ଏଲିଅନ୍‌ ୫୦୦୦ ବର୍ଷ ଧରି ପୃଥିବୀ ଉପରେ ରଖିଛନ୍ତି କଡ଼ା ନଜର…

ଓ୍ବାଶିଂଟନ,୨୪।୬: ଗତ ୫୦୦୦ ବର୍ଷ ଧରି ଏଲିଅନ୍‌ ପୃଥିବୀ ଉପରେ ଟେଲିସ୍କୋପ୍‌ ଦ୍ୱାରା କଡ଼ା ନଜର ରଖିଛନ୍ତି। ଏନେଇ ଆମେରିକାରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଖୁବ୍‌ଶୀଘ୍ର ଏହି ରିପୋର୍ଟକୁ ପ୍ରକାଶ କରାଯିବ। ପୃଥିବୀର ବିଭିନ୍ନ ରେଡ଼ିଓ ସିଗନାଲ୍‌ ସହିତ ଏଲିଅନ୍‌ ସଂଯୋଗ ସ୍ଥାପନ କରିବାକୁ ସକ୍ଷମ। ଏଲିଅନ୍‌ ରହୁଥିବା ୨୯ଟି ସମ୍ଭାବ୍ୟ ସ୍ଥାନ ସମ୍ପର୍କରେ ଏହି ରିପୋର୍ଟରେ ଦର୍ଶାଯାଇଛି। ଗବେଷକ ଆକାଶ ଗଙ୍ଗାର ଏକ ନକ୍ସ୍‌ା ପ୍ରସ୍ତୁତ କରି ସମ୍ଭାବ୍ୟ ସ୍ଥାନଗୁଡ଼ିକୁ ଦର୍ଶାଇଛନ୍ତି। ପୃଥିବୀଠାରୁ ୩୨୬ ଆଲୋକ ବର୍ଷ ଦୂରରେ ୨୦୩୪ ନକ୍ଷତ୍ର ରହିଛନ୍ତି। କେତେକ ନକ୍ଷତ୍ରରେ ପୃଥିବୀର ରେଡ଼ିଓ ସିଗନାଲ୍‌ ପହଞ୍ଚୁଥିବା ନେଇ ଗବେଷକ ଦାବି କରିଛନ୍ତି। ୧୬୪୨ ମସିହାଠାରୁ ଏଲିଅନ୍‌ ପୃଥିବୀ ଉପରେ କଡ଼ା ନଜର ରଖିଥିବା ନ୍ୟୁୟର୍କର କର୍ନେଲ ବିଶ୍ୱବିଦ୍ୟାଳୟର ପ୍ରଫେସର ଡ. ଲିଜା କାଲ୍ଟେନେଗର କହିଛନ୍ତି। ପୃଥିବୀର ରେଡ଼ିଓ ସିଗନାଲ୍‌କୁ ୭୫ରୁ ଅଧିକ ନକ୍ଷତ୍ର ସହଜରେ ଉପଲବ୍ଧ କରୁଛନ୍ତି। ଏହି ରେଡ଼ିଓ ସିଗନାଲକୁ ଶହେ ବର୍ଷ ତଳେ ଆରମ୍ଭ କରାଯାଇଥିଲା ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

ଯୁଦ୍ଧ ଭିତରେ ଆମେରିକାରେ ରାଷ୍ଟ୍ରପତି ପଦ ଛାଡିବେ ଟ୍ରମ୍ପ? ନିଜେ କହିଦେଲେ…

ଓ଼୍ବାଶିଂଟନ,୭।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଠାରୁ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଆସିଛି। ସେ ଦାବି କରିଛନ୍ତି ଯେ ସେ…

ଇରାନ ଯୁଦ୍ଧ ମଧ୍ୟରେ ବଡ଼ ଘୋଷଣା କଲେ ପାକ୍‌ ପ୍ରଧାନମନ୍ତ୍ରୀ, ଲୋକେ ଛାନିଆ!

ଇସଲାମାବାଦ,୭।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇବା ପରଠାରୁ, ଦକ୍ଷିଣ ଏସୀୟ ଏବଂ ୟୁରୋପୀୟ ଦେଶଗୁଡ଼ିକ ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର…

ତାଣ୍ଡବ ରଚିଲା କାଳବୈଶାଖୀ: ଉଡିଲା ଘର ଛପର, ଭାଙ୍ଗିଲା ବଡ଼ ବଡ଼ ଗଛ

ତୁମୁଡିବନ୍ଧ,୭।୪ (ଦୀପକ କୁମାର ପରାସେଠା): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କୁର୍ତମଗଡ ପଞ୍ଚାୟତ ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ରଚାଇଥିବାର ଗତକାଲି ଦେଖିବାକୁ ମିଳିଛି l ସୂଚନା ଅନୁସାରେ…

UAE ଟଙ୍କା ମାଗିବାରୁ ବିଳିବିଳେଇଲା ପାକିସ୍ତାନ, ଭାରତର ନାଁ ନେଇ କହିଲା…

ଇସଲାମବାଦ,୭।୪: ପାକିସ୍ତାନର ଆର୍ଥିକ ପରିସ୍ଥିତି ପୂର୍ୱରୁ ଜୀବନ ସମର୍ଥନ ଉପରେ ଅଛି, ତଥାପି ଏହାର ଅହଂକାର ହ୍ରାସ ପାଇବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଇସଲାମାବାଦ ଏବେ ସଂଯୁକ୍ତ…

ନୂତନ ପ୍ରାଥମିକ କୃଷି ସମବାୟ ସମିତିର ଭିତ୍ତିପ୍ରସ୍ତର ସ୍ଥାପନ: ଅଞ୍ଚଳର ଚାଷୀମାନଙ୍କୁ ମିଳିବ ଏସବୁ ସୁବିଧା

ଲୋଇସିଂହା,୭।୪(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବୁଢୀପଦରଠାରେ ନୂତନ ପ୍ରାଥମିକ କୃଷି ସମବାୟ ସମିତି ଲିମିଟେଡର ଭିତ୍ତି ପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଉତ୍ସାହ ଓ ଆନନ୍ଦର…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri