ଆଲିଆଙ୍କ ନୂଆ ନାଁ ଦେଲେ ଫଟୋଗ୍ରାଫର

ମୁମ୍ବାଇ: ବଲିଉଡ୍‌ ସୁନ୍ଦରୀ ଆଲିଆ ଭଟ୍ଟ ବୁଧବାର ଜି.କ୍ୟୁ ମେନ୍‌ ଅଫ୍‌ ଦ ଇୟର ୨୦୨୩ ରେଡ୍‌ କାର୍ପେଟ ଇଭେଣ୍ଟରେ ପହଞ୍ଚିଥିଲେ। ଏହି ସମୟରେ ଆଲିଆ ଖୁବ୍‌ ସୁନ୍ଦର ଦିଶୁଥିଲେ। ତାଙ୍କର ଏହି ଲୁକ୍‌ ଏବେ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେଉଛି। ଇଭେଣ୍ଟରେ ଆଲିଆଙ୍କୁ ଆଉଟ୍‌ଷ୍ଟାଣ୍ଡିଂ ଆଚିଭ୍‌ମେଣ୍ଟ ଆଓ୍ବାର୍ଡ ପ୍ରଦାନ କରାଯାଇଛି। ଆଲିଆ ଯେତେବେଳେ ଫଟୋ ପୋଜ୍‌ ଦେବାକୁ ଫଟୋଗ୍ରାଫରଙ୍କ ସାମ୍ନାକୁ ଆସିଥିଲେ ଫଟୋଗ୍ରାଫରମାନେ ତାଙ୍କୁ ଆଲୁ ଜୀ କହି ଡାକିଥିଲେ। ଏହା ପରେ ଆଲିଆ ରାଗି କି ଓଲଟା କହିଥିଲେ କ’ଣ ଏମିତି ଆରମ୍ଭ କରିଦେଲ ଆଲୁ ଜୀ।


Enter your email to get our daily news in your inbox.

All Right Reserved By Dharitri.Com

ଠାକୁର ମଦନ ମୋହନଙ୍କ ଜାଗା ଜବର ଦଖଲ: ଦୁଇବର୍ଷ ପରେ ଆସିଲା ରାୟ

ଗଞ୍ଜାମ,୨୦ା୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ବ୍ରାହ୍ମଣ ଢମଣା ସାହିରେ ପୂୂଜା ପାଉଥିବା ଶ୍ରୀମଦନ ମୋହନଙ୍କ ବଡ଼ବଜାରଠାରେ ଥିବା ଜାଗାକୁ ଦୀର୍ଘବର୍ଷ ହେଲା ଏକ ପରିବାର ଜବରଦଖଲ କରି…

ମହିଳା ବିଶ୍ୱକପ୍‌ ପାଇଁ ଫିଫାର ଆସିଲା ନୂଆ ନିୟମ, ଜାଣନ୍ତୁ…

ଜୁରିଚ୍‌,୨୦ା୩: ବିଶ୍ୱ ଫୁଟ୍‌ବଲ ପରିଚାଳନା ସଂସ୍ଥା ‘ଫିଫା’ର ଏକ ନୂଆ ନିୟମ ଅନୁମୋଦନ ଲାଭ କରିଛି। ଏଣିକି ମହିଳା ବିଶ୍ୱକପ୍‌ ଓ ଅନ୍ୟ ଟୁର୍ନାମେଣ୍ଟଗୁଡ଼ିକରେ ମହିଳା ଫୁଟ୍‌ବଲ…

ତୃତୀୟ ଟି୨୦ ଜିତିଲା ନ୍ୟୁଜିଲାଣ୍ଡ

ଅକ୍‌ଲାଣ୍ଡ,୨୦ା୩: ଶୁକ୍ରବାର ଖେଳାଯାଇଥିବା ତୃତୀୟ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ୮ ଉଇକେଟରେ ପରାସ୍ତ କରିଛି ନ୍ୟୁଜିଲାଣ୍ଡ। ଟମ୍‌ ଲଥାମ(୬୩)ଙ୍କ ଆକର୍ଷଣୀୟ ଅର୍ଦ୍ଧଶତକ ଏବଂ…

ରୁଷିଆରେ ଡିଜିଟାଲ୍‌ ଷ୍ଟ୍ରାଇକ୍‌: ଡ୍ରୋନ୍‌ ମାଡ଼ ଭୟରେ ଇଣ୍ଟରନେଟ୍‌ ସେବା ବନ୍ଦ, ପୁଟିନଙ୍କୁ ଘାରିଛି ଅଜଣା ଭୟ?

ନୂଆଦିଲ୍ଲୀ,୨୦।୩: ବର୍ତ୍ତମାନ ସାରା ବିଶ୍ୱ ଏକ ଅସ୍ଥିର ପରିସ୍ଥିତି ଦେଇ ଗତି କରୁଛି। ଗୋଟିଏ ପଟେ ରୁଷିଆ-ୟୁକ୍ରେନ ଯୁଦ୍ଧ ଜାରି ରହିଥିବା ବେଳେ ଅନ୍ୟପଟେ ଇରାନ, ଇସ୍ରାଏଲ…

ବାଲିଗୁଡ଼ାରେ ଗ୍ୟାସ୍‌ ସମସ୍ୟା, ହୋଟେଲ ବନ୍ଦ

ବାଲିଗୁଡା,୨୦ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ସହରରେ କିଛିଦିନ ହେବ ଜାଳେଣି ଗ୍ୟାସ ସମସ୍ୟା ଦେଖାଦେଇଛି। ଫଳରେ ଗ୍ୟାସ୍‌ ଉପଭୋକ୍ତାଙ୍କ ମଧ୍ୟରେ ଘୋର ଅସନ୍ତୋଷ ବୃଦ୍ଧି ପାଇଛି। ଅନ୍ୟପଟେ…

ସରକାରଙ୍କ ବଡ଼ ଘୋଷଣା: ନିୟମିତ ହେବେ ସ୍କିମାଟିକ ଜୁନିୟର ଶିକ୍ଷକ

ଭୁବନେଶ୍ୱର,୨୦।୩: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଚୁକ୍ତିଭିତ୍ତିକ ସ୍କିମାଟିକ ଜୁନିୟର ଶିକ୍ଷକଙ୍କୁ ନିୟମିତ କର୍ମଚାରୀ ମାନ୍ୟତା ମିଳିବ ବୋଲି ସରକାରଙ୍କ…

IPL ପୂର୍ବରୁ ସରକାରଙ୍କ ‘ମାଷ୍ଟରଷ୍ଟ୍ରୋକ୍‌’: ୩୦୦ ଅଧିକ ବେଆଇନ ବେଟିଂ ସାଇଟ୍‌ ଉପରେ ଲାଗିଲା କଟକଣା

ନୂଆଦିଲ୍ଲୀ,୨୦।୩: ଭାରତରେ ବେଆଇନ ଜୁଆ ଏବଂ ସଟ୍ଟାବାଜି (Betting) ଚଳାଉଥିବା ସଂସ୍ଥାଗୁଡ଼ିକ ବିରୋଧରେ କେନ୍ଦ୍ର ସରକାର ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଆଗକୁ ଆଇପିଏଲ୍‌(IPL…

ଗ୍ରାହକଙ୍କୁ Zomatoର ବଡ଼ ଝଟ୍‌କା! ଏଲ୍‌ପିଜି ସଙ୍କଟ ପରେ ଏବେ ଅନଲାଇନ୍‌ରେ ଖାଇବା ମଗାଇବା ହେଲା ମହଙ୍ଗା, ଦେବାକୁ ହେବ…

ନୂଆଦିଲ୍ଲୀ,୨୦।୩:ସାଧାରଣ ଲୋକଙ୍କ ପକେଟ ଉପରେ ପୁଣି ଏକ ମହଙ୍ଗା ମାଡ଼ ହୋଇଛି। ଯଦି ଆପଣ ଅନଲାଇନ୍‌ରେ ଖାଦ୍ୟ ଅର୍ଡର କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri