଉଣୀ ରିଦ୍ଧିମା ଓ କପୁର ଫ୍ୟାମିଲିର ସମସ୍ତ ସଦସ୍ୟଙ୍କ ସମେତ କରଣ ଜୋହର୍‌ ମଧ୍ୟ ମେହେନ୍ଦୀ ସେରିମନିରେ ପହଞ୍ଚିଛନ୍ତି। ସେହିପରି ମହେଶ ଭଟ୍ଟ, ସୋନି ରାଜଦାନ ଓ ପୂଜା ଭଟ୍ଟଙ୍କୁ ମଧ୍ୟ ଦେଖିବାକୁ ମିଳିଛି। ଆଲିଆ ଓ ରଣବୀରଙ୍କ ମେହେନ୍ଦୀ ସେରିମନିରେ ସମସ୍ତେ ହଳଦିଆ ରଙ୍ଗର ଡ୍ରେସ୍‌କୋଡ୍‌ରେ ନଜର ଆସିଛନ୍ତି ।ଆସନ୍ତାକାଲି ଅର୍ଥାତ୍‌ ୧୪ ତାରିଖରେ ଉଭୟଙ୍କ ହାତଗଣ୍ଠି ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri