ଆଲିଆଙ୍କ ହାତରେ ଲାଗିଲା ରଣବୀରଙ୍କ ମେହେନ୍ଦୀ

ମୁମ୍ବାଇ: ଅଭିନେତା ରଣବୀର କପୁର ଏବଂ ଅଭିନେତ୍ରୀ ଆଲିଆ ଭଟ୍ଟଙ୍କ ବିବାହ ପୂର୍ବର କାର୍ଯ୍ୟ ଆରମ୍ଭ ହୋଇଛି। ଅଭିନେତ୍ରୀଙ୍କ ହାତରେ ରଣବୀର କପୁରଙ୍କ ନାମରେ ମେହେନ୍ଦୀ ଲାଗିଛି। ମେହେନ୍ଦୀ ସହିତ ସଙ୍ଗୀତ କାର୍ଯ୍ୟକ୍ରମ ମଧ୍ୟ ଜୋରସୋର୍‌ରେ ଚାଲିଛି।  ଦୁହେଁ ଜୀବନସାଥୀ ହେବେ। ରଣବୀର ଏବଂ ଆଲିଆଙ୍କ ବିବାହ ପୂର୍ବର କୌଣସି ଫଟୋ ଏପର୍ଯ୍ୟନ୍ତ ଭାଇରାଲ ହୋଇ ନ ଥିଲା। କିନ୍ତୁ ସେମାନଙ୍କ ଘରେ ଅତିଥିମାନେ ପହଞ୍ଚିସାରିବା ପରେ ଫଟୋଗୁଡ଼ିକ ଏବେ ସୋସିଆଲ ମିଡିଆରେ ଛାଇଯାଇଛି। କରୀନା କପୁର ଖାନ ଏବଂ କରିସ୍ମାଙ୍କୁ ଭାଇ ରଣବୀର-ଆଲିଆଙ୍କ ବିବାହ ପୂର୍ବ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ‘ବାସ୍ତୁ’ରେ ପହଞ୍ଚିବା ପରେ ପ୍ରଶଂସକମାନେ କରୀନାଙ୍କୁ ପ୍ରଶଂସା କରିଛନ୍ତି। କରୀନା ଏକ ଧଳା ରଙ୍ଗର ଲେହେଙ୍ଗା ପିନ୍ଧିଥିବାବେଳେ କରିସ୍ମା ବି ଏକ ଗାଢ଼ ହଳଦିଆ ରଙ୍ଗର ଚୁଡ଼ିଦାର ପିନ୍ଧିଥିବା ନଜର ଆସିଛନ୍ତି।

ଅନ୍ୟ ଅତିଥିମାନଙ୍କ ମଧ୍ୟରେ ନୀତୁ କପୁର, ଭଉଣୀ ରିଦ୍ଧିମା ଓ କପୁର ଫ୍ୟାମିଲିର ସମସ୍ତ ସଦସ୍ୟଙ୍କ ସମେତ କରଣ ଜୋହର୍‌ ମଧ୍ୟ ମେହେନ୍ଦୀ ସେରିମନିରେ ପହଞ୍ଚିଛନ୍ତି। ସେହିପରି ମହେଶ ଭଟ୍ଟ, ସୋନି ରାଜଦାନ ଓ ପୂଜା ଭଟ୍ଟଙ୍କୁ ମଧ୍ୟ ଦେଖିବାକୁ ମିଳିଛି। ଆଲିଆ ଓ ରଣବୀରଙ୍କ ମେହେନ୍ଦୀ ସେରିମନିରେ ସମସ୍ତେ ହଳଦିଆ ରଙ୍ଗର ଡ୍ରେସ୍‌କୋଡ୍‌ରେ ନଜର ଆସିଛନ୍ତି ।ଆସନ୍ତାକାଲି ଅର୍ଥାତ୍‌ ୧୪ ତାରିଖରେ ଉଭୟଙ୍କ ହାତଗଣ୍ଠି ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ କାର୍ଯ୍ୟକ୍ରମ: ଅଗ୍ରପୂଜ୍ୟ ଗଣେଶଙ୍କୁ ପୂଜା ପାଇଁ ମନା କରିବାରୁ…

କେସିଙ୍ଗା,୧୮ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି ପକ୍ଷରୁ ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ ବ୍ଲକ ସ୍ତରୀୟ ଜାତି ଜନଜାତି ସମ୍ବାଦ କାର୍ଯ୍ୟକ୍ରମ…

ଜଳିଗଲା EV ଶୋ’ରୁମ୍‌, ପୋଡ଼ି ଛାରଖାର ହେଲା EV ଗାଡ଼ି

ନୂଆଦିଲ୍ଲୀ,୧୮।୬:  ଗୁଜରାଟର ସୁରଟ ସହରରେ ଗୁରୁବାର ସକାଳେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଅନେକ ବୈଦ୍ୟୁତିକ ଯାନ (EV) ନଷ୍ଟ ହୋଇଯାଇଥିବା ବେଳେ ଏକ ଇଭି…

ଶସ୍ତା ହେବ କି ପେଟ୍ରୋଲ? ଆମେରିକା-ଇରାନ ମଧ୍ୟରେ ଶାନ୍ତି ଚୁକ୍ତି ପରେ ଭାରତ ସରକାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୮।୬: ଇରାନ ଏବଂ ଆମେରିକା ମଧ୍ୟରେ ଚୁକ୍ତି ହେବା ପରଠାରୁ ହିଁ ଅଶୋଧିତ ତୈଳ (କ୍ରୁଡ ଅଏଲ) ମୂଲ୍ୟରେ କ୍ରମାଗତ ହ୍ରାସ ଘଟୁଛି, କିନ୍ତୁ ଏହା ପରେ…

ସରପଞ୍ଚ ଚାମେଲି ଓଝା ପ୍ରସଙ୍ଗ: ପ୍ରଥମଥର ମୁହଁ ଖୋଲିଲେ ବିଧାୟକ ଦୁର୍ଗା ପ୍ରସନ୍ନ ନାୟକ, କହିଲେ ବିରୋଧୀଙ୍କ ପାଇଁ…

ମହାକାଳପଡ଼ା,୧୮ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରୀ ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ପ୍ରସଙ୍ଗରେ ପ୍ରଥମଥର ମୁହଁ ଖୋଲିଛନ୍ତି ବିଧାୟକ ଦୁର୍ଗାପ୍ରସନ୍ନ…

ଭାଜପା ସରକାରର ଦୁଇବର୍ଷ ପୂର୍ତ୍ତି ଉତ୍ସବ: ୭ ଦିନ ବ୍ୟାପୀ ବ୍ଲକ, ପଞ୍ଚାୟତରେ ଚାଲିବ…

ଭଞ୍ଜନଗର,୧୮।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ପ୍ରଶାସନ ପକ୍ଷରୁ ଭାଜପା ସରକାରର ଦୁଇବର୍ଷ ପୂର୍ତ୍ତି ଅବସରରେ ସପ୍ତାହ ବ୍ୟାପୀ ବ୍ଲକ ଓ ପଞ୍ଚାୟତରେ ବିଭିନ୍ନ ସଚେତନତା…

ଚାମେଲିଙ୍କ ସପକ୍ଷରେ ବାହାରିଲେ ସରପଞ୍ଚ ମହାସଂଘ: ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦେଲେ ଦାବିପତ୍ର

ଛତ୍ରପୁର, ୧୮।୬ (ଦିଲ୍ଲୀପ ସାମଲ ): କେନ୍ଦ୍ରାପଡା ଜିଲା ଅନ୍ତର୍ଗତ ମହାକାଳପୁର ପଞ୍ଚାୟତ ସମିତି ଅଧୀନ ତିଖିରି ପଞ୍ଚାୟତର ମହିଳା ସରପଞ୍ଚ ଚାମେଲି ଓଝାଙ୍କ ପ୍ରତି ହୋଇଥିବା…

ବୁଡ଼ିଗଲା ଟିଏମସିର ୮୭୬,୫୭,୧୫,୫୮୬ କୋଟି ଟଙ୍କା? ମମତାଙ୍କ ନିଜ କୋଷାଧ୍ୟକ୍ଷ କାହିଁକି ଫ୍ରିଜ କଲେ ବ୍ୟାଙ୍କ ଆକାଉଣ୍ଟ, ଜାଣନ୍ତୁ ଭିତରି କଥା

କୋଲକାତା,୧୮।୮: ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ (ଟିଏମସି) ଏବେ ତାର ସବୁଠାରୁ ଖରାପ ସମୟ ଦେଇ ଗତି କରୁଛି। ପ୍ରତିଦିନ କିଛି ନା କିଛି ନୂଆ କାହାଣୀ ସାମ୍ନାକୁ…

ମହିଳାଙ୍କୁ ବଳାତ୍କାର ଅଭିଯୋଗ ପଡ଼ିଲା ମହଙ୍ଗା, ବଦଳିଲେ ଆଇଆଇସି

ନୟାଗଡ଼,୧୮ା୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଖଣ୍ଡପଡ଼ା ଏସ୍‌ଡିପିଓ ମଦନ ମୋହନ ପ୍ରଧାନ ମହିଳାଙ୍କୁ ଫେବର ମାଗି ନିଲମ୍ବିତ ହୋଇଥିବା ବେଳେ ଶରଣକୁଳ ଥାନା ଆଇଆଇସି ସୁଜିତ କୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri