ଏଲିଅନ ମଣିଷଙ୍କ ସାଙ୍ଗରେ ରହି ପୃଥିବୀ ଉପରେ ଆକ୍ରମଣ ଯୋଜନା କରୁଛନ୍ତି, ଆମେରିକା ବୈଜ୍ଞାନିକଙ୍କ ଦାବି…

ଓ୍ବାଶିଂଟନ, ୬।୪ : ଆମେରିକୀୟ ପ୍ରଫେସର ଡ. ଡେଭିଡ ଜ୍ୟାକବ ପୃଥିବୀରେ ଏଲିଏନଙ୍କ ଉପସ୍ଥିତି ବିଷୟରେ ଏକ ସମ୍ବେଦନଶୀଳ ଦାବି କରିଛନ୍ତି। ଆମେରିକୀୟ ପ୍ରଫେସର କହିଛନ୍ତି ଯେ ପୃଥିବୀରେ ଏଲିଏନ ମଣିଷଙ୍କ ସାଙ୍ଗରେ ରହୁଛନ୍ତି। ସେମାନେ ମଣିଷମାନଙ୍କୁ ଅପହରଣ କରିବା ସହିତ ଆକ୍ରମଣ କରିବାକୁ ପ୍ରସ୍ତୁତ ହେଉଛନ୍ତି। ପ୍ରଫେସର ଜ୍ୟାକବ ଦାବି କରିଛନ୍ତି ଯେ ସେ ଏଲଅନ ଆକ୍ରମଣ ପରେ ବଞ୍ଚିଥିବା ଅନେକ ଲୋକଙ୍କର ସାକ୍ଷାତକାର ନେଇଛନ୍ତି। ସେ ଏଲିଅନମାନଙ୍କୁ ଅପହରଣ ବିଷୟରେ କେତେକ ପୁସ୍ତକ ମଧ୍ୟ ଲେଖିଛନ୍ତି।

ପ୍ରଫେସର ଜ୍ୟାକବ ଆମେରିକାର ଟେମ୍ଫଲ ବିଶ୍ୱବିଦ୍ୟାଳୟରେ ଶିକ୍ଷାଦାନ କରନ୍ତି ଏବଂ ଜଣେ ୟୁଏଫଓ ବିଶେଷଜ୍ଞ ଭାବେ ମଧ୍ୟ କାର୍ଯ୍ୟକରୁଛନ୍ତି। ସେ ତାଙ୍କର ତଥ୍ୟକୁ ଏକ ଡକ୍ୟୁମେଣ୍ଟାରୀ ଆକାରରେ ଉପସ୍ଥାପନ କରିଛନ୍ତି। ତାଙ୍କର ସିଦ୍ଧାନ୍ତ ଏକ ଭୟଙ୍କର କଥା ସମ୍ପର୍କରେ ଉଲ୍ଲେଖ କରୁଛି। ସେ ଦାବି କରିଛନ୍ତି ଯେ ଏଲିଅନମାନେ ପୃଥିବୀ ଉପରେ ଆକ୍ରମଣ କରିବାକୁ ପ୍ରସ୍ତୁତ ହେଉଛନ୍ତି।

ଅପହରଣ କରିଥିବା ଲୋକଙ୍କ ମସ୍ତିଷ୍କ ଉପରେ ନିୟନ୍ତ୍ରଣ ପାଇଁ ଏଲିଅନମାନେ ଉଦ୍ୟମ କରୁଥିବା କହିଛନ୍ତି। ସେ କହିଛନ୍ତି ଯେ ଅପହରଣ ହୋଇଥିବା କିଛି ଲୋକ ୟୁଏଫ୍‌ଓ ଭିତରେ ମାନବ ପରି ଏଲିଏନ ଦେଖିଥିବାର ଦାବି କରିଛନ୍ତି। ଏବେ ଜ୍ୟାକବଙ୍କ ଏଭଳି ରିପୋର୍ଟ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରିଲା ମାଓବାଦୀଙ୍କ ଆତ୍ମସମର୍ପଣ ସମୟସୀମା: ଆଉ ମିଳିବ ନାହିଁ ସୁଯୋଗ

ଭୁବନେଶ୍ୱର,୩୧।୩: ଓଡ଼ିଶାରେ ମାଓବାଦୀ ଦମନ ଟାର୍ଗେଟ୍‌ ସଫଳ ହୋଇଛି ବୋଲି ADG ସଞ୍ଜୀବ ପଣ୍ଡା ମଙ୍ଗଳବାର ଗଣମାଧ୍ୟମକୁ କହିଛନ୍ତି। ଓଡ଼ିଶାକୁ ଆଉ ମାଓବାଦୀ ବିପଦ ନାହିଁ ବୋଲି…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

ଭାଜପାରେ ଯୋଗଦେଲେ ଲିଆଣ୍ଡର ପେସ: ଟିଏମସିକୁ ବଡ଼ ଝଟ୍‌କା

କୋଲକାତା,୩୧।୩:ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଏହି ସମୟରେ ଟିଏମସିକୁ ଏକ ଝଟ୍‌କା ଲାଗିଛି। ପୂର୍ବତନ ଟେନିସ ତାରକା ତଥା ଟିଏମ୍‌ସି ନେତା ଲିଆଣ୍ଡର…

ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ

କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ…

ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଆରମ୍ଭ: ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ

ତାଳଚେର,୩୧।୩(ମନୋଜ ନନ୍ଦ): ମଙ୍ଗଳବାର ଆରମ୍ଭ ହୋଇଛି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ବାର୍ଷିକ ଯାତ୍ରା ଏବଂ ଲୋକ ମହୋତ୍ସବ। ଏନେଇ ଅଞ୍ଚଳ ଚଳଚଞ୍ଚଳ ହୋଇପଡିଛି।…

ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri